-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ପଶ୍ଚିମ୍ ଓଡ଼ିଶା ଯୁବା ମଞ୍ଚ ଦ୍ବାରା ସାହାଜବାହାଲ୍ ରେ ନୂଆଁଖାଇ ଭେଟଘାଟ

22-Sep-2023



ବଲାଙ୍ଗିର (ପ୍ରେରଣା ଖବର ): ପଶ୍ଚିମ୍ ଓଡ଼ିଶା ଯୁବା ମଞ୍ଚ ଦ୍ଵାରା ଗତ ୨୧ ସେପ୍ଟେମ୍ବର ୨୦୨୩ ଦିନ ସାହାଜବାହାଲ ରେ ଧୁମ୍ ଧାମ୍ ରେ ନୂଆଁଖାଇ ଭେଟଘାଟ ପାଳିତ ହୋଇଯାଇଛି। ପ୍ରଥମେ ଗାଁ ର ବରିଷ୍ଠ ଶିକ୍ଷକ ଶ୍ରୀ ରାଧେଶ୍ୟାମ ପାଣିଗ୍ରାହୀ, ଶ୍ରୀ ପଦ୍ମନାଭ ପାଣଗ୍ରାହୀ, ଶ୍ରୀ ମହେଶ ପ୍ରସାଦ ଯୋଶୀ ଏବଂ ବଲାଙ୍ଗିର ବ୍ଲକ୍ ଉପ ସଭାପତି ଶ୍ରୀ ପ୍ରଦ୍ୟୁମ୍ନ ହୋତା ମାଁ ସମଲେଶ୍ଵରୀ ଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ ଦୀପ ପ୍ରଜ୍ବଳନ କରିଥିଲେ। ଘରେ ଘରେ ପରିଚିତ ତଥା ଓଡ଼ିଶାର ଜଣା ଶୁଣା ଯୁବ ଡାକ୍ତର ଶ୍ରୀ ଓଁକାର ହୋତା ଙ୍କୁ ଅତିଥି ମାନଙ୍କ ଦ୍ବାରା ସମ୍ମାନୀତ କରାଯାଇଥିଲା। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ କୁନି କୁନି ପ୍ରତିଭା ମାନଙ୍କୁ ନେଇ ନୃତ୍ୟ ପ୍ରତିଯୋଗୀତା ଆରମ୍ଭ ହୋଇଥିଲା। ବିଚାରକ ମଣ୍ଡଳୀରେ ବିଶିଷ୍ଟ ସାମ୍ବାଦିକ ତଥା ସିନେମେଟୋଗ୍ରାଫର୍ ଶ୍ରୀ ଗୋପାଳ ପଧାନ, ଶ୍ରୀ ମକରଧ୍ବଜ ମାଗର ଏବଂ ଜାତୀୟ ପୁରସ୍କାପ୍ରାପ୍ତ ଶଲାବୁଢ଼ା ର ବଦଲା ଚଳଚ୍ଚିତ୍ରର ଅଭିନେତ୍ରୀ ସୁଶ୍ରୀ ଚନ୍ଦନା ସିଂ ଉପସ୍ଥିତ ରହି ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ। ଯୁବାମଞ୍ଚ ର କାର୍ଯ୍ୟକାରୀ ସଭାପତି ଅଭିଷେକ ଦାଶ ସାହାଜବାହାଲ ଶାଖା ର କାଶୀନାଥ ହୋତାଙ୍କ ନେତୃତ୍ୱରେ ସମସ୍ତ ସଦସ୍ୟଙ୍କ ପ୍ରଚେଷ୍ଟା କୁ ଧନ୍ୟବାଦ୍ ଜଣେଇବା ସହ ଆଗାମୀଦିନରେ କିପରି ଅଞ୍ଚଳର ବିକାଶରେ ସମସ୍ତେ ଜଣେ ଜଣେ ଯୋଦ୍ଧା ଭାବରେ ନିଜର କର୍ତ୍ତବ୍ୟ କରିବା ସେ ନେଇ ମତବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିରେନ୍ଦ୍ର ପାଣ୍ଡେ ଏବଂ ଅଭିଜିତ ପାଣିଗ୍ରାହୀ ପର୍ଯ୍ୟାୟ କ୍ରମେ ମଞ୍ଚ ପରିଚାଳନା କରିଥିଲେ। ଶୁଭେନ୍ଦୁ, ସୁବଳ, କାହ୍ନା, ଅଜିତ୍, ମିଲନ୍, ଥବିର, ଖଗେଶ୍ବର ଏବଂ ଅନ୍ୟ ସଦସ୍ୟ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like