-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ବୌଦ୍ଧଜିଲାରେ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

16-Sep-2023



ବୌଦ୍ଧ, (ନିରଞ୍ଜନ ତ୍ରିପାଠୀ )
ହୀରାକୁଦର ଉପର ମୁଣ୍ଡରେ ଭୀଷଣ ବର୍ଷା ଯୋଗୁଁ  ଜଳସ୍ତର ବୃଦ୍ଧି ପାଇବା ଫଳରେ ୨୨ ଗୋଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ କରାଯାଉଅଛି । ତେଣୁ ମହାନଦୀର ତଳମୁଣ୍ଡରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ଆଶଙ୍କା ନେଇ ରାଜ୍ୟ ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯିବା ପରେ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆୟୋଜିତ ଏହି ବୈଠକରେ ଜିଲାପାଳ ଶ୍ରୀଯୁକ୍ତ ସ୍ୱାଇଁ ଜିଲାରେ ସମସ୍ତ ଅଧିକାରୀମାନଙ୍କୁ ଯେକୌଣସି ଜରୂରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେବା ସହିତ ସ୍ୱୟଂସହାୟକ ଗୋଷ୍ଠୀ,ସ୍ୱେଛାସେବୀ ସଂଗଠନ,ସମସ୍ତ ବର୍ଗର ବ୍ୟକ୍ତିବିଶେଷ ଓ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ସହିତ ଯୋଗାଯୋଗ ରଖି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦେଇଥିଲେ । ଜିଲାରେ ଅଗ୍ନିଶମ ବିଭାଗ,ଓଡ୍ରାଫ ଟିମ୍‌,୫ ମ ଆଇଆରବି ବାଟାଲିୟନ,ଏନସିସି ଛାତ୍ରଛାତ୍ରୀ, ଯୁବ ରେଡକ୍ରସ ଓ ଯୁବ ସ୍ୱେଛାସେବୀମାନଙ୍କୁ ସାମିଲ କରାଇ ବନ୍ୟା ପିଡିତଙ୍କ ନିକଟରେ ତୁରନ୍ତ ସହାୟତା ପହଞ୍ଚାଇବାକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ । ଏଥିସହିତ ଜିଲା ଓ ବ୍ଲକ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯିବା, ବର୍ଷା ଓ ନଦୀର ଜଳସ୍ତର ରେକର୍ଡ କରାଯିବା,ନିରନ୍ତର ବିଦ୍ୟୁତ ସେବା ଯୋଗାଇଦେବା,ପେଟ୍ରୋଲିଂ କରାଯିବା,ଆବଶ୍ୟକସ୍ଥଳେ ତଳି ଅଞ୍ଚଳରେ ରହୁଥିବା ପରିବାରମାନଙ୍କୁ ସୁରକ୍ଷିତ ବନ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବା, ବନ୍ୟା ଆଶ୍ରୟସ୍ଥଳ ଗୁଡିକରେ ଖାଦ୍ୟ,ପାନୀୟଜଳ,ପାଇଖାନା ବ୍ୟବସ୍ଥା କରାଯାଇବା,ଗୃହପାଳିତ ପଶୁମାନଙ୍କ ସୁରକ୍ଷା ଓ ଖାଦ୍ୟ ବ୍ୟବସ୍ଥା,କୂପ ଓ ନଳକୂପମାନଙ୍କରେ ରାସାୟନ ପ୍ରୟୋଗ କରି ବିଶୁଦ୍ଧ ପାନୀୟଜଳ ଯୋଗାଇବା,ସାପ କାମୁଡା ଇଂଜେକସନ ମହଜୁଦ ରଖିବାସହ ସାପ କାମୁଡିଲେ ଗୁଣି ଗାରେଡିର ସାହାଯ୍ୟ ନନେଇ ତୁରନ୍ତ ଚିକିତ୍ସାଳୟରେ ପହଞ୍ଚାଇବା  ଏବଂ ମା ଓ ଶିଶୁମାନଙ୍କୁ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ବୈଠକରେ ଆଲୋଚନା କରାଯାଇଥିଲ । ଦୁର୍ବଳ ନଦୀବନ୍ଧ,କେନାଲ ଓ ନଦୀଜଳ ପ୍ରବେଶ ଆଶଙ୍କା ଥିବା ସ୍ଥାନମାନଙ୍କରେ ବାଲିବସ୍ତା ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ବୈଠକରେ ସମସ୍ତ ତହସିଲଦାର,ଏନଏସି ନିର୍ବାହୀ ଅଧିକାରୀ,ପୁର୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ,ଜଳସଂପଦ ବିଭାଗ ନିର୍ବାହୀ ଯନ୍ତ୍ରୀ,ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମେତ ସମସ୍ତ ବିବାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like