-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ରାଜ୍ୟ

ପାମରା ଗାଁ ରେ ନୂଆଖାଇ ଭେଟଘାଟ

13-Sep-2023



ସୁନ୍ଦରଗଡ଼ ବଡ଼ଗାଁ, ପାମରା .(ପ୍ରେରଣା ଖବର):: ସମ୍ବଲପୁରୀ କଲା ସଂସ୍କୃତି ଅନୁଷ୍ଠାନ ପାମରା ତରଫରୁ  ନୁଆଁଖାଇ ଦିନ ନୁଆଁଖାଇ ଭେଟଘାଟ କରିବା ପାଇଁ ଅନୁଷ୍ଠାନ ର ସମ୍ପାଦକ ଟୋନିସ ରୋହିଦାସଙ୍କ ନେତୃତ୍ୱରେ  ନୁଆଁଖାଇ କାର୍ଯ୍ୟକ୍ରମ ପାଇଁ ଆଲୋଚନା ହୋଇଥିଲା ଏବଂ ଏଥିରେ ବିଭୁତି ମହାକୁଳ ମୁଖ୍ୟ ଭୂମିକା ତୁଳାଇ ଥିଲେ l ଦେବାଶିଷ ବାରିକ, ଖାଣ୍ଡବ ଚମାର, ମୌସମ ରାଉତ, ସୁବ୍ରତ ଦାନୀ,ରବି କମାର, ବିକାଶ ଖିଲାରି ଆହୁରି ଏନେକ କର୍ମକର୍ତା ଅନୁଷ୍ଠାନ ରେ ଯୋଡି ହେଇଥିଲେ l ଆଗାମୀ ଦିନରେ କଲା ସଂସ୍କୃତି ଅନୁଷ୍ଠାନ କେମିତି ଉନ୍ନତିମୂଳକ କାର୍ଯ୍ୟ କରି ପାରିବ ତାହାର ଆଲୋଚନା ହୋଇଥିଲା l ପଶ୍ଚିମ ଓଡିଶା ର ସମ୍ବଲପୁରୀ ଭାଷା ସାହିତ୍ୟ,କଲା ସଂସ୍କୃତି ପରମ୍ପରାକୁ କେମିତି ବଞ୍ଚାଇ ରଖିପାରିବା, ଗାଁ ଗୁଡିକରେ ରହୁଥିବା କୁନି କୁନି ହଜିଯାଉଥିବା କଳାକାର ମାନଙ୍କ କଳା କିପରି ଆଗକୁ ବାହାର ହେବ ତାଙ୍କୁ ଗୋଟେ ମଞ୍ଚ ମିଳିବ ଆଗାମୀ ଦିନରେ ସେମାନେ ନିଜର ପରିଚୟ ପାଇବେ ତାହା ମଧ୍ୟ ଆଲୋଚନା କରିଥିଲେ ଶ୍ରୀ ମାନ ଟୋନିସ ରୋହିଦାସ lଦୀର୍ଘ  ତିନି ବର୍ଷ ହେଲା ଏହି  ଅନୁଷ୍ଠାନ ପଶ୍ଚିମାଞ୍ଚଲ ର ସମ୍ବଲପୁରୀ ପାଇଁ କାର୍ଯ୍ୟ କରିଆସୁଅଛି l ଏ ବର୍ଷ ରୁ ପାମରା ଗାଁ ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି l


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like