-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ହାଇସ୍କୁଲ କୁ ଜମି ଦାନ କଲେ ଭୋଇ ପରିବାର

24-Sep-2023



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ ସଦର ସ୍ଥିତ ସ୍ବର୍ଗତ ରତନ ଭୋଇ ପଞ୍ଚାୟତ ସମିତି ହାଇସ୍କୁଲ କର୍ଲାମୁଣ୍ଡା ର ଜମି ବିବାଦ କୁ ନେଇ ଉପୁଜିଥିବା ସମସ୍ୟା  ଶୁକ୍ରବାର ସମାଧାନ ହୋଇଥିବା ଜଣାପଡିଛି ।ଏଠାରେ ସୂଚନାଯୋଗ୍ୟ ଯେ ୧୯୮୪ ମସିହାରେ ବ୍ଳକ ସଦର ଠାରେ ଅଞ୍ଚଳ ବାସୀ ଙ୍କ ଉଦ୍ୟମ ରେ ପଞ୍ଚାୟତ ସମିତି ହାଇସ୍କୁଲ  କର୍ଲାମୁଣ୍ଡା ସ୍ଥାପନ କରାଯାଇଥିଲା।ଏଥିପାଇଁ ସ୍ବର୍ଗତ ରତନ ଭୋଇ ଙ୍କ ପରିବାର ଆବଶ୍ୟକ ଜମି ଦାନ କରିଥିଲେ। ତେବେ କୌଣସି କାରଣରୁ ସ୍କୁଲ କୁ ଦେଇଥିବା ଜମି ସ୍କୁଲ ନାମରେ ହୋଇପାରିନଥିଲା ଏଥିପାଇଁ ବିଦ୍ୟାଳୟ ରେ ଦୀର୍ଘ ବର୍ଷ ଧରି ବିଭିନ୍ନ ସମସ୍ୟା ସୃଷ୍ଟି ହୋଇ ଆସୁଥିଲା।ତେବେ ଶୁକ୍ରବାର ଭୋଇ ପରିବାର ପକ୍ଷରୁ ଜଳନ୍ଧର ଭୋଇ, ନନ୍ଦି କିଶୋର ଭୋଇ, ନବୀନ କୁମାର ଭୋଇ, ଜୟନ୍ତି ମାଝୀ ଓ ଆନନ୍ଦିନୀ ଭୋଇ ପ୍ରମୁଖ ତହସିଲଦାରଙ୍କ କାର୍ଯ୍ୟାଳୟରେ  ଉପସ୍ଥିତ ରହି ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ କର୍ଲାମୁଣ୍ଡା ନାମରେ ୬0 ଢ଼ିସମିଲ ଜମି କୁ  ରେଜିଷ୍ଟ୍ରେସନ୍ କରିଦେବା ପରେ ହାଇସ୍କୁଲ ରେ ଖୁସୀର ଲହରୀ ଖେଳିଯାଇଛି।ସ୍ବର୍ଗତ ରତନ ଭୋଇ ଙ୍କ ପ୍ରଚେଷ୍ଟା ଓ ତାଙ୍କ ପରିବାର ଏହି ଅଵଦାନ ଚିରସ୍ମରଣୀୟ ହୋଇ ରହିଵ ବୋଲି ବୁଦ୍ଧି ଜୀବୀ ମହଲରେ ଚର୍ଚ୍ଚା ଜୋର ଧରିଛି।।ଏହି ଅବସରରେ ସ୍ବର୍ଗତ ରତନ ଭୋଇ ଙ୍କ ପ୍ରତିମୂର୍ତ୍ତି ସ୍ଥାପନ ସହିତ ଉନ୍ମଚନ କରାଯାଇଥିଲା ଏଥିରେ ସ୍ଥାନୀୟ ତହସିଲଦାର ମିଳନ କୁମାର ଝାଙ୍କର,ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା,ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ପଧାନ, ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ରାଉତ, ଅବସର ପ୍ରାପ୍ତ ଶିକ୍ଷକ  ମାର୍କଣ୍ଡ ପାଢ଼ୀ,ପବିତ୍ର ମୋହନ ପାଶା, ପ୍ରଦୀପ୍ତ ଷଡ଼ଙ୍ଗୀ, ବସନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିବା ବେଳେ ଜୟ ଶଙ୍କର ସାହୁ,ଦିନ ବନ୍ଧୁ ସାହୁ,ମିତ୍ର ଭାନୁ ସାହୁ,କଇତି ସାହୁ,ମିତ୍ର ଭାନୁ ମାଝୀ, ବଡ ସାହୁ ଓ ସୁବାଷ ସାହୁ,ବିପ୍ର ଚରଣ ସାହୁ,ଅଭିରାମ ସାହୁ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like