-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

କୁଂସ୍କାର ଦୂରକରିବା ଉପରେ ଗୁରୁତ୍ବ, ଗୋଣ୍ଡୱାନା ମହାସଭା ବୈଠକ

11-Sep-2023



ତୁଷୁରା (ପଞ୍ଚାନନ ନାଏକ)- ସମାଜରେ ଲାଗି ରହିଥିବା କୁଂସ୍କାର ଦୂର କରିବା ଉପରେ ବିଶେଷ ଗୁରୁତ୍ବ ଦେବାକୁ ଆହ୍ଵାନ କରିଥିଲେ ଅଖିଳ ଭାରତୀୟ ଗୋଣ୍ଡୱାନା ମହାସଭାର ଜିଲ୍ଲା ସଭାପତି ଦାଶରଥି ଭୋଇ। ତୁଷୁରା ସହର ସ୍ଥିତ ଗୋରୁବଜାର ପଡିଆରେ ଆୟୋଜିତ ମହାସଭା ବୈଠକରେ ମୁଖ୍ଯ ଅତିଥି ଭାବେ ଯୋଗଦେଇ ଶ୍ରୀ ଭୋଇ ସମସ୍ତଙ୍କ ଆହ୍ଵାନ କରି ମତପ୍ରକାଶ କରିଥିଲେ । ମହାସଭାର ଏନଏସି ସଭାପତି ପ୍ରଦୀପ କୁମାର ଭୋଇ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ସଂଘର ସଚିବ ସଂପତ୍ତି  ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ । ଏହି ଅବସରରେ ମହିପୁର ଗ୍ରାମରେ ସଂଘର ଏକ କମିଟି ଗଠନ କରାଯାଇ ଥିବା ବେଳେ ବିନୋଦ ଭୋଇ- ସଭାପତି, ପ୍ରସନ୍ନ ଭୋଇ- ସଂପାଦକ ଓ ବାସୁ ଦେବ ଭୋଇଙ୍କୁ ଉପସଭାପତି ଭାବେ ଚୟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସଂଘର ବ୍ଳକ ସଭାପତି- ହରି ମାଝି, ଉପସଭାପତି- ଶରତଚନ୍ଦ୍ର ଭୋଇ, ଟଙ୍କଧର ସିଂ ମାଝୀ, ଗିରିଜା କଏଣ୍ଡା ଆଦି ସହ ପ୍ରତ୍ୟେକ ଗ୍ରାମପଞ୍ଚାୟତର ସଂଘ ସଭାପତି ଓ ସଂପାଦକ ଯୋଗଦେଇ ନିଜ ନିଜ ମତ ଉପସ୍ଥାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like