-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ବାଲିଗୁଡା ବନଖଣ୍ଡ କାର୍ଯ୍ୟାଳୟ ରେ ଗଣେଶ ପୂଜା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

23-Sep-2023



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଖଣ୍ଡିୟ ବନାଧିକାରୀ ଙ୍କ କାର୍ଯ୍ୟଳୟ ପରିସର ମଧ୍ୟରେ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଗଣେଶ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଅବସରରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା  l  ଏଥିରେ ବାଲିଗୁଡା ବନଖଣ୍ଡ ଅନ୍ତର୍ଗତ ବିଭିନ୍ନ ରେଞ୍ଜରେ କାର୍ଯ୍ୟରତ ବନ କର୍ମଚାରୀ ମାନେ  ଅଂଶ ଗ୍ରହଣ କରି ନିଜ ନିଜର କଳା ନୈପୁଣ୍ୟ ପ୍ରଦର୍ଶନ କରିଥିଲେ l ଏଥିରେ ଆଦିବାସୀ, ସମ୍ବଲପୁରୀ, ଓ ଆଧୁନିକ ନୃତ୍ୟ ସଙ୍ଗୀତ ରେ ମଞ୍ଚ ଦୁଲୁକିଥିଲା l ବାଲିଗୁଡ଼ା ଓ କୋଟଗଡ ରେଞ୍ଜ ପକ୍ଷରୁ ଲୋକନୃତ୍ୟ ଓ କ୍ଷୁଦ୍ର ନାଟକ ମାଧ୍ୟମ ରେ ଜଙ୍ଗଲ କ୍ଷୟ ବନ୍ୟ ଜନ୍ତୁ ସୁରକ୍ଷା ଉପରେ ଏକ ସଚେତନ ଧର୍ମୀ ନାଟକ ଉପସ୍ଥାପନା କରିଥିଲେ l ଏହି କାର୍ଯ୍ୟକ୍ରମରେ  ଅତିଥି ଭାବେ ଡିଏଫ୍ଓ ବିଶ୍ୱରାଜ ପଣ୍ଡା, ଏସିଏଫ୍ ସୌମ୍ୟ ରଞ୍ଜନ ସାହୁ, ମନୋରଞ୍ଜନ ବାଗ, ପ୍ରଫୁଲ୍ଲ ମଲିକ,  ରେଞ୍ଜର ଅତୁଲ୍ୟ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ରହି କଳା ନୈପୁଣ୍ୟ ପ୍ରଦର୍ଶନ କରିଥିବା କଳାକାର ଙ୍କୁ ପୁରସ୍କୃତ କରି ଥିବା ବେଳେ ଦୀର୍ଘ ଦଶ ବର୍ଷ ହେବ ଜଙ୍ଗଲ ପରିବେଶ ଓ ବନ୍ୟ ପ୍ରାଣୀ ଙ୍କ ସୁରକ୍ଷା ପାଇଁ ସଚେତନ କରୁଥିବା ଯୁବ ନାଟ୍ୟକାର ତଥା ଯୁବ ସମାଜସେବୀ ପ୍ରମୋଦ କୁମାର ଦଣ୍ଡସେନା ଙ୍କୁ ବାଲିଗୁଡା ଡିଏଫ୍ଓ ବିଶ୍ଵରାଜ ପଣ୍ଡା ସମ୍ମାନିତ କରିଥିଲେ l ଫରେଷ୍ଟର ପ୍ରଭାତ କୁମାର ଦୋରା ଓ ଲିଜା ପଟ୍ଟନାୟକ ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like