-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଦୁର୍ଦ୍ଦଶା ବଢ଼ାଉଛି ସମଗ୍ର ଗ୍ରୀଡ଼କୋ କଲୋନୀର ଉପରି ମୁଣ୍ଡ ର ପାଣି 

14-Sep-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ): ମିନିମଲ ସାମ୍ନାରେ ଥିବା ନୁଆଁ ବସ୍ତିକୁ ଆସି  ସମଗ୍ର ଗ୍ରୀଡ଼କୋ କଲୋନୀର ଉପରି ମୁଣ୍ଡ ର ପାଣି  ଜମି ରହୁଥିବାରୁ  ଦୀର୍ଘ ୭ ରୁ ୮ ମାସ ଧରି ଏଇ କେତୋଟି ପରିବାର ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି l ପୌର ପରିଷଦକୁ ଏ ଲୋକେ ବାରମ୍ବାର ଲିଖିତ ଅଭିଯୋଗ କରିବା ସତ୍ୱେ ମଧ୍ୟ ବିଭାଗ ଆଦୌ କର୍ଣ୍ଣପାତ କରୁ ନଥିବା ଜଣା ପଡିଛି l କେବଳ ଗ୍ରୀଡ଼କୋ ଅଞ୍ଚଳ ନୁହେଁ, ସହରର ବଡ଼ ବଜାର, ଗୋକୋନେଶ୍ୱର ପଡା, ରାମଜୀ ନଗର, ପ୍ରେସ କଲୋନୀ, ରାମକୃଷ୍ଣ ନଗର, ଆମ୍ବେଦକର ଛକରୁ ବ୍ଲକ ଛକ ରାସ୍ତା  ସମେତ ଅନେକ ଅଞ୍ଚଳରେ ଡ୍ରେନାଇଜ ସିଷ୍ଟମ ଫେଲ ମାରିଛି l ରାସ୍ତାରେ ପାଣି ଜମି ଘରେ ଘରେ ଡ୍ରେନ ପାଣି ପଶୁଛି ଏ ପରିକି  ବସଷ୍ଟାଣ୍ଡ ରେ ଥିବା ପଞ୍ଚରଥ ମନ୍ଦିରରେ ମଧ୍ୟ ବର୍ଷା ଅଧିକ ହେଲେ  ଡ୍ରେନ ପାଣି ଭର୍ତି ହେଇ ଯାଉଛି l  ଦୋକାନ ଗୃହ ହେଉ କିମ୍ବା ବାସ ଗୃହ ଏ ସବୁ ଘର ନିର୍ମାଣ ପୂର୍ବରୁ ପୌର ପରିଷଦର ପ୍ଳାନିଙ୍ଗ ଭିତରେ ପ୍ଲାନ ସବୁ ଜାଣି ଶୁଣି ଦିଗହରା କରା ଯାଇଛି l କେବଳ ହୋଲଡିଂ ଟ୍ୟାକ୍ସ ଲୋକଙ୍କ ଠାରୁ ସଂଗ୍ରହ କରିଦେଲେ ପୌର ପରିଷଦର ଦାୟିତ୍ୱ ଶେଷ  ମନେ ହେଉଛି l କିନ୍ତୁ ବିଗତ ବର୍ଷ ମାନଙ୍କର ପୌର ପରିଷଦର ଢିଲାପଣ ପାଇଁ ଆଜି ଅନେକ ବସ୍ତି ଲୋକେ ଡ୍ରେନ ପାଣି ପାଇଁ ଖୁବ ହଇରାଣ l ସେପଟେ ରାଜ୍ୟ ସରକାର ମ୍ୟାଲେରିଆ ଓ ଡେଙ୍ଗୁ  ରୋଗ ନିୟନ୍ତ୍ରଣ ପାଇଁ 

ସଚେତନତା ମାଧ୍ୟମ ରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏ ପଟେ କିନ୍ତୁ ଭୁଲ ଡ୍ରେନାଇଜ  ସିଷ୍ଟମ ରେ ସୁଧାର କରି ନ ପାରି ଏବେ ମ୍ୟାଲେରିଆ, ଡାଏରୀଆ, ଡେଙ୍ଗୁ ରୋଗ କୁ ପୌର ପରିଷଦ ଆମନ୍ତ୍ରଣ କରୁଥିବା  ବିଷୟ ବୁଦ୍ଧିଜୀବୀ ଙ୍କୁ ଆଶ୍ଚର୍ଯ୍ୟ କରିଛି l ଏବଂ ପୌର ପ୍ରଶାସନ ଓ କାଉନସିଲ ମଧ୍ୟରେ ସମନ୍ୱୟ ର ଅଭାବ ନାହିଁ ତ ବୋଲି ଏମାନେ ପ୍ରଶ୍ନ କରିଛନ୍ତି l  ଏଣୁ ଖୁବ ଶୀଘ୍ର ଏ ସବୁ ସମସ୍ୟାର ସମାଧାନ ଦିଗରେ ଜିଲ୍ଲାପାଳ ଦୃଷ୍ଟି ଦେବାକୁ ସହରବାସୀ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like