-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁରର ପଞ୍ଚସଖା ଦିବସ ପାଳିତ

12-Sep-2023



 

ସମ୍ବଲପୁର-(ସଂଜୀବକୁମାରପାଣିଗ୍ରାହୀ)     ଆଜି ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ସମ୍ବଲପୁରର ପଞ୍ଚସଖା ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନର ଉପସଭାପତି ଶିବନାରାୟଣ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ବକ୍ତା ଭାବରେ ଯୋଗଦେଇ ଶିକ୍ଷାବିତ ଅରବିନ୍ଦ ମହାପାତ୍ର କହିଥିଲେ ଯେ, ସମ୍ବଲପୁରର ପଞ୍ଚସଖାଙ୍କ ବାବଦରେ ଆମ ଉତ୍ତର ପିଢି ଯେତେ ଜାଣିବା କଥା ଆମେ ସେମାନଙ୍କୁ ସେତିକି ତଥ୍ଯ ଯୋଗାଇ ପାରୁନାହୁଁ କାରଣ ଭାଷା ଆନ୍ଦୋଳନରେ ସେନାପତି ସାଜି  ଶିମଲାଯାତ୍ରା କରିଥିବା ସେହି ମହାନ ପଞ୍ଚସଖାଙ୍କ ବିଷୟରେ ଏଯାବତ୍ ପର୍ଯ୍ୟାପ୍ତ ଅନୁସଂଧାନ ଓ ଗବେଷଣା ହୋଇପାରି ନାହିଁ। ଅନ୍ୟତମ ଆଲୋଚକ ଡ. ଗୌରିଦାସ ପ୍ରଧାନ ବକ୍ତବ୍ୟରଖି କହିଲେ ଯେ,ପଞ୍ଚସଖାଙ୍କ  ପ୍ରୟାସ ରହିନଥିଲେ ସମ୍ବଲପୁର ଖଣ୍ଡରେ ଓଡିଆ ଭାଷାର ପ୍ରଚଳନ ହେବା ଅତ୍ୟନ୍ତ କଷ୍ଟକର ହୋଇଥା’ନ୍ତା। ମାତ୍ର ଯେଉଁ ମହାନ ପଞ୍ଚସଖାଙ୍କ ପାଇଁ ସମ୍ବଲପୁରେ ଓଡିଆ ଭାଷାର ପ୍ରଚଳନ ହେଲା ଓ ଯୋଉଥି ପାଇଁ ସମ୍ବଲପୁର ଓଡିଶାରେ ମିଶି ପାରିଲା ସେହି ମହାନ ମନିଷୀମାନଙ୍କ ଚର୍ଚ୍ଚା କେବଳ ସମ୍ବଲପୁର ସହର ମଧ୍ୟରେ ହିଁ ସୀମିତ ରହିଯିବା ତଥା ଏକଦା ମଧୁସୁଦନଙ୍କୁ ଭାଷା ଆନ୍ଦୋଳନରେ  ସହଯୋଗ କରିଥିବା ଏହି ଭାଷା ଆନ୍ଦୋଳନକାରୀଙ୍କୁ ରାଜ୍ୟସ୍ତରରେ  ଯଥା ସମ୍ମାନ ନମିଳିବା କ୍ଷୋଭର ବିଷୟ ବୋଲି ସେ କହିଥିଲେ। ସମ୍ପାଦକ ଡ ସିଦ୍ଧାର୍ଥ ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ସହସମ୍ପାଦକ ସୁରେଖା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ପ୍ରଫୁଲ୍ଲ କୁମାର ହୋତା, ଦୀନବନ୍ଧୁ ପଣ୍ଡା,ସବ୍ୟସାଚୀ ମିଶ୍ର,ଲଲିତ ମୋହନ ବେବର୍ତ୍ତା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like