-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଚଳିତ ବର୍ଷ ପ୍ରଥମ ଥର ପାଇଁ ଜେ ଏସ ଏମ଼୍ କଲେଜ ରେ ଆରମ୍ଭ ହେଲା ସି ଏ ପରୀକ୍ଷା ଜେ,ଏସ,ଏମ, କଲେଜ ରେ ସମାପ

14-Dec-2020




  ବଲାଙ୍ଗୀର ସହର ମଧ୍ୟରେ ଥିବା ଜେ, ଏସ,ଏମ,ବାଣିଜ୍ୟ ବିଭାଗ କଲେଜ ପରିସରରେ ପ୍ରଥମ ଥର ତଥା ପ୍ରଥମ ବର୍ଷ ପାଇଁ "ସିଏ" ଚାର୍ଟଟେଟ ଏକାଉଁଟେଣ୍ଡ ପରୀକ୍ଷା ଆରମ୍ଭ ହୋଇଥିଲା।ସୂଚନା ଅନୁସାରେ ଏହି ପରୀକ୍ଷା ନଭେମ୍ବର ୨୧ ତାରିଖ ରୁ ଡିସେମ୍ବର ୧୪ ତାରିଖ ପ୍ରଯନ୍ତ ଚାଲିଥିଲା। ଯେଉଁଥିରେ ରାଜ୍ୟସରକାରଙ୍କ ନିର୍ଦେଶନୁକ୍ରମେ କୋଭିଡ଼ ପରିସ୍ଥିତି କୁ ଦୃଷ୍ଟି ରେ ରଖି ଏବଂ ଛାତ୍ର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ତଥା ସୁବିଧା ସୁଯୋଗ ହିତରେ ପ୍ରଥମ ଥର ଜେ ଏସ ଏମ,ବାଣିଜ୍ୟ କଲେଜ ରେ ସି,ଏ,ପରୀକ୍ଷାର୍ଥୀ ଙ୍କ ପାଇଁ ପରୀକ୍ଷା ଆରମ୍ଭ ପାଇଁ ନିଷ୍ପତ୍ତି ନେଇଥିଲେ। ଯାହା ଯେ,ଏସ,ଏମ, କଲେଜ ପାଇଁ ଗୋଟେ ନୁଆଁ ଚୂନୋତି ଥିଲା।ଯାହାକୁ ଜେଏସଏମ ବାଣିଜ୍ୟ କଲେଜର କତ୍ତୃପକ୍ଷ ସୁଚାରୁରୂପେ ତୁଲାଇଥିଲେ। ତେବେ କୋଭିଡ଼ କଟକଣା ପାଇଁ ସରକାର ଙ୍କ ସରକାରୀ ଗାଇଡ଼ ଲାଇନ ଅନୁସାରେ ପରୀକ୍ଷା ଶେଷ ହୋଇଯାଇଛି।ସୂଚନା ଅନୁସାରେ  ବଲାଙ୍ଗୀର ଜେଏସ୍ ଏମ୍ କଲେଜ ରେ ସିଏ ପରୀକ୍ଷା
  ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ତଥା "ସିଏ" ପରୀକ୍ଷା ଏବେ ବଲାଙ୍ଗୀର ଜିଲ୍ଲା ରେ ଶେଷ ହେବାକୁ ଯାଉଛି।ଏବଂ ଜିଲ୍ଲା ରେ ଏହା ପ୍ରଥମ ଥର ବୋଲି ଜଣାପଡିଛି।  ଏହି ପରୀକ୍ଷା ତା ୨୧ ନଭେମ୍ବର ଠୁ ଆରମ୍ଭ ହୋଇଥିଲା। ଏବଂ ୧୪ ଡିସେମ୍ବର ପର୍ଯନ୍ତ  ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ଚାଲିଥିଲା।ସେପଟେ ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା" ସିଏ"ପରୀକ୍ଷାର୍ଥୀ ନିଜ ସ୍ଥାନରେ ହୋଇଥିବା ପରୀକ୍ଷା ଓ ତାଙ୍କ ପାଇଁ ସମସ୍ତ ସୁ ବନ୍ଦୋବସ୍ତ କୁ ନେଇ ଉତ୍ସାହିତ ଥିବା ଜଣାପଡିଥିଲା। ଯାହା ଆଗାମୀ ଦିନରେ ମଧ୍ୟ ଆଶା ରଖିଛନ୍ତି ଏହି ସିଏ ପରୀକ୍ଷା ନିଜ ସ୍ଥାନରେ ହୁଏ ତେବେ ଏଠିକାର ଛାତ୍ରଛାତ୍ରୀ ଉପକୃତ ହେବେ ବୋଲି ଛାତ୍ରଛାତ୍ରୀ ନିଜସ୍ୱ ମତ ବ୍ୟକ୍ତ ରଖିଛନ୍ତି।ଅନ୍ୟପଟେ  ଇନଷ୍ଟିଚ୍ୟୁଟ ଅଫ ଚାର୍ଟେଡ ଏକାଉଣ୍ଟ୍ ଅଫ ଇଣ୍ଡିଆ କୁ ବଲାଙ୍ଗୀର ଭଳି ଗୋଟିଏ ରିମୋଟ୍ ଏରିଆ ର ଜିଏସ୍ଏମ କଲେଜ ଅଫ୍ କମର୍ସ କଲେଜ କୁ ସିଏ ପରୀକ୍ଷା କେନ୍ଦ୍ର ଭାବେ ଚୟନ କରିଥିବାରୁ  ଧନ୍ୟବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