-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଗମ୍ଭାରୀ ଖୋଲା ଗ୍ରାମ ରେ ୨୯ ତମ ଗଣେଶ ପୂଜା ମହୋତ୍ସବ।

20-Sep-2023



ମୁରିବାହାଲ (ପ୍ରେରଣା ଖବର )
 ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ଗମ୍ଭାରୀଖୋଲା ଗ୍ରାମ ରେ ୨୯ ତମ ଗଣେଶ ପୂଜା ଯୁବ ଜ୍ଯୋତି ଯୁବକ ସଂଘ ତରଫରୁ ମହାସମାରୋହରେ ପାଳିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଦୁଲଦୁଲି ବଜାରେ ଅତିଥି ମାନଙ୍କୁ ଭବ୍ୟ ସ୍ବାଗତ ସହ ସଭାକାର୍ଯ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ଭାଜପା ଜିଲ୍ଲା କ୍ରୁଷକ ମୋର୍ଚା ସାଧାରଣ ସଂପାଦକ ଲକ୍ଷ୍ମଣ ବାଗ ମୁଖ୍ଯ ଅତିଥି, ଭାଜପା ଜିଲ୍ଲା ସାଧାରଣ ସଂପାଦକ ତଥା ସାଂସଦ ପ୍ରତିନିଧି ମୁରିବାହାଲ ବ୍ଲକ  ଶ୍ରୀବତ୍ସ ବେହେରା, ମୁରିବାହାଲ ସରପଂଚ ବିଶ୍ବବିହାରୀ ଯୋଶୀ, ସାମ୍ବାଦିକ ସଂଘ ମୁରିବାହାଲ ର ସାଧାରଣ ସଂପାଦକ ସୁଦାମ ଚରଣ ବଘାର, ସାମ୍ବାଦିକ ଶଙ୍କର ମାଝୀ, ଜ୍ଯୋତିଷବିଦ ତଥା ପୂଜକ କାଶୀନାଥ ଦାସ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି ଅବସରରେ ଶ୍ରୀ ବାଗ ଓ ଶ୍ରୀ ବେହେରା ଯୁବ ଜ୍ଯୋତି ଯୁବକ ସଂଘ କୁ ମଣ୍ଡପ ନିର୍ମାଣ ପାଇଁ ସୀଂସଦ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ର କାର୍ଯ୍ୟାଦେଶ ପ୍ରଦାନ କରିଥିଲେ।କମିଟି ତରଫରୁ ଗ୍ରାମ ର ପ୍ରତିଭାବାନ ବ୍ଯକ୍ତି ବିଶେଷଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ଗ୍ରାମର ସମସ୍ତ ଙ୍କ ମିଳିତ ଉଦ୍ଯମରେ ପ୍ରତିବର୍ଷ ଗଣେଷ ପୂଜା ଦିନ ସମସ୍ତେ ଏକାଠି ଗୋଟିଏ ସ୍ଥାନରେ ଅନ୍ନପ୍ରସାଦ ସେବନ କରିବାର ପରମ୍ପରା ୨୯ ବର୍ଷ ଧରି ଚାଳି ଆସୁଥିବା କମିଟି ପକ୍ଷରୁ ସୂଚନା ମିଳିଛି।କମିଟି କୋଷାଧ୍ୟକ୍ଷ ହିରାଧର ବନଛୋର  ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଯୁବ ଯାଦବ ସଭାପତିଗଙ୍ଗାଧର ହେର୍ଣା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଏବଂ ଛିନୁ କେତକି ସମସ୍ତ ଙ୍କୁ ଧନ୍ଯବାଦ ଅର୍ପଣ କରିଥିଲେ। କମିଟି ତରଫରୁ ସୁନ୍ଦରାକାଣ୍ଡ ପାରାୟଣ କାର୍ଯ୍ୟକ୍ରମ ରେ ଗାୟିକା ପ୍ରିତିନନ୍ଦା ମିଶ୍ର ଓ ସ୍ରୁତିନନ୍ଦା ମିଶ୍ର ଯୋଗଦେଇ ସୁନ୍ଦରାକାଣ୍ଡ ଗାୟନ କରିଥିଲେ। କାର୍ଯ୍ୟକ୍ରମ ରେ ଯୁବ ଜ୍ଯୋତି ଯୁବକ ସଂଘ ର ସଭାପତି ପଦ୍ମଲୋଚନ ବନଛୋର, ଉପ ସଭାପତି ତୁଲସି ମହାକୁର, ସଂପାଦକ ଦୈତାରୀ ହାତୀ,ସହ ସଂପାଦକ ଡୋଲାମଣି ବନଛୋର, ରାଜୁ ହାତୀ,ବୁଧୁ ବାଗ, ସୁବନ ବନଛୋର,ବଳି ବନଛୋର,ଭୀମ ବନଛୋର,ଭୀଷ୍ମ କେତକୀତଥା ଗ୍ରାମବାସୀ ବ୍ରୁନ୍ଦ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like