-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ମୁରିବାହାଲ ପଂଚାୟତ ସମିତି ସଭାଗ୍ରୁହ ରେ ସମିତି ଅଧିବେଶନ ତଥା ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା।

18-Sep-2023



ମୁରିବାହାଲ( ପ୍ରେରଣା ଖବର )
 ମୁରିବାହାଲ ପଂଚାୟତ ସମିତି ସଭାଗ୍ରୁହ ରେ ତ୍ରିମାସିକ ସମିତି ଅଧିବେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବ୍ଲକ ଅଧକ୍ଷ ହରିବନ୍ଧୁ ମେହେର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ବିଧାୟକ ସନ୍ତୋଷ ସିଂ ସାଲୁଜା, ବିଡିଓ ପୂର୍ଣାନନ୍ଦ ପଟେଲ, ବ୍ଲକ ଉପାଧକ୍ଷା ଯାଞ୍ଗସେନୀ ହାତୀ, ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା, ୨୯ ନଂ ଜୋନ ଜିଲ୍ଲା ପରିଷଦ ଗୋପିନାଥ ପାଣିଗ୍ରାହୀ,ରାଜ୍ଯସଭା ସାଂସଦ ପ୍ରତିନିଧି ସିଧେଶ୍ବର ଦାସ ପ୍ରମୁଖ ବୈଠକରେ ଉପସ୍ଥିତ ରହି ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଥିଲେ। ଏସଏଫସି ଓ ସିଏଫସି ର ଆସିଥିବା ଟଙ୍କା ପାଇଁ ସଦନ ରେ ଉପସ୍ଥିତ ଥିବା ସଦସ୍ଯ ଙ୍କୁ ପ୍ରପୋଜାଲ ଦେବା ପାଇଁ ବ୍ଲକ ଅଧକ୍ଷ ଅନୁରୋଧ କରିଥିଲେ। ଏହି ବୈଠକରେ ମୁରିବାହାଲ ସରପଂଚ ବିଶ୍ବବିହାରୀ ଯୋଶୀ ମୁରିବାହାଲ ଖଜୁରି ବନ୍ଧ ରାସ୍ତାର ଉନ୍ନତି କରଣ ଓ ବ୍ଲକ କଲୋନୀ ବିଦ୍ଯାଳୟ ର ଉନ୍ନତି କରଣ ପାଇଁ ପ୍ରସ୍ତାବ ରଖିଥିଲେ।ବ୍ଲକ ଅଧକ୍ଷ ହରିବନ୍ଧୁ ମେହେର ଘୁଷୁରାମୁଣ୍ଡା ଓ ଲଖନା ପଂଚାୟତ ର ସିଆରପି ନିୟୁକ୍ତି ର ଅନିୟମିତତା ନେଇ ପ୍ରଶ୍ନ କରିଥିଲେ। କିନ୍ତୁ ବିପିଏମ ଅନୁପସ୍ଥିତି ଥିବାରୁ ତାହା ସ୍ଥଗିତ ରହିଥିଲା। କ୍ରୁଷି ବିଭାଗ ଓ ପ୍ରାଣୀ ଚିକିତ୍ସା ଅଧିକାରୀ ଙ୍କୁ ପ୍ରତ୍ଯେକ ଯୋଜନା କିପରି ଲୋକଙ୍କ ପାଖରେ ପହଞ୍ଚିବ ସେ ନେଇ ପ୍ରତ୍ଯେକ ଯୋଜନା କୁ ଲୋକାଭିମୁଖୀ କରି ସଚେତନତା ସ୍ରୁଷ୍ଟି କରିବା ପାଇଁ ସମିତି ସଭ୍ଯ ହଂସରାଜ ଜୈନ ଅଧିକାରୀ ଙ୍କୁ କହିଥିଲେ।

ଇଛା ପଡା ସମିତି ସଭ୍ଯ ତୋ ଫାନ ନାଗ ମ୍ରୁତ୍ୟୁ ପ୍ରମାଣ ପତ୍ର ଓ ଟେଙ୍ଗ ରା ଗ୍ରାମରେ ଟ୍ରାନ୍ସଫର୍ମର ଲଗେଇବା ପାଇଁ ବିଭାଗୀୟ ଅଧିକାରୀ ଙ୍କ ଦ୍ରୁଷ୍ଟି ଆକର୍ଷଣ କରିଥିଲେ। ଏନେଇ କେତେକ ବିଭାଗ ର ଅଧିକାରୀ ଙ୍କ ଅନୁପସ୍ଥିତ ନେଇ ଗ୍ରୁହ ରେ ଉଦବେଗ ପ୍ରକାଶ ପାଇଥିଲା। ଅନୁଷ୍ଠିତ ବୈଠକ ରେ ଏଇ ଅବିନାଶ ମୋଦୀ, ସିଡିପିଓ ସୁପ୍ରଭା ମହାପାତ୍ର, ସ୍ବାସ୍ଥ୍ଯ ଅଧିକାରୀ ଥବିର ମେହେର, ବିଦ୍ଯୁତ ବିଭାଗ ଅଧିକାରୀ ମହମ୍ମଦ ଜୁନେତ, ବିଇଓ ଶାନ୍ତୁନୁ ପଢିହାରି, ପ୍ରାଣୀ ଚିକିତ୍ସା ଅଧିକାରୀ ଅଞ୍ଜନ କୁମାର ମଲ୍ଲିକ,ସହକାରୀ କ୍ରୁଷି ଅଧିକାରୀ ଗୁଲସନ କୁମାର ମହନ୍ତ, ଅବିନାଶ ପାଣିଗ୍ରାହୀ ପ୍ରମୁଖ ଅଧିକାରୀ ବୈଠକ ରେ ଉପସ୍ଥିତ ରହିଥିଲେ। ଏହି କାର୍ଯ୍ୟକ୍ରମ କୁ ଜିପିଓ ଏମଜେ ଥିଓଫିଲ ପରିଚାଳନା କରି ଧନ୍ଯବାଦ ଅର୍ପଣ କରି ଥିଲେ। ବୈଠକ ରେ ମୁରିବାହାଲ ବ୍ଲକ ର ସମିତି ସଭ୍ଯ ଓ ସରପଂଚ ମାନେ ଯୋଗଦାନ କରି ନିଜର ମତାମତ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like