-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଦର୍ଜି(କ୍ଷତ୍ରୀୟ) ସମାଜର ସାଧାରଣ ପରିଷଦ ବୈଠକ ଏବଂ ନିର୍ବାଚନ ଅନୁଷ୍ଠିତ

12-Sep-2023



ବଲାଙ୍ଗୀର: ସ୍ଥାନୀୟ ଲୋକନାଥ ମନ୍ଦିର ପରିସରରେ ଦର୍ଜି (କ୍ଷତ୍ରିୟ) ସମାଜ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗୀର ସହର ସମେତ ହରଭଙ୍ଗା, ଲୋଇସିଂହା  ନେଗିପାଲି ଏବଂ ତୁଷୁରାରୁ ଅନେକ ସଭ୍ୟ ଆସି ଏହି ସାଧାରଣ ସଭାରେ ଯୋଗଦାନ କରିଥିଲେ। ଦର୍ଜି (କ୍ଷତ୍ରିୟ) ସମାଜ ବଲାଙ୍ଗୀରର ପୂର୍ବତନ ସଭାପତି ତଥା

ବିଶିଷ୍ଟ ନାଟ୍ୟକାର  ଅଭିନେତା ଶ୍ରୀଯୁକ୍ତ ପ୍ରହଲ୍ଲାଦ ଦର୍ଜି ଙ୍କ ସଭାପତିତ୍ବରେ ସଭା ଅନୁଷ୍ଠିତ ହୋଇଥିଲା।ପ୍ରଥମେ ଦର୍ଜି ଜାତିର ପୂଜ୍ୟ ସନ୍ଥ ଶିରୋମଣି ନାମଦେବ ମହାରାଜଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ ଏବଂ ପ୍ରଦୀପ ପ୍ରଜ୍ବଳନ କରି ସଭା ଆରମ୍ଭ କରାଯାଇଥିଲା।ସଇଁତଳା ମହାବିଦ୍ୟାଳୟର ପୂର୍ବତନ ଓଡ଼ିଆ ଅଧ୍ୟାପକ କାହ୍ନୁ ଚରଣ ଦର୍ଜି ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ।ବରିଷ୍ଠ ସଦସ୍ୟ ଭରତ ଦର୍ଜି ଅତିଥି ପରିଚୟ ପ୍ରଦାନ ପୂର୍ବକ ସଭା ପରିଚାଳନା କରିଥିଲେ।ଉପସ୍ଥିତ ସଦସ୍ୟ ମାନଙ୍କ ସମ୍ମତିକ୍ରମେ ନିର୍ବାଚନ ପରିବର୍ତ୍ତେ ମନୋନୟନ କରାଯାଇଥିଲା।ସର୍ବ ସମ୍ମତିକ୍ରମେ ସଭାପତି ଭାବେ ଶ୍ରୀଯୁକ୍ତ ଉପେନ୍ଦ୍ର ନାଥ ଦର୍ଜି ଏବଂ ସାଧାରଣ ସମ୍ପାଦକ ଭାବେ ଦୀନବନ୍ଧୁ ଦର୍ଯୀ ଙ୍କୁ ମନୋନୀତ କରାଯାଇଥିଲା।ସେହିଭଳି ଉପସଭାପତି ଭାବେ ଭରତ ଦର୍ଜି, ସହ ସମ୍ପାଦକ ସରୋଜ ଦର୍ଜି,କୋଷାଧ୍ୟକ୍ଷ ଭାବେ ବିଶିଷ୍ଟ ଶିଳ୍ପପତି ଶ୍ରୀଯୁକ୍ତ ସତ୍ୟ ନାରାୟଣ ଦର୍ଜି ଙ୍କୁ ମନୋନୀତ କରାଯାଇଥିଲା।କାର୍ଯ୍ୟକାରୀ ସଭ୍ୟ ଭାବେ ମଳୟ ସେନ୍ ଦର୍ଜି,ନବୀନ ଦର୍ଜି, ରାଜ୍ କିଶୋର ଦର୍ଜି,ଆଲୋକ ଦର୍ଜି,କିଶୋର ଦର୍ଜି,ସଞ୍ଜୀବ ଦର୍ଜି,ପ୍ରବୀଣ ଦର୍ଜି ଏବଂ ତ୍ରିନାଥ ଦର୍ଜି ଙ୍କୁ ସର୍ବସମ୍ମତି କ୍ରମେ ମନୋନୀତ କରାଯାଇଥିଲା। ଦର୍ଜି (କ୍ଷତ୍ରିୟ)ସମାଜ ର କୌଣସି ସମସ୍ୟା ର ସମାଧାନ କିମ୍ବା ସମାଜ ର କୌଣସି କାର୍ଯ୍ୟ କରିବା ପୂର୍ବରୁ ଉପଦେଶ ନେଇ କାର୍ଯ୍ୟ ସମ୍ପାଦନ କରିବା ପାଇଁ ପ୍ରମୋଦ ଦର୍ଜି, ପ୍ରହଲ୍ଲାଦ ଦର୍ଜି, କାହ୍ନୁ ଚରଣ ଦର୍ଜି ଏବଂ ଦର୍ଜି ସମାଜର ରାଜ୍ୟ ସଭାପତି ମହେନ୍ଦ୍ର କୁମାର ଦର୍ଜି ଙ୍କୁ ଉପଦେଷ୍ଟା ଭାବେ ମନୋନୀତ କରାଯାଇଥିଲା।ଆଗାମୀ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ ପାଇଁ ନବନିର୍ବାଚିତ ସଦସ୍ୟ ମାନଙ୍କୁ ଦାୟିତ୍ବ ହସ୍ତାନ୍ତର କରାଯାଇଥିଲା।ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ନେତ୍ରାନନ୍ଦ ଦର୍ଜି,ଜ୍ଞାନ ଦର୍ଜି,ଓମ୍ ପ୍ରକାଶ ଦର୍ଜି,ସନ୍ତୋଷ ଦର୍ଜି,ପ୍ରଦୀପ ଦର୍ଜି, ମନୋଜ ଦର୍ଜି,ସୁମନ୍ତ ଦର୍ଜି,ନାରାୟଣ ଦର୍ଜି,ଦେବତୋଷ ଦର୍ଜି,ସୁଦର୍ଶନ

ଦର୍ଜି,ଅମିତ୍ ଦର୍ଜି ଆଶୁତୋଷ ଦର୍ଜି,ଶ୍ରୀରାମ ଦର୍ଜି,କେଦାର ନାମଦେବ,ସରୋଜ ଦର୍ଜି, ପ୍ରଫୁଲ୍ଲ ପଟୁଆ,ବିକାଶ ଦର୍ଜି, ଡ଼ା.ଲୋକନାଥ ଦର୍ଜି ପ୍ରମୁଖ ଉପସ୍ଥିତ ରହି ସୁଚିନ୍ତିତ ମତାମତ ଦେଇଥିଲେ।ଶେଷରେ କେଦାର ନାମଦେବ ଉପସ୍ଥିତ ସମସ୍ତ ସଭ୍ୟ ମାନଙ୍କୁ ଧନ୍ୟବାଦ୍ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026

You Might Also Like