-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||     

HOME   ଜିଲ୍ଲା

ବାଲିଗୁଡାରେ ବ୍ଲକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାବିତ ଚୟନ କାର୍ଯ୍ୟକ୍ରମ ଉଦଯାପିତ

12-Sep-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ବାଲିଗୁଡା ବ୍ଲକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାବିତ ଚୟନ କାର୍ଯ୍ୟକ୍ରମ ୧୧ ଓ ୧୨ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ୧୪ ରୁ ୧୭ ବର୍ଷ ବର୍ଗ ର ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରି ନିଜ  ନିଜର ଖେଳ ପ୍ରଦର୍ଶନ କରିଥିଲେ। ଏଥିରେ ପ୍ରଥମ ଦିବସ ରେ ମୁଖ୍ୟ ଅତିଥି ଭାବେ ଏନଏସି ଅଧ୍ୟକ୍ଷ  ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ସଭାପତି ଭାବେ ସ୍ଥାନୀୟ ଏବିଇଓ ବଂଶୀଧର ସାହୁ, ଏବଂ ସମ୍ମାନିତ ଅତିଥି ଭାବେ ଉପଖଣ୍ଡ କ୍ରୀଡା ସଂସଦର ସମ୍ପାଦକ ତଥା ଆଦିବାସୀ ମହାବିଦ୍ୟାଳୟ ର ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ଡଃ. ସୁଶାନ୍ତ  କୁମାର ଦାସ ଉଦଘାଟନ ଉତ୍ସବ

ରେ ଉପସ୍ଥିତ ରହି କ୍ରୀଡା ଶୁଭାରମ୍ଭ କରିଥିଲେ। ଦ୍ବିତୀୟ ଦିନ ତଥା ଉଦଯାପନୀ ଉତ୍ସବରେ ଅତିଥି ଭାବେ ସୁଦାମ କୁମାର ସ୍ବାଇଁ ଯୋଗ ଦେଇ ଥିଲେ । ଏହି ଦୁଇ ଦିନିଆ କ୍ରୀଡା ଚୟନ କାର୍ଯ୍ୟକ୍ରମରେ ବାଲିଗୁଡା ବ୍ଲକର  ସମସ୍ତ ବିଦ୍ୟାଳୟରୁ ଆସିଥିବା ଛାତ୍ର ଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିଲେ । ବାଲିଗୁଡା ଗୋଷ୍ଠୀ ଶିକ୍ଷାଧିକାରୀ ମହେଶ୍ବର ମାଝି ଏବଂ ବ୍ଲକ ସମୂହ କ୍ରୀଡା ସମ୍ପାଦକ ଗଙ୍ଗାଧର ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କ୍ରୀଡା ପ୍ରତିଯୋଗିତା ସୂଚାରୁ ରୂପେ ସମ୍ପାଦନ ହୋଇଥିଲା । ଶେଷରେ ଶ୍ରୀ ସ୍ୱାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି କ୍ରୀଡ଼ା ଉଦଯାପିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026

You Might Also Like