-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||     

HOME   ଜିଲ୍ଲା

ମହାନଗର ନିଗମ ଅଞ୍ଚଳ ର ପାଞ୍ଚ ଟି ୱାର୍ଡ ର ହିତାଧିକାରୀ ଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ର କାର୍ଯ୍ୟାଦେଶ ବଣ୍ଟନ*

12-Sep-2023




      ସମ୍ବଲପୁର (ସଂଜୀବକୁମାରପାଣିଗ୍ରାହୀ) - ବିଗତ ୯ ବର୍ଷ ର କାର୍ଯ୍ୟକାଳ ମଧ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଜୀ ଶତାଧିକ ଜନକଲ୍ୟାଣକାରୀ ଯୋଜନାମାନ ହାତକୁ ନେଇଛନ୍ତି । ସେଥି ମଧ୍ୟରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏକ ମହତ୍ୱପୂର୍ଣ୍ଣ ଗରିବ ଉତ୍ଥାନକାରୀ ଯୋଜନା । ଦେଶର ପ୍ରତ୍ୟେକ ଗରିବ ପରିବାର କୁ ପକ୍କା ଘର ଖଣ୍ଡିଏ ଯୋଗେଇ ଦେବା ପାଇଁ ୨୦୧୫ ସ୍ଵାଧୀନତା ଦିବସ ଅବସରରେ ଲାଲକିଲ୍ଲା ରୁ ଘୋଷଣା କରିଥିଲେ ଏହି ଯୋଜନା । ୩୧ ମାର୍ଚ୍ଚ ୨୦୨୨ ଶୁଦ୍ଧ ୨ କୋଟି ପ୍ରଧାନମନ୍ତ୍ରୀ ଆବାସ ଯୋଗେଇ ଦେବା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା । ବିଶ୍ଵ ମହାମାରୀ କରୋନା ଓ କେତେକ ରାଜ୍ଯ ସରକାର ଙ୍କ ଅପାରଗତା ଯୋଗୁଁ ଏହି ଧାର୍ଯ୍ୟ ଲକ୍ଷ ସମୟ ସୀମା ଭିତରେ ପୂର୍ଣ୍ଣାଙ୍ଗ ହୋଇ ପାରିନାହିଁ । ବର୍ତ୍ତମାନ ମଧ୍ଯ ଅନେକ ସ୍ଥାନରେ ଏହି ଯୋଜନା କୁ ସଫଳ କରେଇବା ପାଇଁ କାର୍ଯ୍ୟକ୍ରମ ମାନ ଚାଳିଛି ।
      ଏହି ମର୍ମରେ ଆଜି ସ୍ଥାନୀୟ ଶାନ୍ତିନଗର ର ଭୀମଭୋଇ କଲ୍ୟାଣ ମଣ୍ଡପ ଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରେଙ୍ଗାଲି ବିଧାୟକ ଶ୍ରୀଯୁକ୍ତ ନାଉରୀ ନାୟକ ହିତାଧିକାରୀ ମାନଙ୍କୁ କାର୍ଯ୍ୟାଦେଶ ପତ୍ର ପ୍ରଦାନ କରିଥିଲେ । ସମ୍ବଲପୁର ମହାନଗର ନିଗମ ଅଞ୍ଚଳ ର ପାଞ୍ଚଗୋଟି ୱାର୍ଡ ର ୩୦୦ ରୁ ଉର୍ଦ୍ଧ୍ବ ଜଣ ହିତାଧିକାରୀ ଙ୍କୁ ଆଜି କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା ।
     *କାର୍ଯ୍ୟାଦେଶ ପାଇବାର ତିନି ମାସ ମଧ୍ୟରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ କୋଡ଼ିଏ ହଜାର ଓ ଛ ମାସ ମଧ୍ୟରେ ଗୃହ ନିର୍ମାଣ ସପୂର୍ଣ୍ଣ କଲେ ଦଶ ହଜାର ଟଙ୍କା ବୋନସ ର ବ୍ୟବସ୍ଥା ରହିଛି । ଏଣୁ ଶିଘ୍ରାଦି ଶିଘ୍ର ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ବୋନସ ର ଲାଭ ଉଠାନ୍ତୁ* ବୋଲି କାର୍ଯ୍ୟାଦେଶ ବଣ୍ଟନ ଅବସର ରେ ବିଧାୟକ ଶ୍ରୀଯୁକ୍ତ ନାଉରୀ ନାୟକ ହିତାଧିକାରୀ ଙ୍କୁ ଅନୁରୋଧ କରିଥିଲେ ।
    ଆଜିର ଏହି ବିଶେଷ କାର୍ଯ୍ୟକ୍ରମ ରେ ମହାନଗର ନିଗମ ଅଧିକାରୀ ଙ୍କ ସମେତ ବିଜେପି ର ମନ ମୋହନ ପଣ୍ଡା, ଦୟାନିଧି ପ୍ରଧାନ, ଦୀପକ ଦାସ, ଗୋପାଲ ମହାନନ୍ଦ, ସୁଜିତ ବଢେଇ ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026

You Might Also Like