-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର କୁଲତା ସମାଜର ନୁଆଖାଇ ଭେଟଘାଟ

24-Sep-2023



ବଲାଙ୍ଗୀର,- ସ୍ଥାନୀୟ ପେଲେସଲାଇନ ସ୍ଥିତ ମୀନା ଟେଣ୍ଟ ହାଉସ ପ୍ରାଙ୍ଗଣରେ ବଲାଙ୍ଗିର କୁଲତା ସମାଜର ନୁଆଖାଇ ଭେଟଘାଟ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ମାଁ ରଣେଶ୍ୱର ରାମଚଣ୍ଡିଙ୍କ ପୂଜାର୍ଚ୍ଚନା କରାଯାଇଥିଲା । କୁଲତା ସମାଜର ସଭାପତି ରବିନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ନୁଆଖାଇ ଭେଟଘାଟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ସମ୍ମାନିତ ଅତିଥି ଭାବେ ପଶ୍ଚିମ ଓଡିଶା ବିକାଶ ପରିଷଦର ଉପଦେଷ୍ଟା ନାରାୟଣ ସାହୁ, ପୁଇଁନ୍ତଲା ବ୍ଲକ ଅଧ୍ୟକ୍ଷ ସରୋଜ ପ୍ରଧାନ, ଦେଓଗାଁ ତହସିଲଦାର ଯୁଗଲ କିଶୋର ବିଶ୍ୱାଲ, ଜିଲ୍ଲା କୁଲତା ସମାଜ ସଭାପତି ବେଲାର ସିଂ ଭୋଇ, ଯୁବ ସଂଗଠକ ସୁଦର୍ଶନ ସାହୁ, ସଂପାଦକ ବିଦେଶୀ ପ୍ରଧାନ ଯୋଗ ଦେଇ କୁଲୁତା ସମାଜର ସମଗ୍ରିକ ବିକାଶ ଦିଗରେ ସମସ୍ତେ ଏକ ହୋଇ କାର୍ଯ୍ୟ କରିବାକୁ ମତ ଦେଇଥିଲେ । ଅଜିତ ଭୋଇ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ କାର୍ଯ୍ୟକ୍ରମକୁ ମଧୁ ସାହୁ ଓ ପ୍ରିୟାଲ ପ୍ରଧାନ ସଂଯୋଜନା କରିଥିଲେ । ଏହି ଭେଟଘାଟ ଅବସରରେ ସମାଜର ପ୍ରଥମ ସଭାପତି ଗୋପବନ୍ଧୁ ବିଶ୍ୱାଲଙ୍କୁ କୂଳ ପ୍ରତିଭା ସମ୍ମାନ, ସୁରଥ ପ୍ରଧାନଙ୍କୁ ପ୍ରେରଣା ସ୍ମୃତି ସମ୍ମାନ, ସଂଜିବ

ସାମଲଙ୍କୁ ଯୁବ ପ୍ରତିଭା ସମ୍ମାନ,ଏମ୍‌ବିବିଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଗାୟତ୍ରି ପାତ୍ର, ଉମେଶ ଚନ୍ଦ୍ର ଗଡତ୍ୟା, ଭେଟଘାଟ ରେ ସ୍ୱାସ୍ଥ୍ୟ ପରୀକ୍ଷା କରିଥିବା ଡା. ଆକାଶ ପ୍ରଧାନ, ସୁବାଷ ବିଶ୍ୱାଲ ଓ ଜରୁରୀ ସମୟରେ ରକ୍ତଦାନ କରିଥିବା ରକ୍ତଦାତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ ସଫଳତାର ସହ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀଙ୍କୁ ରାହସ ବିହାରୀ ମାଝି  ଓ ବୁଡୁ ପ୍ରଧାନ ସ୍ୱତନ୍ତ୍ର ଭାବେ ପୁରସ୍କୃତ କରିଥିଲେ । ଏହା ପରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅବନି ପ୍ରଧାନ ଓ ସରୋଜ ଭୋଇ ପରିଚାଳନା କରିଥିଲେ । ସମସ୍ତ କାର୍ଯ୍ୟକ୍ରମରେ କୁଲୁତା ସମାଜର ସୂର୍ଯ୍ୟ ଭୋଇ, ଶିରୋମଣି ସାହୁ, ରିଙ୍କୁ ଭୋଇ, ସତ୍ୟ ଗଡତ୍ୟା, ଲକ୍ଷ୍ମଣ ବିଶ୍ୱାଲ, ମନୋଜ ବିଶ୍ୱାଲ, ସୁନିଲ ମାଝି, ଜିତୁଲାଲ ସାହୁ, ରୋହିମ ରଂଜନ ସାହୁ, ଶାନ୍ତନୁ ଭୋଇ, ନେତ୍ରାନନ୍ଦ ପ୍ରଧାନ, ଆକାଶ ପ୍ରଧାନ, ଲଳିତ ପ୍ରଧାନ, ରୂପଧର ପ୍ରଧାନ, ରବିନ୍ଦ୍ର ପ୍ରଧାନ, ଗୋବର୍ଦ୍ଧନ ସାହୁ, ଜ୍ୟୋସ୍ନାରାଣୀ ପ୍ରଧାନ, କୁନ୍ତଳା ଗଡତ୍ୟା, ଶାନ୍ତନୁ ପାତ୍ର ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ସାନ୍ତନୁ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like