-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||     

HOME   ଜିଲ୍ଲା

ଯୁଯୋମୁରା ବ୍ଲକ ଗ୍ରାମବାସୀ ବିଦ୍ୟୁତ କାଟ ପ୍ରତିବାଦରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ ।

12-Sep-2023



ପଡିଆବାହାଲ,-(ସଂଜୀବକୁମାରପାଣିଗ୍ରାହୀ)   ଯୁଯୋମୁରା ବ୍ଲକ୍ ଡଙ୍ଗରପଡା ପଞ୍ଚାୟତରେ ବିଜୁଳି ବିଭ୍ରାଟ ଲାଗିରହିଛି। ଏହି ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ସରଖଣ୍ଡି ଗ୍ରାମ ଗତ ୨ ମାସ ଧରି ଅନ୍ଧାରରେ ରହିଥିଲେବି ଟିପିଡବ୍ଲୁଡିଏଲର ନଜର ପଡୁନି ଏହି ଆଦିବାସୀ ଗାଁକୁ। ଗତ ୨ ମାସ ହେଲା ଟ୍ରାନ୍ସଫର୍ମର ପୋଡି ଯାଇଥିବା ନେଇ ଗ୍ରାମବାସୀ ବିଭାଗୀୟ ଯନ୍ତ୍ରୀଙ୍କୁ ଜଣାଇବା ସତ୍ତ୍ୱେ ଏଥିରେ ସୁଧାର ଆସୁନାହିଁ ।ଏପରିକି ନୂତନ ଟ୍ରାନ୍ସଫରମର ପାଇଁ ଗ୍ରାମବାସୀ ୨ କିସ୍ତିରେ ୪୬ ଓ ୩୮ ଏପରି ୮୪ ହଜାର ଟଙ୍କା ଡିପୋଜିଟ ହୋଇଥିଲେ ବିଭଗ ଅନ୍ଧାରରେ ରଖିଛି ସରଖଣ୍ଡିକୁ। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇ ଶେଷରେ ଆଜି ଜିଲ୍ଲାପାଳଙ୍କୁ ଭେଟିବାକୁ ଆସି ତାଙ୍କ ଅନୁପସ୍ଥିତରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପ୍ରଦୀପ କୁମାର ସାହୁଙ୍କୁ ଭେଟି ତୁରନ୍ତ ଟ୍ରାନ୍ସଫର୍ମର ଲଗାଇବାକୁ ଦାବି କରିଛନ୍ତି। ଅଞ୍ଚଳର ବରିଷ୍ଠ ନେତା ସୁବୋଧ କୁମାର ବେହେରାଙ୍କ ନେତୃତ୍ୱରେ ସମାଜସେବୀ ଡା.ରାଜାରାମ ଷଡଙ୍ଗୀ,ଜଳନ୍ଦର ମିର୍ଦ୍ଧା,ଅଶ୍ୱନୀ ଛତର,ନିରୂପମା ମିର୍ଦ୍ଧା,ପ୍ରତିମା ବାଗ ପ୍ରମୂଖ ୨୫ ରୁ ଉର୍ଦ୍ଧ୍ବ ଗ୍ରାମବାସୀ ଟ୍ରାନ୍ସଫରମର ଅଭାବରେ ଗାଁରେ ଦେଖା ଦେଇଥିବା ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିଲେ। ବର୍ତ୍ତମାନ ବର୍ଷା ଦିନ ଓ ଅଞ୍ଚଲରେ ସାପ ଭଳି ବିଭିନ୍ନ ବିଶାକ୍ତ ସରିସୃପ ରହୁଥିବାରି ଘଡିଘଡିକେଜୀବନ ପ୍ରତି ବିପଦ ରହୁଛି । ଏପରିକି ପାଠ ପଢାରେ ବ୍ୟାପକ ବ୍ୟାଘାତ ଘଟୁଛି।ଏଠାରେ ୫୦ ରୁ ଉର୍ଦ୍ଧ୍ବ ବିଦ୍ୟୁତ ଉପଭୋକ୍ତା ରହିଥିବା ବେଳେ ଏମାନଙ୍କ ଜୀବନଧାରଣର ମୌଳିକ ସେବା ପ୍ରତି ବିଭାଗୀୟ ଅବହେଲାକୁ ନେଇ ଗ୍ରାମବାସୀ ଅତିରିକ୍ତ ଜିଲ୍ଳାପାଳଙ୍କୁ ଭେଟିବା ସତ୍ତ୍ୱେ ଏଥିରେ ସୁଫଳ ନମିଳିଲେ ଜନ ଆନ୍ଦୋଳନ କରିବେ ବୋଲି ଗ୍ରାମବାସୀ ଏହି ଦାବି ପତ୍ରରେ ଚେତାବନୀ ଦର୍ଶାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026

You Might Also Like