-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||     

HOME   ଜିଲ୍ଲା

ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କୁ ଅଭିନନ୍ଦନ ଜଣାଇଲେ ପଶ୍ଚିମାଞ୍ଚଲ କେନ୍ଦୁପତ୍ର କର୍ମଚାରୀ ସଂଘ

17-Sep-2023



ବଲାଙ୍ଗିର (ପ୍ରେରଣା ଖବର ): ବିଜୁ ଜନତା ଦଳ ର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଶ୍ରମିକ ସାମୁଖ୍ୟ ର କେନ୍ଦ୍ରୀୟ ସଂଯୋଜକ ଭାବରେ ବିଶିଷ୍ଟ ଶ୍ରମିକ ନେତା ତଥା ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କୁ ନିଯୁକ୍ତି କରିଥିବାରୁ ପଶ୍ଚିମାଞ୍ଚଲ କେନ୍ଦୁପତ୍ର କର୍ମଚାରୀ ସଂଘ ତରଫରୁ ଅଭିନନ୍ଦନ ଜଣାଉଛୁ. ଶ୍ରମିକ ନେତା ସାଂସଦ ଶ୍ରୀ ବିଶି ପଶ୍ଚିମାଞ୍ଚଲ ବିଜୁଳି ଶ୍ରମିକ ସଂଘ ର କାର୍ଯ୍ୟକାରୀ ସଭାପତି ଥିବା ବେଳେ ପଶ୍ଚିମ ଓଡିଶା ଶ୍ରମିକ କର୍ମଚାରୀ ଏକତା ମଞ୍ଚ ର କାର୍ଯ୍ୟକାରୀ ସଭାପତି, ୱେସ୍କୋ ଏସଟି ଏସସି କର୍ମଚାରୀ ସଂଘ ର ସଭାପତି, ପଶ୍ଚିମାଞ୍ଚଲ କେନ୍ଦୁପତ୍ର କର୍ମଚାରୀ ସଂଘ ର ସଭାପତି,କୃଷକ ସଂଗଠନ,ବଢ଼େଇ ମିସ୍ତ୍ରୀ ସଂଘ,ଟ୍ରେଡ଼ ୟୁନିଅନ ଏଣ୍ଡ ଆସୋସିଏସନ ର ସାଧାରଣ ସମ୍ପାଦକ ତଥା ବିଭିନ୍ନ ଶ୍ରମିକ କର୍ମଚାରୀ ସଂଗଠନ ମାନଙ୍କ ରେ ନେତୃତ୍ୱ ନେଉଛନ୍ତି l ଏହି ନୁଆଁ ନିଯୁକ୍ତି ଦ୍ୱାରା ସଂଗଠିତ ଶ୍ରମିକ ଶ୍ରେଣୀ, ଅଣ ସଂଗଠିତ ଶ୍ରମିକ ଗୋଷ୍ଠୀ, କର୍ମଚାରୀ, ମଜଦୁର ମାନଙ୍କ କଲ୍ୟାଣ ପାଇଁ ବିଶେଷ ଫଳପ୍ରଦ ହେବ ବୋଳି ଶ୍ରମିକ ସଂଗଠନ ଗୁଡିକ ଆଶା ପ୍ରକାଶ କରିଛନ୍ତି l ଶ୍ରମିକ ମାନଙ୍କ ମଙ୍ଗଳ ପାଇଁ ସଂଗ୍ରାମ କରି ଆସୁଥିବା ଶ୍ରମିକ ନେତା ନିରଞ୍ଜନ ବିଶି ଙ୍କୁ ରାଜ୍ୟରେ ଶ୍ରମିକ କର୍ମଚାରୀ ମାନଙ୍କ ବିକାଶ ପାଇଁ କେନ୍ଦ୍ରୀୟ ସଂଯୋଜକ କରିଥିବାରୁ ଶ୍ରମିକନେତା ଚନ୍ଦ୍ରମଣି ଶବର, ବିଷ୍ଣୁ ପ୍ରସାଦ କେଡ଼ିଆ,ପୂର୍ଣଚନ୍ଦ୍ର ବେହେରା, ବିଭୁତି ଶଙ୍କର ବିନ୍ଧାଣି, ଭକ୍ତରାମ ଧରୁଆ,ଚିରାଗ ସିଂଦେଓ, ଭି.ପ୍ରସାଦ ରାଓ ପ୍ରମୁଖ ଅଭିନନ୍ଦନ ଜଣାଇଛନ୍ତି ,l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026

You Might Also Like