-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ଜାଲିଆତି କରି ୧୯ ବର୍ଷଧରି କରୁଛନ୍ତି ପେକ୍ସ ସମ୍ପାଦକ - ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

13-Sep-2023



ବଲାଙ୍ଗୀର(ପ୍ରେରଣା ଖବର ବ୍ୟୁରୋ ): ବଲାଙ୍ଗୀର ଜିଲ୍ଲା ବେଳପଡା ବ୍ଲକ ସମବାୟ ସମିତିରେ କାର୍ଯ୍ୟରତ ସମ୍ପାଦକ ସରୋଜ ବନଛୋର ଜାଲିଆତି କରି ଚାକିରି ହାତେଇଥିବା ଅଭିଯୋଗ ହୋଇଛି।ଅଭିଯୋଗନୁସାରେ ସମ୍ପାଦକ ଶ୍ରୀ ବନଛୋର ଗତ ୨୦୦୪ ମସିହାରେ ଭଇଁସା ହାଇସ୍କୁଲ ରେ ମ୍ୟାଟ୍ରିକ ପଢୁଥିଲେ କିନ୍ତୁ ହଠାତ ୨୦୦୫ ରେ ବେଲପଡା ବ୍ଲକ ସମବାୟ ସମିତିରେ ଜାଲିଆତି କରି ସମ୍ପାଦକ ପଦବୀ ହାତେଇଥିଲେ ସେ ସମୟରେ ତାଙ୍କୁ ଚାକିରୀ ପାଇବା ପାଇଁ ପ୍ରାପ୍ତ ବୟସ ମଧ୍ୟ ହୋଇନଥିଲା,୨୦୦୫ ମସିହାରେ ସରକାରଙ୍କ ନିର୍ଦ୍ଦେଶନାମା ଅନୁସାରେ ୨୧ ବର୍ଷ ବୟସରେ ଚାକିରୀ ମିଳିବାର ନିୟମ ଥିଲା କିନ୍ତୁ ଶ୍ରୀ ବନଛୋରଙ୍କୁ କିଭଳି ବେଆଇନ ଭାବେ ନିଯୁକ୍ତି ଦିଆଯାଇଛି ତାହା ଏବେ ତଦନ୍ତ ସାପେକ୍ଷ।ଅନ୍ୟପଟେ ବନଛୋର ଯୁକ୍ତ ୨ ଓ ଯୁକ୍ତ ୩ ଭଇଁସା କଲେଜରେ ଶିକ୍ଷାଦାନ କରିଛନ୍ତି ଠିକ ସମାନ ସମୟରେ କିଭଳି ଚାକିରୀ କରି ପାଠପଢ଼ା କରୁଥିଲେ ତାହା ଜାଲିଆତି କରାଯାଇଥିବାର ସ୍ପଷ୍ଟ ପ୍ରମାଣିତ ହେଉଛି। ଏ ଘଟଣାରେ ପାଟଣାଗଡ ଏ ଆରସିଏସ ବେଲପଡ଼ା ସମବାୟ ସମିତି ସଭାପତିଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ମଧ୍ୟ କରିଛନ୍ତି କିନ୍ତୁ ଏ ଘଟଣାରେ ଶ୍ରୀ ବନଛୋରଙ୍କୁ ଘଣ୍ଟ ଘୋଡାଇ ରଖାଯାଇଛି। ଅନ୍ୟପଟେ ଗତ ୨୦୦୪ ମସିହାରୁ ବର୍ତ୍ତମାନ ପର୍ଯ୍ୟନ୍ତ ୧୯ ବର୍ଷ ଧରି ବେଆଇନ ଭାବେ ପ୍ରଶାସନ ଆଖିରେ ଆଙ୍ଗୁଠି ଗେଞ୍ଜୀ ସରକାରଙ୍କ ତହବିଲରୁ ଦରମା ହାତେଇଛନ୍ତି ଏସବୁର ରିକୋଭରି ଓ ତାଙ୍କ ନାମରେ କ୍ରିମିନାଲ ଏକ୍ଟରେ ମାମଲା ରୁଜୁ ପାଇଁ ଅଞ୍ଚଳବାସୀ ଦାବି ଉଠାଇଛନ୍ତି।  ଏ ଘଟଣାରେ ଜିଲ୍ଲାପାଳ ସ୍ଵତନ୍ତ୍ର ଦୃଷ୍ଟି ଦେଇ ଜାଲିଆତି କରି ଚାକିରୀ ହାତେଇଥିବା ସମ୍ପାଦକ ସରୋଜ ବନଛୋରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like