-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||     

HOME   ଜିଲ୍ଲା

ହିଣ୍ଡାଲକୋ ପାରିପାର୍ଶ୍ବିକ ଉନ୍ନୟନ ପାଣ୍ଠିରୁ ଆଦର୍ଶ ବିଦ୍ୟାଳୟ କୁ ମିଳିଲା ବସ*

12-Sep-2023



ପରମାନପୁର(ସଂଜୀବ କୁମାର ପାଣିଗ୍ରାହୀ): ପରମାନପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଇଁ ଗୋଟିଏ ଖୁସି ର ଦିନ । ବିଦ୍ୟାଳୟକୁ ଦୂରଦୁରାନ୍ତରୁ ଆସୁଥିବା ଛାତ୍ରଛାତ୍ରୀଙ୍କ ଯାତାୟାତ ପାଇଁ ମିଳିଛି ଏକ ବସ । ରେଙ୍ଗାଲି ବିଧାୟକ ନାଉରୀ ନାୟକଙ୍କ ପ୍ରଚେଷ୍ଟାରେ ହିଣ୍ଡାଲକୋ ତାର ପାରିପାର୍ଶ୍ବିକ ଉନ୍ନୟନ ପାଣ୍ଠିରୁ ବିଦ୍ୟାଳୟକୁ ଯୋଗେଇ ଦେଇଛି ଏକ ବସ ।     ଆଜି ବିଦ୍ୟାଳୟ ପ୍ରାଙ୍ଗଣରେ ବିଧିବଦ୍ଧ ଭାବେ ପୂଜାର୍ଚ୍ଚନା କରି ପତାକା ଦେଖାଇ ବସ ସେବାର ଶୁଭାରମ୍ଭ କରିଛନ୍ତି ରେଙ୍ଗାଲି ବିଧାୟକ ନାଉରୀ ନାୟକ l     ଆଜିର କାର୍ଯ୍ୟକ୍ରମ ରେ ଆନ୍ୟ ମାନଙ୍କ ମଧ୍ୟରେ ମାନେଶ୍ୱର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ରୁକ୍ମିଣୀ ମହାନନ୍ଦ, ଉପାଧ୍ୟକ୍ଷ ନରେନ୍ଦ୍ର ମିଶ୍ର, ମାନେଶ୍ୱର ଜୋନ୍-୧ ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ସୁରୁଜା ସେଠ, ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ୟା ଗୀତାଞ୍ଜଲି ପାଣ୍ଡେ, ପରମାନପୁର ସରପଞ୍ଚ ମହେନ୍ଦ୍ର ନାଥ,  ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରମାନପୁର ର ପ୍ରିନ୍ସିପଲ୍ ରାଜେନ୍ଦ୍ର କୁମାର ଛତ୍ରିଆ ସାଂସଦ ପ୍ରତିନିଧି ମଣ୍ଟୁ ଅଗ୍ରୱାଲ, ହିଣ୍ଡାଲକୋ ପାରିପାର୍ଶ୍ବିକ ଉନ୍ନୟନ ପାଣ୍ଠି ର ପ୍ରବନ୍ଧକ ଆନନ୍ଦ ଚକ୍ରବର୍ତ୍ତୀ, ଉପ ପ୍ରବନ୍ଧକ ଜିତେଶ ରଥ, ଅନ୍ୟାନ୍ୟ ଅଧିକାରୀ ସରୋଜ କୁମାର ଆଚାର୍ଯ୍ୟ ଓ ସନ୍ତୋଷ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026

You Might Also Like