-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||     

HOME   ଜିଲ୍ଲା

ଜାତୀୟ ସ୍ତରର କର୍ମଶାଳାରେ କର୍ଲାମୁଣ୍ଡା ର ଦୁଇ ଚାଷୀ ସମ୍ମାନିତ

11-Sep-2023



କର୍ଲାମୁଣ୍ଡା: (ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ ର ଦୁଇ ଜଣ ଚାଷୀ ଦିଲ୍ଲୀ ଠାରେ ଜାତୀୟ ସ୍ତରର ଏକ ଆଲୋଚନା କର୍ମଶାଳା ରେ ସମ୍ମାନିତ ହୋଇଥିବା ଜଣାପଡିଛି। ଏହି ଆଲୋଚନା ଚକ୍ର ରେ ଜଳବାୟୁ ପରିବର୍ତ୍ତନ ସହଣୀ ଉପରେ ବିଭିନ୍ନ ପ୍ରଣାଳୀ କୁ ଅବଲମ୍ବନ କରି ଥିବା ୧୫ ଟି ରାଜ୍ୟ ର ବିଭିନ୍ନ ଚାଷୀମାନେ ଅଂଶ ଗ୍ରହଣ କରି ଚାଷ ଓ ଜିବିକା ବ୍ୟବସ୍ଥା ଉପରେ ସେମାନଙ୍କ ମଧ୍ୟରେ ଜ୍ଞାନର ଆଦାନ ପ୍ରଦାନ କରିଥିଲେ।ଏଠାରେ ସୂଚନାଯୋଗ୍ୟ ଯେ ଏହି ବ୍ଳକ ଗଜବାହାଲ ପଞ୍ଚାୟତ ଧଅରାଖମନ ଗାଁ ର ଜୈବିକ ଚାଷୀ ବଳଦେବ ଭୋଇ ଓ ପୌରକେଲା ପଞ୍ଚାୟତ ବୁଢ଼ୀପଦର ଗାଁର ମହିଳା ଜୈବିକ ଚାଷୀ ଅରୁଣା ପାତ୍ର ଙ୍କୁ ସମନ୍ୱିତ ମରୁଡି ସହଣୀ ଚାଷ ବ୍ୟବସ୍ଥା ଓ ଦେଶୀ ବିହନ ସୁରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ଦିଲ୍ଲୀ ଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ଆୟୋଜିତ ଜଳବାୟୁ ପରିବର୍ତ୍ତନ ସକ୍ଷମତା ଉପରେ ଜାତୀୟ ସ୍ତରରେ ଆଲୋଚନା  କର୍ମଶାଳା ରେ ଏହି ଦୁଇ ଚାଷୀ ଙ୍କୁ ସମ୍ମାନିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026

You Might Also Like