-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ସାମ୍ବାଦିକ ରାମକୁମାର ଅଗୱାଲଙ୍କ ଜ୍ୟେଷ୍ଠ ପୁତ୍ର ସଙ୍ଗୀତ ଅଗ୍ରୱାଲଙ୍କ ଆଜି କରୋନାରେ ପରଲୋକ 

04-Oct-2020



ବଲାଙ୍ଗୀର,ଠ୪/୧ଠ- ଗତ କିଛି ଦିନ ହେଲା ବଲାଙ୍ଗୀର ସହରରେ କରୋନାଜନିତ ମୃତ୍ୟୁ ସଂଖ୍ୟା ଉଦ୍‌ବେଗଜନକ ଭାବରେ ବୃଦ୍ଧି ପାଇବାରେ ଲାଗିଛି । ସହରର ଅନେକ ଚିହ୍ନାମୁହଁ ଓ ଜଣାଶୁଣା ବ୍ୟକ୍ତିତ୍ୱ ଆମ ଗହଣରୁ ଚାଲିଯାଉଛନ୍ତି । କରୋନା ମହମାରୀ ଅନେକ ଲୋକଙ୍କ ଜୀବନରେ ସୀମାହୀନ ଦୁଃଖ ଓ ଯନ୍ତଣା ଆଣି ଦେଉଛି ।  ଏହି କ୍ରମରେ ଆଜି ବଲାଙ୍ଗୀର ସହରରେ ଜଣେ ଯୁବ ଉଦ୍ୟୋଗପତିଙ୍କ ମୁଣ୍ଡ ନେଇଛି କରୋନା । ବଲାଙ୍ଗୀରର ବରିଷ୍ଠ ସାମ୍ବାଦିକ ରାମକୁମାର ଅଗ୍ରୱାଲଙ୍କ ଜ୍ୟେଷ୍ଠ ପୁତ୍ର ସଙ୍ଗୀତ ଅଗ୍ରୱାଲ(୪୯)ଙ୍କ ଆଜି କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି । କରୋନା ପଜିଟିଭ ଚିହ୍ନଟ ପରେ ସଙ୍ଗୀତ କିଛି  ଦିନ ହେଲା ରାୟପୁରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ସଙ୍ଗୀତ ଫାର୍ମାସୁଟିକାଲ କଂପାନୀ ଓ ଔଷଧ ହୋଲ୍‌ସେଲିଙ୍ଗ କ୍ଷେତ୍ରରେ ବେଶ ସୁନାମ ଅର୍ଜନ କରିବା ସହ ଜଣେ ମେଳାପୀ ଓ କର୍ମନିଷ୍ଠ ଯୁବକ ଭାବରେ ଜଣାଶୁଣା ଥିଲେ । କଳ୍ପନା ଏଜେନ୍ସିର ମାଲିକ ଭାବରେ ଖୁବ ସଫଳତାର ସହ ନିଜର ବ୍ୟବସାୟକୁ ଉତ୍କର୍ଷତାର ଶୀର୍ଷରେ ପହଞ୍ଚାଇପାରିଥିଲେ । 
ସଙ୍ଗୀତଙ୍କ ବାପା ରାମକୁମାର ଅଗ୍ରୱାଲ ବଲାଙ୍ଗୀର ଜିଲ୍ଲାର ଜଣେ ବରିଷ୍ଠ ସାମ୍ବାଦିକ ଭାବରେ ବେଶ ଜଣାଶୁଣା ଥିବା ବେଳେ ବର୍ତ୍ତମାନ ସେ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ଶଯ୍ୟାଶାୟୀ ଅଛନ୍ତି । ତେବେ ସଙ୍ଗୀତଙ୍କ ଅକାଳ ବିୟୋଗରେ ବଲାଙ୍ଗୀର ମାରୱାଡି ସମାଜ, ଔଷଧ ବ୍ୟବସାୟୀ, ସାମ୍ବାଦିକ ସଂଘ ତଥା ବଲାଙ୍ଗୀର ଜନସାଧାରଣ ଗଭୀର ଶୋକବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like