-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ଆଇନ ସଚେତନତା ଶିିବିର ଅନୁଷ୍ଠିତ

10-Sep-2023



ବଲାଙ୍ଗିର, ( ସନ୍ତୋଷ କୁମାର ଠାକୁର ) : ସ୍ଥାନୀୟ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ଆନୁକୂଲ୍ୟରେ ରାମଜୀ ଉଚ୍ଚ ବିଦ୍ୟାଳୟ, କୁରୁଲଠାରେ ଏକ ଆଇନ ସେଚତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନତା କାର୍ଯ୍ୟକ୍ରମକୁ ଲୋକାଭିମୁଖୀ କରିବା ପାଇଁ ଏକ ଆଲୋଚନାଚକ୍ର କରାଯାଇଥିଲା । ଆଲୋଚନାଚକ୍ରଟି ହେଲା ଛାତ୍ରମାନଙ୍କ ପାଇଁ ‘ଶିକ୍ଷାର ଅଧିକାର’ । ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକଙ୍କ ସମେତ ରାମଜୀ ଉଚ୍ଚ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଦ୍ୱାରା ମହାବିଦ୍ୟାଳୟର ସହକାରୀ ପ୍ରଫେସର ଓ ଛାତ୍ର ଛାତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ଶିବିରର କାର୍ଯ୍ୟକ୍ରମକୁ ପ୍ରକୃତି ବନ୍ଧୁ ଶିକ୍ଷକ ଦିଗାମ୍ବର ନାଏକଙ୍କ ଦ୍ୱାରା ପରିଚାଳିତ ହୋଇଥିଲା । ମହାବିଦ୍ୟାଳୟର ସହକାରୀ ପ୍ରଫେସର ମନିନ୍ଦର ସିଂ ହଂସପାଲ ଶିକ୍ଷାର ଅଧିକାର ଏବଂ ଆଇନ ସଚେତନତା ଉପରେ ନିଜର ମତାମତ ଛାତ୍ରମାନଙ୍କୁ ଦେଇଥିଲେ । ଠିକ୍‌ ସେହିଭଳି ମହାବିଦ୍ୟାଳୟର ଛାତ୍ର ଅଶୋକ କୁମାର ବାଗ, ଦେବେନ୍ଦ୍ର କୁମାର ବେଦବାଗ, ସତ୍ୟନାରାୟଣ ପୁଟେଲ, ତନବୀ ଭାରତୀ ସାହୁ, ବିଶାଲ ପୋଢ, ସୁମନ୍ତ କୁମାର ଦୋରା, ଆକାଶ ନାଗ, ପୂର୍ଣ୍ଣଚନ୍ଦ୍ର ରଣା, ମନିଷା ଦୀପ, ସୌଦାମିନୀ ବଗର୍ତି, ରଘୁନାଥ ମିଶ୍ର ଏବଂ ଶିବାନୀ ସାହୁ ସମେତ ସମସ୍ତ ଛାତ୍ର ଶିକ୍ଷା ଅଧିକାର ଉପରେ ନିଜର ମତ ପ୍ରଦାନ କରିଥିଲେ । ଶେଷରେ ଆକାଶ ନାଗ ଏକ ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ମହାବିଦ୍ୟାଳୟର କିରାଣୀ ସୁବ୍ରତ ପଟ୍ଟନାୟକ ଏବଂ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ସମେତ କର୍ମଚାରୀଗଣ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like