-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଖେଳ

ଜୋନ ସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଉଦଯାପିତ ଉମା ଦଳକୁ ହରାଇ ଆମ୍ବଗାଁ ଚମ୍ପିଆନ

14-Dec-2020



କଣ୍ଟାମାଳ, (ଅକ୍ରୁର ସାହୁ)କଣ୍ଟାମାଳ ବ୍ଳକ ବନ୍ଧଗୋରା ଧବଳେଶ୍ଵର ଖେଳ ପଡିଆଠାରେ ଖୁଣ୍ଟିଗୋରା ପଞ୍ଚାୟତ ଯୁବକ ସଂଘ ଦ୍ଵାରା ଆୟୋଜିତ ହୋଇଥିଲା ,ଘଣ୍ଟାପଡା ନ 1ଜୋନ ସ୍ତରୀୟ କ୍ରିକେଟ ପ୍ରତିଯୋଗିତା ରବିବାର ଉଦଯାପିତ ହୋଇଯାଇଛି !  8ଟି ପଞ୍ଚାୟତ 
ସ୍ତରୀୟ ଦଳକୁ ନେଇ ଅନୁଷ୍ଠିତ ହୋଇଥିବା ଖେଳ ପ୍ରତିଯୋଗିତା କୁ ସ୍ଥାନୀୟ ସରପଞ୍ଚ ପ୍ରହଲ୍ଲାଦ ସେଠୀ ଉଦଘାଟନ କରିଥିଲେ ! ଅନ୍ତିମ ସମ୍ଯାଚ ଆମ୍ବଗାଁ ଏବଂ ଉମା ପଞ୍ଚାୟତ ମଧ୍ଯରେ ଅନୁଷ୍ଠିତ  
ହୋଇଥିଲା ! 10 ଓଭର ଵିଶିଷ୍ଠ ଫାଇନାଲ ଖେଳରେ ଆମ୍ଵଗା ଦଳ ଟସ୍ ଜିଣି ପ୍ରଥମେ ବ୍ୟାଟିଂ ଆରମ୍ଭ କରି 10 ୱିକେଟ ରେ 106 ରନ ସଂଗ୍ରହ କରଥିଲେ ! ଜବାବ୍ ରେ ଉମା ଦଳ 3 ୱିକେଟ ହରାଇ 94 ରନ ସଂଗ୍ରହ କରି ପରାଜୟ ବରଣ କରିଥିଲେ ! ସଞ୍ଜିବ ବେହେରା ଓ ସରୋଜ ସାହୁ ଖେଳ ପରିଚାଳନା କରିଥିଲେ  ! କୁଳମଣି ଦାସ ଓ ଲମ୍ବୋଦର ବେହେରା ସ୍କୋରର ଏବଂ ସୁଶାନ୍ତ ବାରିକ ଖେଳର ଧାରାଵିଵରଣି ପ୍ରଦାନ କରିଥିଲେ !
ପୁରସ୍କାର ବିତରଣ ସଭାରେ ବିଜେପ ଜୁବ ମୁର୍ଚ୍ଚା ରାଜ୍ଯ ସମ୍ପାଦକ ଓମ ପ୍ରକାଶ ମିଶ୍ର ମୁଖ୍ୟ ଅତିଥି,ସାମ୍ଵାଦିକ ବଂଶିଧର  ମାଝି, ପ୍ରଭାତ କୁମାର ସାହୁ ଏବଂ ଖଡଙ୍ଗ ମହୋତ୍ସବ କମିଟିର ମୁଖ୍ୟ ଧୀରୋଜ ଭୋଇ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ  ! ଖେଳାଳି ଦେବେନ୍ଦ୍ର ଭୋଇ ଙ୍କୁ ମ୍ୟାନ୍ଅପ୍ ଦି ମ୍ୟାଚ୍ ଏବଂ ଉପବିଜେତା ଦଳକୁ ଟାଇଟଲ ବିଜେତା ଭାବେ, ଅତଥି ମାନଙ୍କ ଦ୍ଵାରା ଟ୍ରଫି ଏବଂ ଅର୍ଥରାଶି ପୁରସ୍କୃତ କରାଯାଇଥିଲା ମ୍ଯାନେଜର  ଶଙ୍କର୍ଷଣ ସାହୁ ,ପ୍ରଦିପ ସାହୁ ସରୋଜ ଭୋଇ ସୋନୁ ପୂଜାରୀ ଏବଂ ପଞ୍ଚାୟତର ଯୁବଗୋଷ୍ଠୀ ଖେଳ ପରିଚାଳନାରେ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like