-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଜିଲ୍ଲା

କଂଗ୍ରେସ ପକ୍ଷରୁ ନୂଆଁଖାଇ ଭେଟଘାଟ ଓ କର୍ମୀ ସମ୍ମିଳନୀ - ସାମିଲ ହେଲେ ବିଭିନ୍ନ ଦଳରୁ ଅନେକ କର୍ମୀ

23-Sep-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ଚନ୍ଦଳି ଫାର୍ମହାଉସରେ କଂଗ୍ରେସ ପକ୍ଷରୁ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ କର୍ମୀ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ବୀରମହାରାଜପୁର ବ୍ଳକ କଂଗ୍ରେସ କମିଟି ସଭାପତି ବସନ୍ତ ମହାକୁଡ଼ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ ସଭାପତି ଗୈାରିଶ୍ୟାମ ପଣ୍ଡା, ପୂର୍ବତନ ସୋନପୁର ବିଧାୟକ ବିନୋଦ ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ, ପୂର୍ବତନ ବ୍ଳକ ଅଧ୍ୟକ୍ଷ ସୁରେନ୍ଦ୍ର ପତି, ଅନୁସୂଚିତ ଜାତି ରାଜ୍ୟ ସଭ୍ୟ ପ୍ରଦୀପ ସେଠୀ, ସୁବର୍ଣ୍ଣପୁର ଜିଲ୍ଲା ଓବିସି ସେଲ୍ ସଭାପତି ପ୍ରେମାନନ୍ଦ ଜଟି, ରାଜ୍ୟ କୃଷକ ମୋର୍ଚ୍ଚା ସଭ୍ୟ ସ୍ବପ୍ନେଶ୍ଵର ପୃଷ୍ଟି, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ନରେନ୍ଦ୍ର ପଣ୍ଡା, ସରପଞ୍ଚ ସନାତତ ମହାଲିଙ୍ଗ, ସରପଞ୍ଚ ସତ୍ୟାନନ୍ଦ ମେଣ୍ଡିଲି, ସୁବର୍ଣ୍ଣପୁର ଯୁବମୋର୍ଚ୍ଚା ଉପ ସଭାପତି ଗୋବିନ୍ଦ ଝାଙ୍କର, ସରପଞ୍ଚ ପ୍ରମୋଦ କୁମାର ମହାପାତ୍ର, ସୁବର୍ଣ୍ଣପୁର ଜିଲ୍ଲା ସଂଯୋଜକ ଗୋକୁଳାନନ୍ଦ ସାହୁ ସମତେ ବହୁ ବରିଷ୍ଠ କାର୍ଯ୍ୟକର୍ତ୍ତା ଅତିଥି ଭାବେ ଯୋଗଦେଇ ଥିଲେ। ନୁଆଖାଇଁ ଭେଟଘାଟ ଭିତରେ ରେ ଏକ ମିଶ୍ରଣ ପର୍ବ ଆୟୋଜନ ହୋଇଥିଲା। ଏଥିରେ ବୀରମହାରାଜପୁର ବିଜେପି ମଣ୍ଡଳ ସଭାପତି ହରିହର ପାତ୍ର, ମୁର୍ଷୁଣ୍ଢୀ ପଞ୍ଚାୟତ ଆମ ଆଦମୀ ପାର୍ଟି ସଭାପତି ଉମାଶଙ୍କର ହୋତା, ଯୁବ ବିଜେଡି ନେତା ସୁନିଲ ପଧାନ,‌ ବିଜେଡି ନେତା ଆଶୁତୋଷ ଦାଶ ଆନୁଷ୍ଠାନିକ ଭାବେ କଂଗ୍ରେସରେ ସାମିଲ ହୋଇଥିଲେ।  ରାଜ୍ୟ ସୋସିଆଲ ମିଡ଼ିଆ ଉପ ସଭାପତି ପ୍ରିୟବ୍ରତ ସାହୁ ଉକ୍ତ କାର୍ଯ୍ୟକ୍ରମରେ ସଭା ସଂଯୋଜନା କରିଥିବା ବେଳେ ବହୁ ସଂଖ୍ୟାରେ ନେତା ଓ କର୍ମୀ ସାମିଲ ହୋଇଥିଲେ। ବ୍ଳକ ଯୁବ କଂଗ୍ରେସ ସଭାପତି ବିଦ୍ୟାଧର ଖୁର୍ଡିଆ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like