-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ମାନବିକତା ଦେଖାଇଲେ ବିଏସକେୱାଇ ଜିଲ୍ଲା ସଂଯୋଜିକା ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ଡାକ୍ତରଖାନା ପହଞ୍ଚାଇଲେ

16-Sep-2023



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ରାସ୍ତାରେ ପଡି ଛଟପଟ ହେଉଥିବା ଜଣେ ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ଡାକ୍ତରଖାନାରେ ପହଞ୍ଚାଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସୁବର୍ଣ୍ଣପୁର ଜିଲ୍ଲା ସଂଯୋଜିକା ପ୍ରଜ୍ଞାପରିମିତା ଦାଶ ଉଦାହରଣ ସୃଷ୍ଟି କରିଛନ୍ତି । ଦୁର୍ଘଟଣାର ଶିକାର ହୋଇ ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣେ ସଂପର୍କୀୟଙ୍କୁ ଦେଖାକରି  ଶୀଘ୍ର ଅଫିସ୍  କାର୍ଯ୍ୟରେ ଯୋଗ ଦେବା ପାଇଁ ତର ତର ହୋଇ ନିଜ ସ୍କୁଟିରେ ସେ ଘରୁ ବାହାରି ଥିଲେ । ତେବେ ବ୍ଲକ ଛକ ନିକଟରେ ପହଞ୍ଚିବା ପରେ ଜଣେ ମହିଳା ତଳେ ପଡି ଯାଇଥିବା ଦେଖିଲେ । ସେଠାରେ ଜିଲ୍ଲା ସଂଯୋଜିକା ଅଟକି କାରଣ ପଚାରିବାରୁ ମହିଳା ଜଣଙ୍କ ଦୁର୍ଘଟଣାର ଶିକାର ହୋଇ ଯନ୍ତ୍ରଣାରେ ଛଟପଟ ହେଉଥିବା ଜାଣିଲେ । ତୁରନ୍ତ ଉକ୍ତ ମହିଳାଙ୍କୁ ନିଜ ସ୍କୁଟିରେ ଡାକ୍ତରଖାନା ପହଞ୍ଚାଇ ଚିକିତ୍ସା କରାଇଥିଲେ । ଅନ୍ୟ ଜଣେ ଯୁବକଙ୍କ ସହାୟତାରେ ଉକ୍ତ ମହିଳାଙ୍କ ସ୍କୁଟିରେ ଦୁର୍ଘଟଣାର ଶିକାର ହୋଇଥିବା ମହିଳାଙ୍କ ଭାଣିଜି ଏବଂ ପୁଅକୁ ମଧ୍ୟ ଡାକ୍ତରଖାନା ପଠାଇ ଥିଲେ ।   ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଜିଲ୍ଲା ସଂଯୋଜିକାଙ୍କ ଏଭଳି ମହତ କାମକୁ ସମସ୍ତେ ପ୍ରଶଂସା କରିଛନ୍ତି । ଶାନ୍ତିଲତା ହରିପାଳ ଖମ୍ବେଶ୍ବରୀପାଲିରୁ ନିଜ ଭାଣେଜି ଓ ପୁଅ ସହ ସୋନପୁରକୁ ନୂଆଁଖାଇ ହାଟ କରିବାକୁ ଆସିଥିଲେ । ବ୍ଲକ ଛକ ନିକଟରେ ତାଙ୍କ ସ୍କୁଟିକୁ ଏକ ଟ୍ରାକ୍ଟର ଧକ୍କା ଦେବାରୁ ସେମାନେ ତଳେ ପଡି ଯାଇଥିଲେ ।   
ତେବେ ଦୁର୍ଘଟଣାଗ୍ରସ୍ତଙ୍କୁ ଶୀଘ୍ର ଡାକ୍ତରଖାନା ପହଞ୍ଚାଇଲେ ଜୀବନ ରକ୍ଷା ହୋଇଯାଏ।  ତେଣୁ ସେମାନଙ୍କୁ ଡାକ୍ତରଖାନା ପଠାଇଲି ଏବଂ  ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବାରୁ ଏହା ମୋର ପ୍ରଥମ କର୍ତ୍ତବ୍ୟ ଭାବେ ବୋଲି ପ୍ରଜ୍ଞାପରିମିତା କହିଛନ୍ତି । ତେବେ ସମ୍ବଲପୁରରେ କାର୍ଯ୍ୟ କରୁଥିବା ବେଳେ ପ୍ରଜ୍ଞାପରିମିତା ନିଜର ଶରୀର ଦାନ ପାଇଁ ସମ୍ମତି ଦେଇଥିବା ସହ ଏକାଧିକ ବାର ରକ୍ତ ଦାନ କରିଛନ୍ତି । ଏହା ସହ ବହୁ ସାମାଜିକ  କାମରେ ସେ ନିଜକୁ ଜଡିତ ରଖିଥିଲେ। ସମାଜ ସେବାରେ ନିଜକୁ ସମର୍ପିତ ରଖିଲେ ଖୁବ୍ ଆତ୍ମ ତୃପ୍ତି ମିଳିଥାଏ ବୋଲି ପ୍ରଜ୍ଞାପରିମିତା କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like