-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ବୋଡେ଼ନ ବ୍ଲକ ଶିକ୍ଷକଙ୍କ ଧାରଣାରେ ବିଧାୟକ

18-Sep-2023



ବୋଡ଼େନ(ଡୋଲେଶ୍ଵର ବାଗ ): ନମସ୍ତେ ନୂଆପଡା ଜ଼ିଲ୍ଲା ବୋଡେ଼ନ ବ୍ଲକ ଶିକ୍ଷକ ମାନେ ଆଜି କୁ ପାଞ୍ଚ ଦିନ ହେଲା ବିଇଓ ଆଗରେ ଧାରଣାରେ ବସି ଛନ୍ତି ଶିକ୍ଷକ । ଅନେକ ବିଦ୍ୟାଳୟ ରେ ଶିକ୍ଷକ  ଅନୁପସ୍ଥିତ ଜଗୁ ପାଠ ପଡା ରେ ଅସୁବିଧା ଦେଖାଦେଇଛି । କେବଳ ଛାତ୍ରଛାତ୍ରୀ ମାନେ ମଧ୍ୟାନ୍ନ ସମୀତ୍ ରହି ଯାଇ ଛି ବିଦ୍ୟାଳୟ ରେ ଶିକ୍ଷକ ଅଭାବରୁ

କେଉଁଠି ଗୋଟିଏ ଶିକ୍ଷକ ରେ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ଦେଖି ବା କୁ ପଡ଼ୁ ଛି ଆଜି ଶିକ୍ଷକ ଙ୍କ ଧାରଣା ସ୍ଥଲ ରେ ପହଁଞ୍ଚି ଥିଲେ ଖଡ଼ିଆଲ୍ ବିଧାୟକ ଅଧିରାଜ୍ ମୋହନ ପାଣିଗ୍ରାହୀ । ବିଧାୟକ ଶ୍ରୀ ପାଣିଗ୍ରାହୀ ଶିକ୍ଷକ ମାନ ଙ୍କ ସହିତ ଆଲୋଚନା କରିଥିଲେ ସରକାର ଙ୍କ ଶିକ୍ଷକ ଙ୍କ ଅସହ ଯୋଗ କୁ ନେଇ କ୍ଷ୍ୟଭ ପ୍ରକାର କରିବା ସହି ନିଜ ଦାବି କୁ ସୁଦୃଢ କରିବାକୁ କହି ଥିଲେ ଓ ଆଗାମୀ ବିଧାନ ସଭା ବୈଠକ ରେ  ଖଡ଼ିଆଲ୍ ନିରବାଚନ ମଣ୍ଡଳୀ ର ଶିକ୍ଷକ ଙ୍କ ଦାବି ଉପସ୍ଥାପିତ କରି ବି ବୋଲି ପ୍ରତି ଶ୍ରୁତି ଦେଇ ଛନ୍ତି । ଶିକ୍ଷକ ଙ୍କ ପ୍ରତି ମୋର ସବୁ ସମୟ ରେ ସହ ଯୋଗ ରହିବ ବୋଡେ଼ନ ବ୍ଲକ ଶିକ୍ଷକ ସଙ୍ଘ ସଭାପତି ଧ୍ବଲେସ୍ଵର୍ ହରିଜନ ସମ୍ଫାଦକ୍ ହରିସଙ୍କର ମାଝୀ କୋଷା ଦକ୍ଷ ଦେବସିଂ ମାଝି ସମେତ 184 ଜଣ ଶିକ୍ଷକ ଶିକ୍ଷୟତ୍ରି ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like