-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଙ୍କୁ ସମ୍ବଲପୁର ରେ ଭବ୍ୟ ସ୍ୱାଗତ

14-Dec-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଆଜି ଠୁ ବାହାରିଛନ୍ତି ତିନି ଦିନିଆଁ ପଶ୍ଚିମ ଓଡିଶା ଗସ୍ତରେ । ଶ୍ରୀ ମହାନ୍ତି ଙ୍କ ସହିତ  ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ ଆଜି ଭୁବନେଶ୍ୱର ରୁ ରେଳ ଯୋଗେ ଆସି  ମଧ୍ୟାହ୍ନ ରେ ସମ୍ବଲପୁର ରେ ପହଞ୍ଚି ଥିଲେ । ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ସେଠାରୁ ସେ ସଡକ ପଥ ଦେଇ ବରଗଡ଼ ଜିଲ୍ଲା କୁ ଗସ୍ତ କରିଛନ୍ତି । ବରଗଡ଼ ଠାରେ ଧାନ ମଣ୍ଡି ପରିଦର୍ଶନ ସଙ୍ଗେ ସଙ୍ଗେ ବିଜେପି କାର୍ଯ୍ୟକର୍ତ୍ତା ଙ୍କ ସହ ସାକ୍ଷାତ ଓ ଆଲୋଚନା ର କାର୍ଯ୍ୟକ୍ରମ ରହିଛି । ସେଠାରୁ ଫେରିଲା ପରେ ସନ୍ଧ୍ୟା ରେ ସମ୍ବଲପୁର ବିଜେପି ଠାରେ ଜିଲ୍ଲା ର ବିଜେପି କର୍ମୀ ଓ ପଦାଧିକାରୀ ଙ୍କ ସହ ସାକ୍ଷାତ ଓ ଆଲୋଚନା ର କାର୍ଯ୍ୟକ୍ରମ ରହିଛି ।
         ଆଜି ସମ୍ବଲପୁର ରେଳ ଷ୍ଟେସନରେ ରେଙ୍ଗାଲି ବିଧାୟକ ନାଉରି ନାଏକ, ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ,  ସମ୍ବଲପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ  ରାଧେଶ୍ୟାମ ବାରିକ, ସୀମାଞ୍ଚକ ଖଟେଇ, ଦେବେନ୍ଦ୍ର ମହାପାତ୍ର ରାମ ଚନ୍ଦ୍ର ମେହେର, ଅନିଲ ବେହେରା,  ଦାମୋଦର କର, ଡା. ରାଜକୁମାର ବଡ଼ପଣ୍ଡା, ଶମ୍ବୁ ବାରେଲିଆ, ପ୍ରକାଶ ସାହୁ, ପ୍ରଦୀପ କୁମାର ବେହେରା, ମୋହନ ପଣ୍ଡା, ମୋହନ ଦାଶ,  ସଞ୍ଜୟ ଷଡଙ୍ଗୀ, ଅନୁପ ମିଶ୍ର,  ସବିତା ନନ୍ଦ, ଆରତୀଲତା ବରାଡ଼, ରୁନୁ ପ୍ରଧାନ, କାନ୍ତି ମେହେର, ସୁଜାତା ଗୁରୁ, ଅଶ୍ୱିନୀ ମାଝୀ,  କ୍ଷେତ୍ରିୟ ପ୍ରବକ୍ତା ତଥା ଗଣମାଧ୍ୟମ ସଂଯୋଜକ, ମାନସ ରଞ୍ଜନ ବକ୍ସି,  ସମସ୍ତ ମଣ୍ଡଳ ସଭାପତି, ଯୁବ ମୋର୍ଚ୍ଚା, ମହିଳା ମୋର୍ଚ୍ଚା, ଜିଲ୍ଲା ବିଜେପି ର ବହୁ ପଦାଧିକାରୀ ଓ କାର୍ଯ୍ୟକାର୍ତ୍ତା ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like