-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଡିଏଫ୍ଓ ନୀତିଶ ଙ୍କ ନିର୍ଦ୍ଦେଶ ରେ ଫୁଳକାନି ଗ୍ରାମ କାଠ ସାମଗ୍ରୀ କାରଖାନା ଉପରେ ଚଢାଉ

16-Sep-2023



ବଲାଙ୍ଗୀର :- ବଲାଙ୍ଗୀର ଡିଏଫ୍ଓ ଙ୍କ ନିର୍ଦ୍ଦେଶ କ୍ରମେ ଏସିଏଫ୍ ଘନଶ୍ୟାମ ମହନ୍ତ,ଜିତେନ୍ଦ୍ର ସାହୁ,ଫରେଷ୍ଟର ବ୍ୟାସଦେବ ସାହୁ, ଚିତ୍ତ ରଂଜନ ଖମାରୀ,ହରିବଂଶ ପଧାନ,ବିଘ୍ନରାଜ ପୋଢ଼,ଫରେଷ୍ଟ ଗାର୍ଡ ଭାରତୀ ଜାନି,ପଦ୍ମା ମୁଣ୍ଡା ଓ ରଜେଶ୍ଵରୀ ନାଗ,ବଲାଙ୍ଗୀର ରେଞ୍ଜ ଷ୍ଟାଫ୍,ଦେଓଗାଁ ରେଞ୍ଜ ଷ୍ଟାଫ୍ ଓ ବଲାଙ୍ଗୀର ଡିଏଫ୍ଓ ଅଫିସ ମୋବାଇଲ ପାର୍ଟି ମିଶି କଣ୍ଟାବାଞ୍ଜି ରେଞ୍ଜ ଅନ୍ତର୍ଗତ ଫୁଲକାନି ଗ୍ରାମର ପୂର୍ଣ୍ଣଚନ୍ଦ୍ର ସମରଥ,ମୁରଲୀ ସମରଥ,ସଭା ପଟେଲ,ରମାକାନ୍ତ ଗହିର

ଏମାନେ ବେଆଇନ ଭାବରେ ଫର୍ଣିଚର୍ ୟୁନିଟ କରିଥିଲେ।ଏହି ସମୟରେ ଉପର ଲିଖିତ ଷ୍ଟାଫ୍ ଡିଏଫ୍ଓ ଙ୍କ ନିର୍ଦ୍ଦେଶ କ୍ରମେ ଚଢ଼ାଉ କରିଥିଲେ।ଚଢାଉ ସମୟରେ ବହୁ ପରିମାଣ ର ଶାଗୁଆନ ପଟା,ଗମ୍ଭାରୀ ପଟା,ଓ ସାଲ ସାଲଜ ପ୍ରାୟ ୧୦୦ ସିଏଫ୍ଟି ଯାହାର ଆନୁମାନିକ ମୂଲ୍ୟ ୩ ଲକ୍ଷ୍ୟ ରୁ ଉର୍ଦ୍ଧ୍ବ ହେବ ।ଏହା ସହ କାଠରେ ବ୍ୟବହୃତ ହେଉଥିବା ଯାନ୍ତ୍ରିକ ଯନ୍ତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଥିଲା।ବୈଦୁତିକ ୨ ଗୋଟି କରତ ମଧ୍ୟ ଜବତ କରିଥିଲେ।ତୁରେକେଲା ନିକଟସ୍ଥ ରାଜୁ ଜଙ୍ଗଲ ରୁ ବେଆଇନ ଭାବେ ଗଛ କଟାଯାଇ ଏହି ଫର୍ଣିଚର ସାମଗ୍ରୀ ତିଆରି କରୁଥିବା ଜଣାପଡିଛି।ଜବତ ପରେ କଣ୍ଟାବାଞ୍ଜି ରେଞ୍ଜର ଷ୍ଟାଫ୍ ଙ୍କୁ ଡକାଯାଇଥିଲା।କଣ୍ଟାବାଞ୍ଜି ରେଞ୍ଜର ସନ୍ଦେହ ଘେରରେ ଥିବାରୁ ତାଙ୍କୁ ନ ଜଣାଇ ଏହି ଚଢ଼ାଉ କାର୍ଯକ୍ରମ କରାଯାଇଥିଲା ବୋଲି ଚର୍ଚ୍ଚା ହୁଏ।କଣ୍ଟାବାଞ୍ଜି ନିକଟରେ ସରକାରୀ କରତ କଳ ଓ କାଠ ଡିପୋ ଥିଲେ ମଧ୍ୟ ଚୋରା ଚାଲାଣ ହେଉଛି କିପରି।କଣ୍ଟାବାଞ୍ଜି ରେଞ୍ଜର ଏବଂ ରେଞ୍ଜ ଷ୍ଟାଫ୍ ଜାଣି ପାରୁ ନାହାଁନ୍ତି କିପରି ଏଥିରୁ ସନ୍ଦେହ ସୃଷ୍ଟି ହେଉଛି।ପରିବେଶ ସନ୍ତୁଳନ ରଖିବା ପାଇଁ ଡିଏଫ୍ଓ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣ ରେ ଦାବି ହୁଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like