-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||     

HOME   ଜିଲ୍ଲା

ଚୁଡାପାଲି ଶିଶୁମନ୍ଦିର ରେ ମାତୃ କର୍ମଶାଳା

17-Sep-2023



ଚୁଡାପାଲି, (ପ୍ରେରଣା ଖବର )
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଚୁଡାପାଲି ଶିଶୁବାଟୀକା ବିଭାଗର ମାତୃ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।କର୍ମଶାଳାର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ରୁପେ ସରକାରୀ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ପ୍ରଧ୍ୟାପିକା ସୁଶ୍ରୀ ସାଗରିକା ମିଶ୍ର ଦ୍ୱୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ଶମ୍ଭୁ ପ୍ରସଦ ମହାକୁର ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ଶିଶୁବାଟୀକା  ପ୍ରମୁଖ ସୁଶ୍ରୀ ରୀନାରାଣୀ ଜେନା କର୍ମଶାଳାର ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ ପରିଚାଳନା ସମିତିର ସମ୍ପାଦକ ଶ୍ରୀ ସୁର୍ଯ୍ୟମଣି ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ଶିଶୁବାଟୀକା ର ଗୁରୁମା ମାନେ ବିଭିନ୍ନ ଶୈକ୍ଷିକ କାଳାଶ କରିଥିଲେ ।ପରିଚାଳନା ସମିତିର ସମସ୍ତ ସଭ୍ୟ ସଭ୍ୟା ଙ୍କ ସହଯୋଗ ଓ ଗୁରୁଜୀ ଗୁରୁମା ମାନଙ୍କ ର ସହଯୋଗ ରେ କାର୍ଯ୍ୟକ୍ରମଟି ସମାପିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026

You Might Also Like