-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||     

HOME   ଜିଲ୍ଲା

ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ସହଭାଗୀ ରୂପେ ଅଭିଭାବକ କାର୍ଯ୍ୟକ୍ରମ

16-Sep-2023



ବୋଡ଼େନ(ଡୋଲେଶ୍ଵର ବାଗ ): ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧିନସ୍ଥ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କମଲ ସିଂ ମାଝୀ ଙ୍କ ସଭାପତିତ୍ବରେ ସହଭାଗୀ ରୂପେ ଅଭିଭାବକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗଦିଶ ଖମାରୀ ,  ସମ୍ମାନିତ ଅତିଥି ଭାବେ  ଜିତେନ୍ଦ୍ର ହଂସ, ଚଣ୍ଡୀରାମ  ବାଗ, ପ୍ରସନ୍ନ ମାଝୀ , ରୋହିତ ନାଏକ ,ବସନ୍ତ ମାଝୀ, ମୁଖ୍ୟ ବକ୍ତା ଭାବେ ଶ୍ୟାମ କୁମାର ଦଣ୍ଡସେନା ଯୋଗଦେଇଥିଲେ । ପ୍ରଥମେ ଅତିଥି ମାନଙ୍କ ଦ୍ଵାରା ଦେବ ପୂଜନ କାର୍ଯ୍ୟକ୍ରମ ହେଇଥିବା ବେଳେ ଛାତ୍ରଛାତ୍ରୀ ମାନେ ସୁନ୍ଦର ସ୍ଵାଗତ ସଂଗୀତ ଗାନ କରିଥିଲେ । ବିଦ୍ୟାଳୟର ସର୍ବାଙ୍ଗିନ ବିକାଶ ପାଇଁ ଅଭିଭାବକ ଶିକ୍ଷକ ସଂପର୍କ କିପରି ହେବା କଥା ତାହା ଅତିଥି ମାନେ ନିଜର ବକ୍ତବ୍ୟରେ ଉପସ୍ଥାପନା କରିଥିଲେ । ମୁଖ୍ୟ ବକ୍ତା ଶ୍ୟାମ କୁମାର ଦଣ୍ଡସେନା ବିଭାଗର ବିଭିନ୍ନ ଯୋଜନା ଯଥା ଛାତ୍ର ବୃତ୍ତି, ପାଠ୍ୟକ୍ରମ, ବିଭିନ୍ନ ସହାୟତା ଯୋଜନା ସଂପର୍କରେ ଜନସଚେତନ କରାଇଥିଲେ ।ଏହା ସହ ବିଭିନ୍ନ ବିଭାଗ ପଞ୍ଚାୟତରାଜ, ପାନୀୟ ଜଳ, ସ୍ବାସ୍ଥ୍ୟ,ଶିକ୍ଷା, କୃଷି,ଯୋଗାଣ,ମହିଲା ଓ ଶିଶୁ ,ମିଶନ ଶକ୍ତି ବିଭାଗ ଯୋଗ ଦେଇ ସରକାରଙ୍କ ସୁବିଧା ସୁଯୋଗ ସଂପର୍କରେ ଅଭିଭାବକଙ୍କୁ ଜଣାଇଥିଲେ ।ଦ୍ଵିତୀୟ ପର୍ଯ୍ୟାୟର ଅଭିଭାବକ ଓ ଶିକ୍ଷାର୍ଥୀଙ୍କୁ ନେଇ ରଙ୍ଗୋଲି , ଚିତ୍ରକଳା ପ୍ରତିଯୋଗୀତା, ତଥା ଜୀବନ କୌଶଳ ଆଧାରିତ ଗୀତ ଓ ଅଭିନୟ  ଅନୁଷ୍ଠିତ ହୋଇଥିଲା ଶେଷରେ ଅଭିଭାବକ ମାନେ ନିଜସ୍ୱ ମତାମତ ପ୍ରଦାନ କରିଥିଲେ । ବିଦ୍ୟାଳୟର ସେବକ ଡିସମ୍ବର ମେହେର ଏହି କାର୍ଯ୍ୟକ୍ରମ ପରିଚାଳନା କରୁଥିବା ବେଳେ ବରିଷ୍ଠ ଶିକ୍ଷକ ସତ୍ୟବାଦୀ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।ଜୋସ୍ନମୟୀ ଜଗତ , ଶ୍ୟାମସୁନ୍ଦର ସୁନାନୀ, ନରସିଂହ ପ୍ରସାଦ ନାୟକ  ଅନ୍ୟାନ୍ୟ ସହକାରୀ ସେବକ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026

You Might Also Like