-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||     

HOME   ଜିଲ୍ଲା

ପ୍ରଥମ ସେମି ଫାଇନାଲ ରେ ସୋନପୁର ଛକରମାଲ ଓ ଦ୍ଵିତୀୟ ସେମିଫାଇନାଲ ରେ ଉଲୁଣ୍ଡା ବ୍ଲକ ବିଜୟୀ ହୋଇ ଫାଇନାଲ ରେ ପ୍ରବେଶ

16-Sep-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ): - ଜିଲ୍ଲା କ୍ରୀଡା ସଂଘ ଦ୍ୱାରା ସୋନପୁର ରୟାଲ ପଡିଆ ଠାରେ ଆୟୋଜିତ ପ୍ରଥମ  ସେମିଫାଇନାଲ ମ୍ୟାଚ ରେ ବୀରମହାରାଜପୁର ଫୁଲଚରା ଦଳ କୁ ଟ୍ରେବେକର ରେ 3-2  ଗୋଲ ରେ ହରାଇ  ସୋନପୁର ଛକର ମାଲ ଦଳ ବିଜୟୀ ହୋଇ ଫାଇନାଲ କୁ ପ୍ରବେଶ କରିଛି l ସେହିପରି ମୁନିସିପାଲିଟି ଚମ୍ପିଆନ ରାମଧୁନ କ୍ଳବ ଓ ଉଲୁଣ୍ଡା ବ୍ଲକ ଚମ୍ପିୟାନ ଦଳ ମଧ୍ୟରେ ଦ୍ଵିତୀୟ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଉଛି l   ଉଲୁଣ୍ଡା ଦଳ ରାମଧୁନ ଦଳ କୁ ଟ୍ରାଇବେକର  ରେ 3-2   ଗୋଲ ରେ ପରାସ୍ତ କରି   ଉଲୁଣ୍ଡା ଦଳ ଫାଇନାଲ କୁ ପ୍ରବେଶ କରିଛି l  ଆଜି ର ଏଇ ଉଭୟ.ଖେଳ ରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା, ସମ୍ମାନିତ ଅତିଥି ଭାବେ ଏଡିଏମ ସୂର୍ଯ୍ୟ ନାରାୟଣ ଦାଶ, ଏଲ ଆଇ ଡିଭିଜନ ର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ପ୍ରଫୁଲ୍ଲ କୁମାର ବେହେରା, ଆଇ ପି ଇ   ସତ୍ୟ ନାରାୟଣ ତ୍ରିପାଠୀ, ତରଭା କଲେଜ ଅଧ୍ୟକ୍ଷା ମିନତୀ ମିଶ୍ର,  ପ୍ରାକ୍ତନ ପୌର ଅଧ୍ୟକ୍ଷ  କଇରୁ ସ୍ୱାଇଁ, ସ୍ୱଚ୍ଛ ଭାରତ ସଂଗଠନ ସଭାପତି ସାୟଦ ଅଲିମୁଲ ଇସଲାମ, କାଉନସିଲର ପି. ରାଜ କିଶୋର ରାଓ, ସୁଶାନ୍ତ ବାଗ, ସୁଶାନ୍ତ ସାହୁ ଏବଂ ନିମନ୍ତ୍ରିତ ଅତିଥି ଭାବେ ଭେଟେରାନ ଖେଳାଳି  ସୁଶୀଲ ନାଏକ, ତାରିଣୀ ମିଶ୍ର, ଅନନ୍ତ  ପାଣିଗ୍ରାହୀ, ଯୋଗ ଦେଇ ଖେଳାଳି ଓ ଦର୍ଶକ ଙ୍କୁ ଉତ୍ସାହିତ କରି ଉଲୁଣ୍ଡା ଦଳ  ଗୋଲ କିପର ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଭାବେ  ସୁରବ୍ୟ ପଧାନ ଙ୍କୁ  ପୁରସ୍କୃତ କରି ଛନ୍ତି l   ମୁଖ୍ୟ ରେଫରୀ ଭାବେ ସଂଜୀବ ସାହୁ, ଏଆର 1 ରେ ପ୍ରମୋଦ ପଟେଲ, ଏ ଆର 2 ରେ ଅଜିତ ନାଏକ, ଓ  ଫୋର୍ଥ ଅଫିସିଆଲ  ଭାବେ ରାଜେଶ ଥନାପତି ଖେଳ ପରିଚାଳନା

କରିଥିଲେ l  l   କ୍ରୀଡା ସଂଘ ର ପୁରୁଷୋତ୍ତମ ପାଣିଗ୍ରାହୀ, ଭୁଲୁଲୁ ବକ୍ସି, ରାଜୀବ ପଟ୍ଟ ନାଏକ, ହରିହର ପଟ୍ଟ ନାଏକ,  ବିକାଶ ପଣ୍ଡା, ରାଜୀବ ସାହୁ, ସଦାନନ୍ଦ ସାହୁ, ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ  କରିଥିଲେ l ମ୍ୟାଚ କମିଶନର ଭାବେ ସଂଜୀବ ସାହୁ ଦାୟିତ୍ୱ ତୁଲାଇଥିଲେ l  ଜିଲ୍ଲା କ୍ରୀଡା ସଂଘ ସମ୍ପାଦକ ପିୟୁଷ ପଣ୍ଡା ଙ୍କ ତତ୍ୱାବଧାନ ରେ ସମସ୍ତ କାର୍ଯ୍ୟ ପରିଚାଳନା କରାଯାଇଥିବା ବେଳେ  ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ ଓ ଦିଗାମ୍ବର ଶତପଥୀ ଓ ସଞ୍ଜୟ ସାହୁ, ଅତିଥି ପରିଚୟ ଓ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026

You Might Also Like