-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଦୀର୍ଘ ବର୍ଷର ସ୍ବପ୍ନ ପୂରଣ କଲେ ବିଧାୟକ

22-Sep-2023



ପାଟଣାଗଡ଼/ବେଲପଡ଼ା(ପୁର୍ଣ୍ଣ ଶଶୀ ଶେଖର ରାଓ ): ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ବେଲପଡା ଲାନ୍ଥ ନଦୀ ବ୍ରିଜ ନିର୍ମାଣ ପାଇଁ ଦୀର୍ଘ ୨୫ ବର୍ଷ ଧରି ଦାବି ହୋଇ ଆସୁଥିବା ବେଳେ ଏବେ ତାହା ପୂରଣ କରିଛନ୍ତି ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର। ସୂଚନାଯୋଗ୍ୟ ଯେ ବେଲପଡା ଠାରୁ ପଦ୍ମପୁର (କୁଦୋଭଟା) ରାସ୍ତା ଲାନ୍ଥ ନଦୀ ଥିବା ବେଳେ ଏହି ରାସ୍ତା ଦେଇ ପଦ୍ମପୁର, ସିହିନୀ, ସେମେଲପାଲି, ବାହାବଲ,ଖଇରମାଲ,ମାଲପଡା,ତଅଁଳା,ଭାଲୁବାହାଲି ଗାଁ ଲୋକଙ୍କ ପାଇଁ ବେଲପଡା କମ୍ ଦୂରତା ଅତିକ୍ରମ କରିବାକୁ ପଡ଼ିଥାଏ। କିନ୍ତୁ ବର୍ଷା ଦିନେ ସେହି ରାସ୍ତା ଦେଇ ଯିବାକୁ ଅସୁବିଧା ହୁଏ ଓ ସେମାନେ କାନୁଟ ନୁନହାଡ ଦୂର ରାସ୍ତା ଦେଇ ବେଲପଡା ଯିବା ଆସିବା କରିଥାନ୍ତି। ସେଥିପାଇଁ ଦୀର୍ଘ ୨୫ ବର୍ଷ ହେଲା ଲାନ୍ଥ ନଦୀ ଉପରେ ବ୍ରିଜ ନିର୍ମାଣ କରିବାକୁ ଦାବି ଜଣାଇଥିଲେ କିନ୍ତୁ ଆଜି ପର୍ଯ୍ୟନ୍ତ ହେଉନଥିବାରୁ ସେମାନେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଙ୍କୁ ଜଣାଇଥିବା ବେଳେ ବିଧାୟକ ଲୋକଙ୍କ ସୁବିଧା ନିମନ୍ତେ ଏହି ବ୍ରିଜ ନିର୍ମାଣ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ ଠାରୁ ଅନୁମୋଦନ କରିଛନ୍ତି। ବିଧାୟକ ଙ୍କ ଏଭଳି କାର୍ଯ୍ୟ ପ୍ରତି ଅଞ୍ଚଳବାସୀଙ୍କ ମନରେ ଖୁସିର ଲହରୀ ଖେଳିଯାଇଛି। ସେହିପରି ପାଟଣାଗଡ଼ ବ୍ଳକ ବିଲେଇସାଥି ରୁ ସୋଲବନ୍ଦ ରାସ୍ତା ଅତି ନିକଟତମ ହୋଇଥିବା ବେଳେ ଭଲ ରାସ୍ତା ନଥିବାରୁ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହେଉଥିଲା। ସେମାନେ ମଧ୍ୟ ପକ୍କା ରାସ୍ତା ପାଇଁ ଅନେକ ଦିନ ଧରି ଦାବି କରି ଆସୁଥିଲେ ସୁଦ୍ଧା ହେଉନଥିବାରୁ ବିଧାୟକ ଙ୍କ ଅବଗତ କରାଇଥିଲେ। ବିଧାୟକ ସରୋଜ କୁମାର