-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ମୁରିବାହାଲ: ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତରଫରୁ ବିଶ୍ୱକର୍ମା ପୂଜା ପାଳିତ

17-Sep-2023



ମୁରିବାହାଲ(ସୁଦାମ ଚରଣ ବଘାର ):ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକର ବିଭିନ୍ନ ଅଂଚଳରେ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତରଫରୁ ରବିବାର ଦିନ ବିଶ୍ୱକର୍ମା ପୂଜା ମହାସମୋରୋହରେ ପାଳିତ ହୋଇଯାଇଛି। 
ଖବର ନେବାରୁ ଜଣାଯାଏ ମୁରିବାହାଲ ବିଦ୍ଯୁତ ବିଭାଗ ତରଫରୁ ବିଶ୍ୱକର୍ମା ପୂଜା ପାଳନ ଅବସରରେ ବିଦ୍ଯୁତ ବିଭାଗ ର ସମସ୍ତ କର୍ମଚାରୀ ନିକଟସ୍ଥ ଟୁନଟୁନି ମୁଣ୍ଡା ରୁ କଳସ ରେ ପାଣି ଆଣି ପୂଜାକାର୍ଯ୍ୟ  କରାଯିବା ସହ ପୂଜାଅର୍ଚନା କରାଯାଇଥିଲା l  ଏଥିରେ ବିକ୍ରମ ପ୍ରସାଦ ଡାକୁଆ, କର୍ତ୍ତା ର ଦାୟିତ୍ୱ ତୁଲାଇ ଥିବା ବେଳେ ପୂଜକ ରୂପେ କାଶୀନାଥ ଦାସ

କାର୍ଯ୍ୟ ନିର୍ବାହ କରିଥିଲେ। 
ଉକ୍ତ ପୂଜା କମିଟି ର ସଭାପତି ମହମ୍ମଦ ଜୁନେତ, ଉପ ସଭାପତି, ଚିନ୍ମୟ କୁମାର ସାହୁ, ସମ୍ପାଦକ ରୋହିତ ବେହେରା ଓ କୋଷଦକ୍ଷ ସଞ୍ଜୟ କୁମାର ପରିଡା ପ୍ରମୁଖ ନେତୃତ୍ଵ ନେଇଛନ୍ତି। 
ସେହିପରି ମୁରିବାହାଲ ବ୍ଲକ ଡ୍ରାଇଭର ସଂଘ ତରଫରୁ ସଂଘ ର ସମସ୍ତ କର୍ମକର୍ତ୍ତା ଉପସ୍ଥିତି ରେ ବିଶ୍ୱକର୍ମା ପୂଜା ପାଳିତ ହୋଇଯାଇଛି। ମୁରିବାହାଲ ପାନୀୟ ଜଳଯୋଗାଣ ଓ ପରିମଳ ବିଭାଗ, ଗୁଡିଘାଟ ବିଦ୍ଯୁତ ବିଭାଗ , ବନ୍ଧୁପଲା ଗ୍ରାମ ପଞ୍ଚାୟତର ସନ୍ଧିଵାହାଲି ଗ୍ରାମର ରାଜ ମିସ୍ତ୍ରୀ ମାନଙ୍କ ମଧ୍ୟ ଭଗବାନ ବିଶ୍ୱକର୍ମା ପୂଜା ଜାକଜମକରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପୂଜା ଉପଲକ୍ଷେ ବିଭିନ୍ନ ମଣ୍ଡପରେ ସଂସୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବା ନେଇ କମିଟି ତରଫରୁ ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like