-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସମବାୟ ବ୍ୟାଙ୍କ କର୍ମଚାରୀଙ୍କ ସମୁହ ଆନ୍ଦୋଳନ, ଦାବି ପୁରଣ ନ ହେଲେ ବ୍ୟାଙ୍କ ବନ୍ଦ

18-Sep-2023



ବଲାଙ୍ଗୀର, ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ସଂଘର କର୍ମକର୍ତାମାନଙ୍କର ଏକ ଜରୁରୀ କାଳିନ ବୈଠକ ଅନୁଷଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଂଘର ସଭାପତି ଗୋପାଲଜୀ ପାଣିଗ୍ରାହୀଙ୍କ ଅହ୍ୱାନ ସଧାରଣ ସମ୍ପାଦକ ଅମିତ କୁମାର ସାମନ୍ତରାଙ୍କ ନେତୃତ୍ୱରେ ବିଭିନ୍ନ ପ୍ରଶଙ୍ଗରେ ଆଲୋଚନା ହୋଇଥିଲା । ରାଜ୍ୟର ସମସ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର କର୍ମଚାରୀମାନେ ବିଭିନ୍ନ ଦାବି କୁନେଇ ରାଜ୍ୟସରକାରଙ୍କୁ ଜଣାଇଥିଲେ ହେଲେ ତାହା ପୁରଣ ହୋଇନାହିଁ । ଏଥିପାଇଁ ଅଲ ଓଡିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ସଂଘର ଡାକରା କ୍ରମେ ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ସମୁହ ଛୁଟି ନେବା ପାଇଁ ନିଷ୍ପତି ନିଆଯାଇଛି । ଅନ୍ୟ ପକ୍ଷରେ ସଂଘ କରିଥିବା ଦାବି ପୁରଣ ନ ହେଲେ ଆସନ୍ତା ସେପ୍ଟେମ୍ବର ମାସ ୨୫ ତାରିଖରୁ ୨୭ ତାରିଖ ପର୍ଯନ୍ତ ବଲାଙ୍ଗିର ଜିଲ୍ଲା ସମବାୟ ବ୍ୟାଙ୍କ କାର୍ମଚାରୀମାନେ ଧର୍ମଘଟ ଡାକାରା ଦେଇଛନ୍ତି । ୭ମ ବେତନ କମିଶନର ବକେୟା ଦରମା ପ୍ରଦାନ, ପ୍ୟାନସନ କର୍ପସ ଫଣ୍ଡ ଗଠନ କରିବା, କେଡର ଫଣ୍ଡକୁ କେନ୍ଦ୍ର ସମବାୟ ବ୍ୟାଙ୍କର ଅଂଶ ଧନ ପ୍ରାଦନ ଉପରେ ପୁନଃ ବିଚାର କରିବା, ପ୍ରାଥମିକ ସେବାସମବାୟ ସମିତିମାନଙ୍କର ଫ୍ଲେକସି ଆକାଉଣ୍ଡ  ରାଜ୍ୟ ସମବାୟ ବ୍ୟାଙ୍କରେ ଖୋଲିବା ଆଦେଶ ପ୍ରତ୍ୟାହାର କରିବା ଆଦି ଦାବି ନେଇ ସଂଘ ପକ୍ଷରୁ ବହୁବାର ବିଭାଗିୟ ଅଧିକାରୀଙ୍କ ଦୃଷ୍ଠି ଆକର୍ଶଣ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ସଂଘ ବାଧ୍ୟ ହୋଇ ଆନ୍ଦୋଳନକୁ ଓହ୍ଲାଇ ବାକୁ ନିଷ୍ପତି ନେଇଛି । ଆନ୍ଦୋଳନକୁ ସଫଳ କରିବା ପାଇଁ ସଧାରଣ ସମ୍ପାଦକ ଅମିତ କୁମାର ସାମନ୍ତରା ଅନୁରୋଧ କରି ସୁଚନା ଦେଇଛନ୍ତି । ବୈଠକରେ ବ୍ୟାଙ୍କ ସମସ୍ତ କର୍ମଚାରୀ ସଂଘର ସଦସ୍ୟ ଉପସ୍ଥିତ ରହି ସହେଯାଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like