-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ଜିଲ୍ଲା

ମହାନଗର ନିଗମ ଅଞ୍ଚଳ ର ପାଞ୍ଚ ଟି ୱାର୍ଡ ର ହିତାଧିକାରୀ ଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ର କାର୍ଯ୍ୟାଦେଶ ବଣ୍ଟନ*

14-Sep-2023




      ସମ୍ବଲପୁର -(ସଂଜୀବକୁମାରପାଣିଗ୍ରାହୀ)  - ବିଗତ ୯ ବର୍ଷ ର କାର୍ଯ୍ୟକାଳ ମଧ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଜୀ ଶତାଧିକ ଜନକଲ୍ୟାଣକାରୀ ଯୋଜନାମାନ ହାତକୁ ନେଇଛନ୍ତି । ସେଥି ମଧ୍ୟରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏକ ମହତ୍ୱପୂର୍ଣ୍ଣ ଗରିବ ଉତ୍ଥାନକାରୀ ଯୋଜନା । ଦେଶର ପ୍ରତ୍ୟେକ ଗରିବ ପରିବାର କୁ ପକ୍କା ଘର ଖଣ୍ଡିଏ ଯୋଗେଇ ଦେବା ପାଇଁ ୨୦୧୫ ସ୍ଵାଧୀନତା ଦିବସ ଅବସରରେ ଲାଲକିଲ୍ଲା ରୁ ଘୋଷଣା କରିଥିଲେ ଏହି ଯୋଜନା । ୩୧ ମାର୍ଚ୍ଚ ୨୦୨୨ ଶୁଦ୍ଧ ୨ କୋଟି ପ୍ରଧାନମନ୍ତ୍ରୀ ଆବାସ ଯୋଗେଇ ଦେବା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା । ବିଶ୍ଵ ମହାମାରୀ କରୋନା ଓ କେତେକ ରାଜ୍ଯ ସରକାର ଙ୍କ ଅପାରଗତା ଯୋଗୁଁ ଏହି ଧାର୍ଯ୍ୟ ଲକ୍ଷ ସମୟ ସୀମା ଭିତରେ ପୂର୍ଣ୍ଣାଙ୍ଗ ହୋଇ ପାରିନାହିଁ । ବର୍ତ୍ତମାନ ମଧ୍ଯ ଅନେକ ସ୍ଥାନରେ ଏହି ଯୋଜନା କୁ ସଫଳ କରେଇବା ପାଇଁ କାର୍ଯ୍ୟକ୍ରମ ମାନ ଚାଳିଛି ।
      ଏହି ମର୍ମରେ ଆଜି ସ୍ଥାନୀୟ ସମ୍ବଲପୁର ମହାନଗର ନିଗମ ର ପୁରୁଣା କାର୍ଯ୍ୟାଳୟ  ଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରେଙ୍ଗାଲି ବିଧାୟକ ଶ୍ରୀଯୁକ୍ତ ନାଉରୀ ନାୟକ ହିତାଧିକାରୀ ମାନଙ୍କୁ କାର୍ଯ୍ୟାଦେଶ ପତ୍ର ପ୍ରଦାନ କରିଥିଲେ । ସମ୍ବଲପୁର ମହାନଗର ନିଗମ ଅଞ୍ଚଳ ର ପାଞ୍ଚଗୋଟି ୱାର୍ଡ ର ୩୧୦ ଜଣ ହିତାଧିକାରୀ ଙ୍କୁ ଆଜି କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା ।
     *କାର୍ଯ୍ୟାଦେଶ ପାଇବାର ଚାରି ମାସ ମଧ୍ୟରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ କୋଡ଼ିଏ ହଜାର ଓ ଛ ମାସ ମଧ୍ୟରେ ଗୃହ ନିର୍ମାଣ ସପୂର୍ଣ୍ଣ କଲେ ଦଶ ହଜାର ଟଙ୍କା ବୋନସ ର ବ୍ୟବସ୍ଥା ରହିଛି । ଏଣୁ ଶିଘ୍ରାଦି ଶିଘ୍ର ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ବୋନସ ର ଲାଭ ଉଠାନ୍ତୁ* ବୋଲି କାର୍ଯ୍ୟାଦେଶ ବଣ୍ଟନ ଅବସର ରେ ବିଧାୟକ ଶ୍ରୀଯୁକ୍ତ ନାଉରୀ ନାୟକ ହିତାଧିକାରୀ ଙ୍କୁ ଅନୁରୋଧ କରିଥିଲେ ।
    ଆଜିର ଏହି ବିଶେଷ କାର୍ଯ୍ୟକ୍ରମ ରେ ମହାନଗର ନିଗମ ଅଧିକାରୀ ଙ୍କ ସମେତ ବିଜେପି ର ମାନସ ରଞ୍ଜନ ବକ୍ସି, କିଶୋର ମହାକୁଡ, ଭବାନୀ ସୋହେଲା, ଅନ୍ନପୂର୍ଣ୍ଣା ବାରିକ୍, ସୁଜାତା ଗୁରୁ, ପ୍ରଭାସିନୀ ଦାଶ ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like