-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||     

HOME   ଜିଲ୍ଲା

ଓବିସି ମଂଚ ଦ୍ୱାରା ପେରିୟାର ଜୟନ୍ତୀ ପାଳିତ

17-Sep-2023



ବଲାଙ୍ଗିର,  - ଆଜି ‘ନବସେତ’ୁ ମାସିକ ପତ୍ରିକା ଆନୁକୂଲ୍ୟରେ ମହାନ କ୍ରାନ୍ତିକାରୀ ନେତା, ପଛୁଆ ବର୍ଗର ତ୍ରାଣକର୍ତ୍ତା ପେରିୟାର ଇ. ଭି. ରାମସ୍ୱାମୀ ନାୟକରଙ୍କ ୧୪୫ ତମ ଜନ୍ମ ଦିନ ରାଜେନ୍ଦ୍ରପଡା, ବଲାଙ୍ଗିର ସ୍ଥିତ ଜିଲ୍ଲା ଓବିସି ମଂଚ ବଲାଙ୍ଗିରର ସଭାଗୃହରେ ପାଳିତ ହୋଇ ଯାଇଛି । ଏହି ଅବସରରେ ରାଜ୍ୟ ଓବିସି ମଂଚର ସଭାପତି ଶଙ୍କର କୁମାର ପାତ୍ର ମୁଖ୍ୟ ଅତିଥି ଭାବେ, ଜିଲ୍ଲା କୁଲତା ସମାଜର ସଭାପତି ବେଲାର ସିଂ ଭୋଇ ଅତିଥି ଭାବେ ତଥା ପତ୍ରିକାର ସମ୍ପାଦକ ଶ୍ରୀ ପୂର୍ଣ ଚନ୍ଦ୍ର ବିଶ୍ୱାଳ ସଭାଧ୍ୟକ୍ଷ ଭାବେ ମଂଚାସୀନ ହୋଇ ପେରିୟାରଙ୍କ ଜୀବନୀ, ତାଙ୍କର ଜୀବନ ଦର୍ଶନ, ତାମିଲନାଡୁ ରାଜ୍ୟରେ ଜଷ୍ଟିସ ପାର୍ଟିର ଓଦୟ ସହିତ ତାଙ୍କର “ସେଲଫ ରେସ୍ପେକ୍ଟ ମୁଭମେଂଟ”ତଥା ଦକ୍ଷିଣ ଭାରତରେ କଂଗ୍ରେସ ପାର୍ଟିର ପ୍ରଚାର ପ୍ରସାର କାର୍ଯ୍ୟରେ ତାଙ୍କର ଭୂମିକା ଉପରେ ଆଲୋଚନା କରିଥିଲେ । ଦକ୍ଷିଣ ଭାରତରେ ଅଣବ୍ରାହ୍ମଣ ବର୍ଗକୁ ଶିକ୍ଷା, ଚାକିରୀ ଓ ରାଜନୀତିରେ ସମାନୁପାତିକ ସଂରକ୍ଷଣ ଦେବାରେ ତାଙ୍କର ଭୂମିକା ଅତୀବ ଗୁରୁତ୍ୱପୂର୍ଣ । ଏଣୁ ତାଙ୍କୁ “ଫାଦର ଅଫ ଦ୍ରାବିଡିଏନ ମୁଭମେଂଟ”ବୋଲି କୁହାଯାଏ । ସର୍ବପ୍ରଥମେ ପେରିୟାରଙ୍କ ଫଟୋଚିତ୍ରରେ ଦୀପ ପ୍ରଜ୍ୱଳନ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଅନ୍ୟତମ ବକ୍ତା ହିସାବରେ ଟଙ୍କଧର ଗଡତ୍ୟା, ଅର୍ଜୁନ ମୁଗ୍ରୀ, ତରଣୀସେନ ଦୀପ, ଆନନ୍ଦ ପଧାନ, ଜିଲ୍ଲା ତୈଲିକ ବୈଶ୍ୟ ସମାଜର ସଭାପତି ଉମାକାନ୍ତ ସାହୁ, ସୁରେନ୍ଦ୍ର କୁମ୍ଭାର, ଉଦ୍ଧବ ବାରିକ, ରଘୁନାଥ ମୁଗ୍ରୀ, ଭୂବନ ନାଗ ଆଦି ପେରିୟାଙ୍କ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଶ୍ରୀ ସରୋଜ କୁମାର ମେଶା୍ୱ ସଭା ସଂଯୋଜନା କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026

You Might Also Like