-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ନିଖିଲ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ

11-Sep-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ସମ୍ମୁଖରେ ନିଖିଲ ଉତ୍କଳ ପ୍ରାଥମିକ ଫେଡେରେସନ ର ଆହ୍ଵାନ କ୍ରମେ ରାଜ୍ୟର ସମସ୍ତ ବର୍ଗର  ଶିକ୍ଷକ ,ଶିକ୍ଷୟିତ୍ରୀ ମାନଙ୍କ 3 ଦଫା ଦାବି ଯଥା କେନ୍ଦ୍ରୀୟ ହାର ରେ 6 ଗୋଟି ଇଂକ୍ରିମେଣ୍ଟ ପ୍ରଦାନ ସହ ମୂଳ ଚାକିରି / ନିଯୁକ୍ତି ରେ ଗଣନା,  ଚୁକ୍ତି ଭିତ୍ତିକ ନିଯୁକ୍ତି ଉଚ୍ଛେଦ ସହ 42 ଶହ ଗ୍ରେଡ ପେ ପ୍ରଦାନ ,   ଓ ପି ଏସ ପ୍ରଦାନ ଦାବି କୁ ପୂରଣ ନ ହେବା ଯାଏଁ ଆନ୍ଦୋଳନ ଚାଲୁ ରହିବ ବୋଲି ଆଗଲପୁର ସଂଘ୍ ର ସଭାପତି ଜୟରାମ ଧଳ ପ୍ରକାଶ କରିଛନ୍ତି l ଏହା 5/8/23 ରୁ ଓଡ଼ିଶାର 314 ଟି ବ୍ଲକ ଶିକ୍ଷାଧିକାରୀ ଓ 11/8/23 ତାରିଖ ରେ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ ଜିଲ୍ଲପାଳ ଙ୍କ  ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରା ଯାଇଥିଲା l ହେଲେ ସରକାର ଶିକ୍ଷକ ମାନଙ୍କ ଦାବି କୁ ଅଣଦେଖା କରିବାରୁ ଆଜି ଓଡ଼ିଶାର ଶିକ୍ଷକ ସଂଘ ବ୍ଲକ ସମ୍ମୁଖରେ ଗଣ ଧାରଣା ଦେବା ସହ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି ରଖିଛନ୍ତି l ଆଗାମୀ ଦିନରେ ସ୍କୁଲ ବନ୍ଦ କରିବେ ବୋଲି ଚେତାବନୀ ଦେଇଛନ୍ତି l ନିଖିଲ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଏହି ଆନ୍ଦୋଳନ ଆଗାମୀ ଦିନରେ ଆହୁରି ତୀବ୍ରତର ହେବ ବୋଲି ଆଗଲପୁର ଶିକ୍ଷକ ସଂଘ ର ସଭାପତି ଜୟ ରାମ ଧଳ , ଉପ ସଭାନେତ୍ରୀ ସରୋଜିନୀ ନନ୍ଦ , ସମ୍ପାଦକ ଯୋଗୀନ୍ଦ୍ର ଦାସ , ସହ ସମ୍ପାଦକ ଜ୍ୟୋତିର୍ମୟ ମିଶ୍ର ଓ ଶତାଧିକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଆନ୍ଦୋଳନ ଜାରି ରହିବ ବୋଲି ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like