ମେହେର ସେହି ରାସ୍ତା ନିର୍ମାଣ ପାଇଁ ରାଜ୍ୟ ସରକାର ଙ୍କ ଅନୁମୋଦନ କରିଛନ୍ତି। ଠିକ୍ ସେହିପରି ବାହାବଲ ରୁ ସିହିନୀ ରାସ୍ତା କାଦୁଅ ପଚ୍ ପଚ୍ ରେ ଲୋକେ ଯାତାୟାତ କରୁଥିଲେ ଓ ଏହି ରାସ୍ତା ନିର୍ମାଣ ପାଇଁ ଦୀର୍ଘ ଦିନ ଧରି ଦାବି କରୁଥିବା ବେଳେ ତାହା ମଧ୍ୟ ସରୋଜ କୁମାର ମେହେର ନିର୍ମାଣ କରାଇବା ପାଇଁ ଅନୁମୋଦନ କରିଛନ୍ତି। ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ବେଲପଡା ବ୍ଳକ ସିହିନୀ ପଞ୍ଚାୟତ ସେମେଲପାଲି ଗାଁ ର ଲୋକେ ଶତାଧିକ ବର୍ଷ ହେଲା ଜବଡା ଜୋର ପାର କରି ବେଲପଡା ଆସୁଥିବା ବେଳେ ବର୍ଷା ଦିନେ ଦୂର ରାସ୍ତା ଦେଇ ଯିବାକୁ ପଡ଼ୁଥିବାରୁ ବହୁ ଦିନରୁ ପୋଲ ନିର୍ମାଣ କରିବାକୁ ଦାବି କରିଥିଲେ। କିନ୍ତୁ ସଇଁତଳା ନିର୍ବାଚନ ମଣ୍ଡଳୀରୁ କେତେ ବିଧାୟକ ଯିବା ପରେ ପାଟଣାଗଡ଼ ରୁ ମଧ୍ୟ ଦଶନ୍ଧି ଧରି ହୋଇପାରୁନଥିଲା। ହେଲେ ଯୁବ ବିଧାୟକ ସରୋଜ କୁମାର ମେହେର ତାହା ବିଜୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ କରି ୪.୫ ସି, ଆର୍ ର ନିର୍ମାଣ କରିବାକୁ ଅନୁମୋଦନ କରିଛନ୍ତି। ବେଲପଡା ଓ ମୁରିବାହାଲ ବ୍ଳକ ସଂଯୋଗ କରୁଥିବା ଧୁମାଭଟା ଓ କତରଲଗା ଲାନ୍ଥ ନଦୀ ବ୍ରିଜ ନିର୍ମାଣ ପାଇଁ ଅନେକ ସମୟରେ ଲୋକ ଆନ୍ଦୋଳନ କରିଥିଲେ। ହେଲେ ବିଧାୟକ ସରୋଜ କୁମାର ମେହେର ଅବଗତ ହୋଇ ବିଜୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ କରାଇଛନ୍ତି ଆଉ କିଛି ଦିନ ପରେ ନିର୍ମାଣ କରାଯିବ ବୋଲି କହିଛନ୍ତି। ଅନ୍ୟ ପଟେ ବେଲପଡା ବ୍ଳକ ସଲଣ୍ଡି ପଞ୍ଚାୟତ ଅଏଁଲାପାଲି ଓ ଭିର୍କାପଡା ପୋଲ ନିର୍ମାଣ କରିବାକୁ ବିଜୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ କରାଇ ୪.୫ ସି.ଆର ର ଅନୁମୋଦନ କରିସାରିଛନ୍ତି ଆଉ କିଛି ଦିନ ପରେ କାର୍ଯ୍ୟ ଆରମ୍ଭ ହେବ। ବିଧାୟକ ଙ୍କ ଏହି ବିକାଶମୂଳକ କାର୍ଯ୍ୟ ପାଇଁ ଲୋକମାନେ ଅନେକ ପ୍ରଶଂସା କରୁଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like