-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ଜିଲ୍ଲା

ବରଗଡ ଲ’ ସ୍କୁଲରେ ସାଇବର୍ ସିକ୍ୟୁରିଟି ସଚେତନ କାର୍ଯ୍ୟକ୍ରମ

14-Sep-2023



ବରଗଡ, - ବିକାଶ ଲ’ ସ୍କୁଲରେ ଡି.ଏଲ୍‌.ଏସ୍‌.ଏ ଓ ବିକାଶ ଲ ସ୍କୁଲର ମିଳିତ ଆନୁକୂଲ୍ୟରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିକାଶ ଲ’ ସ୍କୁଲର ଅଧ୍ୟକ୍ଷ ବିକ୍ରମ କୁମାର ଦାସ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସଂଯୋଜକ ଅଧ୍ୟାପକ ଶିବାନନ୍ଦ ସାହୁ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଲ ସ୍କୁଲର ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ । ଏହି ଅବସରରେ ଡ. ଦାସ୍ ଆଲୋଚ୍ୟ ବିଷୟ “ ଝବଲରଗ୍ଧଚ୍ଚ କ୍ଟଦ୍ଭ ଝକ୍ଟମସବକ୍ଷ ଗରୟସବ ଚକ୍ଷବଗ୍ଧଲକ୍ଟକ୍ସଜ୍ଞ ବଦ୍ଭୟ ଉଚ୍ଚଭରକ୍ସ କ୍ଷବଙ୍ଗ” ଉପରେ ଲୋକପାତ କରିଥିଲେ । ଲ’ ସ୍କୁଲର ଛାତ୍ରଛାତ୍ରୀ ସତ୍ୟମ କୁମାର ସାହୁ, ଲୁସିକା ପରଡିଆ, ଏକତା ରଥ, ଲଲାଟେନ୍ଦୁ ବେହେରା, ଆକାଶ ପଟ୍ଟନାୟକ ମଧ୍ୟ ଉପରୋକ୍ତ ବିଷୟବସ୍ତୁ ଉପରେ ନିଜର ବକ୍ତବ୍ୟ ରଖିଥିଲେ । କାର୍ଯ୍ୟକ୍ରମରେ ମଖ୍ୟ ଅତିଥି ଭାବରେ ଡି.ଏଲ୍‌.ଏସ୍‌.ଏ ର ସେକ୍ରେଟାରୀ ଶ୍ରୀ ବିଭୁ କଲ୍ୟାଣ ପାଢୀ ଯୋଗଦେଇ ସାଇବର କ୍ରାଇମ୍‌ରେ ଇଂଟରନେଟ୍‌ର ଭୂମିକା ଓ ତାର ସୁରକ୍ଷା ଉପରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଅଭିନନ୍ଦନ ଖୁଂଟିଆ ସାଇବର କ୍ରାଇମ୍‌ରେ ସୋସିଆଲ ମିଡିଆର ଭୂମିକା ଓ ତାର ସୁରକ୍ଷା ନିମନ୍ତେ ଥିବା ଆଇନ ଉପରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ବରଗଡ କୋର୍ଟର ଓକିଲ କିରଣ କୁମାର ମିଶ୍ର, ବରଗଡର ଡି.ଏସ୍‌.ପି ନିବେଦିତା ସୋରେନ୍‌, ଅଧ୍ୟାପିକା ରୋଜି ମେହେର, ସୁଶୋଭିତା ଦାସ୍‌, ସ୍ୱାଗତିକା ସାହୁ, ସାଗରିକା ବିଶ୍ୱାଳ ଉପସ୍ଥିତ ଥିଲେ । ଶେଷରେ ଅଧ୍ୟାପକ ଜୈମିନି କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ବିକାଶ ଗ୍ରୁପର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି. ନାଗେଶ୍ୱର ରାଓ ବିଶେଷ ଅଭିବ୍ୟକ୍ତି ପ୍ରକାଶ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like