-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ବି ଏସ କେ ୱାଇ ଯୋଜନାରେ ସାମିଲ ପାଇଁ ବରିଷ୍ଠ ନାଗରିକ ଙ୍କ ଦାବୀପତ୍ର ପ୍ରଦାନ

24-Sep-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ବିଭିନ୍ନ ସମସ୍ୟା ନେଇ ଆଜି ସ୍ଥାନୀୟ ସର୍କିଟ ହାଉସ ଠାରେ ରାଜ୍ୟ ବିଜୁ ସ୍ୱାସ୍ଥ୍ୟ  କଲ୍ୟାଣ ଯୋଜନା ର ଉପଦେଷ୍ଟା ନିବେଦିତା ନାଏକ ଙ୍କୁ ସୋନପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘ କର୍ମକର୍ତ୍ତା ଭେଟି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ l ଏବଂ  ତାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ  ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି l ବରିଷ୍ଠ ନାଗରିକ  ବିଶେଷ କରି ତୃତୀୟ ଓ ଚତୁର୍ଥ ବର୍ଗ ର ଅବସର ପ୍ରାପ୍ତ କର୍ମଚାରୀ ମାନଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରିବାକୁ ଓ ମେଡିକାଲ ମାନଙ୍କରେ ସ୍ୱତନ୍ତ୍ର ଚିକିତ୍ସା ପ୍ରଦାନର ବ୍ୟବସ୍ଥା ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଉପରେ ଆଲୋଚନା କରିଥିଲେ l ଦାବୀ ର ଯଥାର୍ଥତାକୁ ହୃଦୟଙ୍ଗମ କରି ଉପଦେଷ୍ଟା ମହାଶୟା ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେବାକୁ ଦୃଢ଼ ପ୍ରତିଶୁତି ଦେଇଛନ୍ତି l ବିଶେଷ କରି ସୁବର୍ଣ୍ଣପୁର ଜିଲ୍ଲlରୁ ପ୍ରଥମ କରି ଏହି ପ୍ରସ୍ତାବ ଆଗତ କରାଯାଇଥିବାରୁ ସେ ଭୁୟସୀ ପ୍ରଶଂସା କରି ଏଇ ପର୍ଯ୍ୟଟନ କ୍ଷେତ୍ର, ମନ୍ଦିର ନଳିନୀ ସହର ତଥା ପ୍ରlକୃତିକ  ଶୋଭାରଜି ର ଉଚ୍ଚ ପ୍ରଶଂସା କରିଥିଲେ l ଏହି ପ୍ରତିନିଧି ମଣ୍ଡଳୀ ରେ ବରିଷ୍ଠ ନାଗରିକ ସମ୍ପାଦକ ଜ୍ୟୋତି ରଞ୍ଜନ ପଟ୍ଟ ନାୟକ, ଉପଦେଷ୍ଟା ଗୋରେଖ ନାଥ ସାହୁ, ପ୍ରଦୀପ ପୁରୋହିତ, ଲୋକେଶ ପଧାନ, ପ୍ରଦୀପ ପୁରୋହିତ, ଦିଲ୍ଲୀପ ରଥ, ନାରୀ ନେତ୍ରୀ ମିନା ମହାରଣl, ପ୍ରମୁଖ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like