-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ "ଆୟୁଷ୍ମାନ ଭଵଃ" ଅଭିଯାନ ର ଶୁଭାରମ୍ଭ

16-Sep-2023



ବଲାଙ୍ଗିର(ପ୍ରେରଣା ଖବର ): ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଶାସ୍ତ୍ରୀ ନଗର ଠାରେ ନେସନାଲ ପିସ ୟୁନିସନ (ଭାରତ) ଦ୍ୱାରା ପରିଚାଳିତ  "ଆୟୁଷ୍ମାନ ଭଵଃ "ସ୍ୱାସ୍ଥ୍ୟ ଜନ ଜାଗରଣ କାର୍ଯ୍ୟକ୍ରମର ଆଜି ଶୁଭାରମ୍ଭ କରାଯାଇଛି l ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହା ଏକ ଅଭିନବ ଅଭିଯାନ ଯାହା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ପ୍ରୟାସ l ଏହା ମାଧ୍ୟମରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନୁଆଁ ସ୍ୱାସ୍ଥ୍ୟ ଯୋଜନା ଗୁଡିକୁ

ମିଶନ ମୋଡ଼ ରେ ପ୍ରାରମ୍ଭ କରାଯିବା ର ବିହିତ ବନ୍ଦୋବସ୍ତ କରାଯିବାର ଲକ୍ଷ ଧାର୍ଯ୍ୟ କରାଯାଇଛି l ମୁଖ୍ୟ ସ୍ୱାସ୍ଥ୍ୟ ଯୋଜନା ମଧ୍ୟରେ "ଆୟୁଷ୍ମାନ ଭାରତ" ସ୍ୱାସ୍ଥ୍ୟ ବୀମା ଭଳି ଅନେକ ଉପଯୋଗୀ କାର୍ଯ୍ୟକ୍ରମକୁ ଆମ ଜନସାଧାରଣଙ୍କ ପାଖରେ ପହଞ୍ଚାଇବାକୁ ଏହା ଲକ୍ଷ ଧାର୍ଯ୍ୟ କରାଯାଇଛି ଓ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ଆୟୁଷ୍ମାନ ଭବ ଅଭିଯାନର ଶୁଭାରମ୍ଭ କରିଛନ୍ତି l ଏହି ଅଭିଯାନର ଲକ୍ଷ୍ୟ ହେଉଛି କୌଣସି ବ୍ୟକ୍ତି ବା ଗ୍ରାମ ପଛରେ ପଡ଼ିବା ଅନୁଚିତ। ତା’ହେଲେ ଯାଇ ଆମ ଦେଶରେ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ସଫଳ ହୋଇପାରିବ। ଯଦି ପ୍ରତ୍ୟେକ ବ୍ୟକ୍ତି ଓ ପରିବାର ସୁସ୍ଥ ରହନ୍ତି, ତେବେ ଯାଇ ଏକ ସୁସ୍ଥ ଭାରତ ଗଠନ ସଂକଳ୍ପ ପୂରଣ ହେବ ଏହାକୁ ନେସନାଲ ପିସ ଊନୀସନ ନିର୍ଦେଶକ ସତ୍ୟରଞ୍ଜନ ମିଶ୍ର ସବୁ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟରତ ଆଶା ଦିଦି ମାନଙ୍କୁ ବୁଝାଇ ଥିଲେ ଓ ଏହି ଲକ୍ଷ୍ୟ ହାସଲ ଦିଗରେ ଏକ ବହୁ ମନ୍ତ୍ରୀମଣ୍ଡଳସ୍ତରୀୟ ପଦ୍ଧତି ଗ୍ରହଣ ମଧ୍ୟ କରାଯାଇ ଥିବା  ଜଣାଇ ଥିଲେ l ଏଭଳି ବିରାଟ ଲକ୍ଷ୍ୟ ହାସଲ ପାଇଁ ସମସ୍ତ ସ୍ୱାସ୍ଥ୍ୟ କର୍ମୀ ଏକତା ର ସହିତ ଲୋକହିତକର ସ୍ୱାସ୍ଥ୍ୟ ପାଇଁ ସହଯୋଗ ଅଛି ବୋଲି ଶ୍ରୀ ରାମାନୁଜ ପଣ୍ଡା, ଜାତୀୟ ସ୍ୱାସ୍ଥ୍ୟ ମିଶନ (ଅତିରିକ୍ତ ମ୍ୟାନେଜର) ଜାଇଥିବା ବେଳେ ସମସ୍ତ ହିତାଧିକାରୀଙ୍କୁ ଆୟୁଷ୍ମାନ କାର୍ଡ ପ୍ରଦାନ, ଗ୍ରାମବାସୀଙ୍କୁ ସ୍ବାସ୍ଥ୍ୟ ସମ୍ପର୍କରେ ଅବଗତ କରିବା ପାଇଁ ଆୟୁଷ୍ମାନ ସଭା, ସ୍ବାସ୍ଥ୍ୟ ରକ୍ଷା ଓ ପୌଷ୍ଟିକତା, ଆୟୁଷ୍ମାନ ମେଳାର ଆୟୋଜନ ଏବଂ ସପ୍ତାହକୁ ଥରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ବିଶେଷଜ୍ଞ ଡାକ୍ତରଙ୍କ ପରିଦର୍ଶନ ଆୟୋଜନ ଭଳି ଆୟୁଷ୍ମାନ ଆପ ଦ୍ବାର ୩.୦ର ପଦକ୍ଷେପ ବେଶ୍ ପ୍ରଶଂସାଯୋଗ୍ୟ ଓ ଯାହାକୁ ଜାରି ରଖିବାକୁ ରବି ରବିରଞ୍ଜନ ପୂଜାରୀ ଜଣାଇ ଥିଲେ l
 ଅନ୍ୟାନ୍ୟ କ୍ଷେତ୍ର ଭଳି ଭାରତ ସ୍ବାସ୍ଥ୍ୟ ଯତ୍ନ କ୍ଷେତ୍ରରେ ମଧ୍ୟ ଡିଜିଟାଲ ପଦ୍ଧତି ଅନ୍ତର୍ଭୁକ୍ତ କରି ଏକ ଦୃଷ୍ଟାନ୍ତ ରଖିବ ଓ ଏହା 
କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଦେଶର ପ୍ରତି ଗ୍ରାମ ଓ ସହରରେ ପର୍ଯ୍ୟାପ୍ତ ସେବା ପହଞ୍ଚାଇବା ନିମନ୍ତେ ‘ଆୟୁଷ୍ମାନ ଭବ’ ଅଭିଯାନ ଭଳି ପଦକ୍ଷେପ ଦେଶବ୍ୟାପୀ ଯୋଜନା କରାଯାଇଛି। ଏହି ଅଭିଯାନ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨, ୨୦୨୩ ‘ସେବା ପକ୍ଷ’ରେ ତ୍ବରାନ୍ବିତ କରାଯିବ।  ଆସନ୍ତା ଦିନରେ ଏହାର ପ୍ରତ୍ୟେକ ଟି କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯିବ ବୋଲି ଜାତୀୟ

ସ୍ୱାସ୍ଥ୍ୟ ମିଶନ ଉପ ସ୍ୱାସ୍ଥ୍ୟ ମ୍ୟାନେଜର  ଅନିଲ ମହାକୁଡ଼ ସମସ୍ତଙ୍କୁ ଜଣାଇଥିଲେ l ଜାତୀୟ ସ୍ୱାସ୍ଥ୍ୟ ମିଶନ ଅନ୍ତର୍ଗତ ଶ୍ରୀ ସନ୍ତୋଷ ମହାନ୍ତି ( ଜାତୀୟ ଲେପ୍ରୋସୀ ସଂଗଠକ ) ଆୟୁଷ୍ମାନଭବ ଅନ୍ତର୍ଗତ ଲେପ୍ରୋସୀ ଅଭିଯାନ ସମ୍ପର୍କରେ ଆଲୋକପାତ କରିଥିଲେ l ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର କୋଷାଧ୍ୟକ୍ଷ ଶ୍ରୀମତୀ ସୂର୍ଯ୍ୟକାନ୍ତି ହୋତା ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like