-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||     

HOME   ଜିଲ୍ଲା

ଧାରଣାରେ ବସିଲେ ସିନାପାଲି ପ୍ରାଥମିକ ଶିକ୍ଷକ ସ୍କୁଲରେ ପଡ଼ିଲା ତାଲା, ପାଠ ପଢ଼ା ଠପ୍

12-Sep-2023



ନୂଆଁପଡ଼ା(ବିଶି ଚନ୍ଦନ ମାଝୀ ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ଡାକରାରେ ତିନି ଦଫା ଦାବି ପୂରଣ ନେଇ ରାଜ୍ଯର ବିଭିନ୍ନ ଜିଲ୍ଲାର ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ଯବନ୍ଦ ଆନ୍ଦୋଳନ ଜାରି ରଖିଥିବା ବେଳେ ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସଂଘ ତରଫରୂ ମଧ୍ଯ ଆଜି ସମୁହ ବ୍ଯକ୍ତିଗତ ଛୁଟି ନେଇ ସ୍ଥାନୀୟ ବିଇଓ ଅଫିସ୍ ସମ୍ମୁଖରେ ଧାରଣା ଦିଆଯାଇଛି ା ସଂଘର ବ୍ଲକ ସଭାପତି ପ୍ରସନ୍ନ ମାଝୀ ଓ ସଂପାଦକ ବାଲାଜୀ ହରିଜନ, ଜିଲ୍ଲା ଏକ୍ସକେଡ଼ର ସଭାପତି ଅରୁଣ କୁମାର ଯୋଷୀ, କନିଷ୍ଠ ଶିକ୍ଷକ ସଂଘ ସଭାପତି ଜ୍ଞାନରଞ୍ଜନ ସୁନାନୀଙ୍କ ନେତୃତ୍ୱରେ ଆଜି ପୂର୍ବାହ୍ନରୁ ଶହଶହ ସଂଖ୍ଯାରେ ପ୍ରାଥମିକ ଶିକ୍ଷକଶିକ୍ଷୟିତ୍ରୀ ଏହି ଧାରଣାରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି। ଫଳରେ ଏହି ବ୍ଲକର ପ୍ରାୟ ବିଦ୍ଯାଳୟରେ ତାଲା ଝୁଲିବା ସହ ମଧ୍ଯାହ୍ନ ଭୋଜନ ବନ୍ଦ ହୋଇଯାଇଛି। ଠିକା ନିଯୁକ୍ତି ଉଚ୍ଛେଦ, ଶିକ୍ଷା ସହାୟକଙ୍କ ଠିକା କାର୍ଯ୍ଯକାଳକୁ ମୂଳ ଚାକିରିରେ ଗଣନା, କେଂଦ୍ରୀୟ ହାରରେ ଦରମା ପ୍ରଦାନ, ପୁରୁଣା ପେନସନ୍ ଲାଗୁ କରିବା ଆଦି ଦାବିରେ ଧାରଣାସ୍ଥଳରେ ଶିକ୍ଷକଶିକ୍ଷୟିତ୍ରୀ ଗର୍ଜିଥିଲେ । ଏହି ଅବସରରେ ନେତୄମଣ୍ତଳୀଙ୍କ ସମେତ ସତ୍ଯରୂପା ଯୋଷୀ, ରମେଶ ଚଂଦ୍ର ମେହେର, ଅସ୍ମିତା ପାଢ଼ୀ, ବୈଷ୍ଣବ ମେହେର, ଅତୁଲ ପାତ୍ର, ତନୁରାମ ନାଏକ, ଖଗେଶ୍ୱର ନିଆଲ, ଚତୁର୍ଭୁଜ ସେଠୀ, ସୁରମା ପଣ୍ଡା, ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026

You Might Also Like