-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||     

HOME   ଜିଲ୍ଲା

ଉଚ୍ଚାଭିଳାଶୀ ବ୍ୟକ୍ତି ଜୀବନରେ ଅଧିକ ସଫଳତା ପାଇଥାନ୍ତି -ବୀରମହାରାଜପୁର କଲେଜରେ ପ୍ରବେଶ ଓ ସ୍ୱାଗତ ଉତ୍ସବ

14-Sep-2023



ବୀରମହାରାଜପୁର,  (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ରେ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ଙ୍କ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।  ଶିକ୍ଷନୁଷ୍ଠାନ ହେଉଛି ଏକ ମଣିଷ ତିଆରି କାରଖାନା ସଦୃଶ I ଆଜିର ଛାତ୍ର ଅଗାମୀ କାଲିର ନାଗରିକ I ଭବିଷ୍ୟତ ଗଢିବା ପାଇଁ ପ୍ରତ୍ୟକ ଛାତ୍ର ସ୍ବପ୍ନ ଦେଖିବା ଉଚିତ I ଉଚ୍ଚଅଭିଳାଶୀ ବ୍ୟକ୍ତି ଜୀବନରେ ଅଧିକ ସଫଳ ହୋଇଥାନ୍ତି ବୋଲି ବୀରମହରାଜପୁର ମହାବିଦ୍ୟାଳୟ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଅନୁଷ୍ଠିତ ପ୍ରବେଶ ଉତ୍ସବରେ ନିମନ୍ତ୍ରିତ ଅତିଥିମାନେ ମତବ୍ୟକ୍ତ କରିଛନ୍ତି  । କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼ ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବରିଷ୍ଠ ଆଇନଜୀବି ତଥା ପରିଚାଳନା ସମିତି ସଭାପତି ସ୍ୱୟମ୍ଭୁ ନାଥ ଖଣ୍ଡଗିରି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ କୁଞ୍ଜବନ ମେହେର ଓ ଇଂରାଜୀ ବିଭାଗର ଅଧ୍ୟାପକ ବିଜୟ କୁମାର ପୁରୋହିତ ଯୋଗଦେଇ ମନ୍ତବ୍ୟ ରଖିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷା ବିଭାଗର ମୁଖ୍ୟ ବିଜୟ କୁମାର ପଧାନ ଓ ରାଜନୀତି ବିଜ୍ଞାନ ଅଧ୍ୟାପକ ନରେନ୍ଦ୍ର ଝା ଛାତ୍ରଛାତ୍ରୀ ମାନଙ୍କୁ ନିଜ ନିଜ ଲକ୍ଷ୍ୟରେ ସଫଳ ହେବାପାଇଁ ପରାମର୍ଶ ଦେଇଥିଲେ I ଡ଼. ବନ୍ଦିତା ବିଶ୍ୱାଳ ସଭା ପରିଚାଳନା ଓ ସଂଯୋଜନା କରିଥିବାବେଳେ ଅଧ୍ୟାପିକା ହରପ୍ରିୟା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ I ସଭାର ପ୍ରାରମ୍ଭରେ ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିଲା I
ଏହି ଉତ୍ସବରେ ଯୁକ୍ତ ଦୁଇ ଦ୍ଵିତୀୟ ବର୍ଷର ଛାତ୍ର ବିମଳ କୁମାର କୁମ୍ଭାର ଓ ଉତ୍ତମ କୁମାର ସାହୁ ନବଗତ ମାନଙ୍କୁ ସ୍ୱାଗତ କରିଥିବା ବେଳେ ପ୍ରଥମ ବର୍ଷର ଛାତ୍ରୀ ବିଶ୍ଵରୂପା ସାହୁ ଓ ସଞ୍ଜନା ମହାକୁର ନିଜ ନିଜ ଅନୁଭୂତି ବଖାଣିବା ସହିତ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ କୃତଜ୍ଞତା ଜ୍ଞାପନ କରିଥିଲେ I ଏହି ଅବସରରେ କଲେଜର  ବାର୍ଷିକ କ୍ୟାଲେଣ୍ଡର ଉନ୍ମୋଚିତ  ହୋଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026

You Might Also Like