-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ପଣ୍ଡିତ ନୀଳମଣୀ ବିଦ୍ୟାରତ୍ନଙ୍କ ଜୟନ୍ତୀ ପାଳିତ

14-Dec-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ପୂର୍ବତନ ବାମଣ୍ଡା ରାଜଧାନୀ ଦେବଗଡ ଠାରୁ ନିୟମିତ ପ୍ରକାଶିତ  ଐତିହାସିକ ସମ୍ବାଦପତ୍ର  'ସମ୍ବଲପୁର ହିତୈଷିଣି' ର ସୁଯୋଗ୍ୟ ସଂପାଦକ ପଣ୍ଡିତ ନୀଳମଣୀ ବିଦ୍ୟା ରତ୍ନଙ୍କ ଜୟନ୍ତୀ ଆଜି କୁଚିଣ୍ଡା ନିକଟସ୍ଥ କୁଟୁରାଚୁଆଁ କଲେଜ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଅଛି। ଅଧକ୍ଷ ସୁବାଷ ଚନ୍ଦ୍ର ନାୟକଙ୍କ ପୈାରହିତ୍ବ ରେ ଆୟୋଜିତ ଏହି ଉତ୍ସବରେ ଇଂରାଜୀ ଅଧ୍ୟାପକ ନିଳାଚଂଳ ତିଓ୍ବାରୀ, ଇତିହାସ ଅଧ୍ୟାପକ କୃଷ୍ଣଚନ୍ଦ୍ର ପୂଜାରୀ, ରାଜନୀତି ବିଜ୍ଞାନ  ଅଧ୍ୟାପିକା ଭାବନା ପାଣ୍ଡେ, ନେହେରୁ ଯୁବକେନ୍ଦ୍ରର ବ୍ଳକ ସଂଯୋଜକ ସରୋଜ ମେହେର ପ୍ରମୁଖ ଉଦବୋଧନ ଦେଇ ବିଦ୍ୟାରତ୍ନଙ୍କ ଓଡିଶା ଓ ଓଡିଆଙ୍କ ପ୍ରତି ଥିବା ଅବଦାନ ଉପରେ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ବିଶିଷ୍ଟ ସାହିତ୍ୟିକ ମନୋଜ ଦାସ ଓ ମଙ୍ଗଳୁ ଚରଣ  ବିଶ୍ବାଳଙ୍କ ସ୍ବାସ୍ଥ୍ୟ ର ଉନ୍ନତି କାମନା କରାଯାଇଥିଲା । ପ୍ରାରମ୍ଭରେ କଲେଜର ପୂରାତନ ଛାତ୍ରୀ ହିନାରାଣୀ ମିଞ ସ୍ବାଗତ ଭାଷଣ ଓ ଶେଷରେ ଛାତ୍ରୀ ସୁଶ୍ରୀ ବର୍ଷା ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମଟିକୁ  ସମିନ ନାୟକ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like