-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

କଳା ଓ କଳାକାର ପକ୍ଷରୁ "ମୋ ସପ୍ନ ମୋ ଆଶା -୨୦୨୧ ଶୀର୍ଷକ ଚିତ୍ରକଳା ୱାର୍କସପ

14-Dec-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ରାଜରାସ୍ତାରେ ଚିତ୍ରକରଙ୍କ ହାତରେ ରଙ୍ଗତୂଳୀ ୨୦୨୧ ବର୍ଷ ପାଇଁ ନୂଆ ସ୍ଵପ୍ନ, ନୂଆ ଆଶା ନେଇ ଚିତ୍ରକରମାନେ କାନଭାସ ରେ ନିଜ ନିଜର ଚିତ୍ର ଆଙ୍କିଥିଲେ। ସେମାନଙ୍କ ଚିତ୍ରକଳାର ଯାଦୁରେ ମନ୍ତ୍ରମୁଗ ହୋଇଥିଲେ ଦର୍ଶକ l ଧନୁପାଲିସ୍ଥିତ କଳା ଓ କଳାକାର ଅନୁଷ୍ଠାନ ପକ୍ଷରୁ ନେଲସନ ମଣ୍ଡେଲା ଛକରେ ଆୟୋଜିତ ଚିତ୍ରକଳା ୱାର୍କସପରେ ରବିବାର ବହୁ ଯୁବ ଚିତ୍ରକର ସାମିଲ୍ ହୋଇଥିଲେ I  ୨୦୨୦ ମସିହାକୁ ସମ୍ପୂର୍ଣ୍ଣ ଭାବେ କରୋନା ଗ୍ରାସ କରିଥିବା ସମୟରେ ୨୦୨୧ ମସିହା ଯେଭଳି ଲୋକଙ୍କ ପାଇଁ କିଛି ନୂଆ ସପ୍ନ  ଓ ସମ୍ଭାବନା ନେଇ ଆସିବ ସେନେଇ ଚିତ୍ରକରମାନେ ତାଙ୍କ ତୁଳୀରେ ଆଶା ଦେଖାଇଥିଲେ। କାର୍ଯ୍ୟକ୍ରମକୁ ବରିଷ୍ଠ ଚିତ୍ରଶିଳ୍ପୀ ବରଦା ମାଧବ ଗୁରୁ ଉଦ୍‌ଘାଟନ କରିଥିଲେ I କର୍ମଶାଳାକୁ ଅନୁଷ୍ଠାନର ବରିଷ୍ଠ ଚିତ୍ରଶିଳ୍ପୀ ସଞ୍ଜୟ ସାହୁ, ସଂଜୟ ମିଶ୍ର, ପବିତ୍ର ବେରିହା, ଜଗନ୍ନାଥ ବେହେରା, ସୁମନ ପାଲ, ସୁଦାମ ପଣ୍ଡା, ଲିଙ୍ଗରାଜ ପଣ୍ଡା, ପ୍ରଶାନ୍ତ ମାଝୀ , ଗୌରୀଦାସ ପଣ୍ଡା, ରାଧାରମଣ ମୁଦୁଲି, ସୂର୍ଯ୍ୟ ପାଣିଗ୍ରାହୀ, କରୁଣାକର ଶତପଥୀ, ବଳରାମ ହୋତା, ଲିଙ୍ଗରାଜ ସିଂ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like