-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ପ୍ରଧାମନ୍ତ୍ରୀ ଫସଲ ଵୀମା ଟଙ୍କା ହେରଫେର ଘଟଣାରେ ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ଗିରଫ

23-Sep-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା):କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ଙ୍କୁ ଏକ ଠକେଇ ମାମଲା ରେ କେଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି। ପ୍ରାପ୍ତ ସୂଚନା ଅନୁଯାୟୀ,ଗୋଲାମୁଣ୍ଡା ବ୍ଲକ ର ମକରାଗୁଡା ଅଞ୍ଚଳରେ ଚାଷୀଙ୍କ ଅଜାଣତ ରେ ଜମିପଟା ବ୍ୟବହାର କରି ପ୍ରଧାନ ମନ୍ତ୍ରୀ କୄଷୀବୀମା ଯୋଜନା କରାଯାଇଥିଲା, ଏବଂ କୄଷୀବୀମା ବାବଦକୁ ଲକ୍ଷାଧିକ ଟଙ୍କା ଲୁଟ ହୋଇଥିବା  ନେଇ
କେଗାଁ ଥାନାରେ ମକରା ଗୁଡ଼ା ଗ୍ରାମର କ୍ଷେତ୍ର ମୋହନ ବାଗ ନାମକ ଜଣେ ଚାଷୀ ତାଙ୍କ ଅଜାଣତ ରେ ତାଙ୍କ ନାମ ରେ ବୀମା ରାଶି ଟଙ୍କା ଉଠାଯାଇଥିବା ନେଇ କେଗାଁ ଥାନା ରେ ଲିଖିତ ଅଭିଯୋଗ କରିଥିଲେ ।

ପୋଲିସ ଘଟଣା ର ତଦନ୍ତ କରି ଏହାର ମାଷ୍ଟର ମାଇଣ୍ଡ ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ବୋଲି ପ୍ରମାଣ ପାଇବା ପରେ ଗିରଫ କରି କୋର୍ଟ  ଚାଲାଣ କରିଥିବା ପୋଲିସ ସୂତ୍ର ରୁ ପ୍ରକାଶ। ତେବେ କେବଳ ମକରାଗୁଡ଼ା ଗ୍ରାମ ରେ ପ୍ରାୟ ୨୫ ଲକ୍ଷ ରୁଅଧିକ ଟଙ୍କା ର ଠକାମୀ ହୋଇଥିବା ପୋଲିସର ପ୍ରାଥମିକ ତଦନ୍ତ ରୁ ଜଣା ପଡ଼ିଛି । ଏହି ପ୍ରଧାନମନ୍ତ୍ରୀ କୄଷୀବୀମା ଯୋଜନା ରେ ଏକ ସୁଚିନ୍ତିତ ରାକେଟ ରେ କେତେ ଟଙ୍କା ର ଘୋଟାଲା ହୋଇଛି ଏବଂ ଆହୁରି କାହା କାହାର ସଂପୃକ୍ତି ରହିଛି ସେନେଇ ପୋଲିସ ସ୍ପଷ୍ଟ କରିନଥିବା ବେଳେ ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ର ଗିରଫଦାରୀ କୁ ସ୍ପଷ୍ଟ କରିଛନ୍ତି ଧର୍ମଗଡ ଏସ ଡି ପି ଓ ଶ୍ରୀ ଧିରଜ ଚୋପଦାର ।

ଏ ସଂପର୍କ ରେ ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ କେଗାଁ ଥାନା  କେଶ  ନଂ -୧୯୨/୨୦୨୩ ଦଫା-୪୧୯/୪୨୦/୪୬୭/୪୬୮ /୪୭୧/୩୪ ଆଇପିସି ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ପ୍ରକାଶ।

ଏହି ଘଟଣା ରେ ପୂର୍ବରୁ ଏଥିରେ ସଂପୃକ୍ତ ଥିବା ବାଳକୃଷ୍ଣ ପଟେଲ କୁ ମଧ୍ୟ ଗିରଫ କରିଛି ପୋଲିସ।

 ତେବେ ଗୋଲାମୁଣ୍ଡା ବ୍ଲକ ର ବିଭିନ୍ନ ଗ୍ରାମରେ ଚାଷୀ ଙ୍କ ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନାରେ କୋଟିଏ ରୁ ଅଧିକ ଟଙ୍କା ଏହିପରି ଜାଲିଆତି ହୋଇଥିବା ଏବଂ ଅଧିକ ତଦନ୍ତ ହେଲେ ଆହୁରି ଅନେକ ଙ୍କ ସଂପୃକ୍ତି ଓ ଚାଷୀ ଙ୍କୁ ହରିଲୁଟ ଘଟଣା ର ପର୍ଦ୍ଦାଫାସ ହୋଇ ପାରିବ ବୋଲି ଆଲୋଚନା ହେଉଛି । ବିନ୍ଦୁ ମହାନନ୍ଦ ଙ୍କ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାକୁ ଜେଲ ହାଜତ କୁ ପଠେଇ ଦିଆ ଯାଇ ଥିବା ଜଣା ପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026

You Might Also Like