-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଭୈରବ ସ୍ନାତକ ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ସଂସ୍ଥାର ଜାତୀୟ କର୍ମଶାଳା ଅନୁଷ୍ଠିତ

26-Sep-2023



ଡ଼ାବୁଗାଁ - (ମିହିର ଶଙ୍କର ପାତ୍ର )
 ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ଥିବା ଭୈରବ ସ୍ନାତକ ମହାବିଦ୍ୟାଳୟ ରେ ଜାତୀୟ ସେବା ଶିବିର ତରଫରୁ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଭୈରବ ସ୍ନାତକ ମହାବିଦ୍ୟାଳୟ ର ଜାତୀୟ ସେବା ଶିବିର ର ମୁଖ୍ୟ ଶ୍ରୀ ମେକ୍ସ ନାୟକ ଯୋଗ ଦେଇଥିଲେ।ଏହି ସଭାରେ ପ୍ରଥମେ ଜାତୀୟ ସେବା ଶିବିର ର ଛାତ୍ର ଛାତ୍ରୀ ଙ୍କୁ ନେଇ ଏକ ସାଧାରଣ ସଭା ର ଆୟୋଜନ କରିଥିଲେ।ଏଥି ସହିତ ଏହି କର୍ମଶାଳା ରେ  ଏହି  ଜାତୀୟ ସେବା ଯୋଜନାର ଲକ୍ଷ୍ୟ ଓ  ଉର୍ଦ୍ଦେଶ୍ୟ ଉପରେ ଆଲୋଚନା କରାଯାଇଥିଲା।ଏଥିରେ ପ୍ରଥମେ ଜାତୀୟ ସେବା ଯୋଜନାର ମୁଖ୍ୟ ଶ୍ରୀ ନାୟକ କହିଲେ ସବୁବେଳେ ସାମାଜିକ ସୁରକ୍ଷା ଓ ଏଥି ପାଇଁ ଆବଶ୍ୟକ ସଚେତନତା ସୃଷ୍ଟି କରିବା ଛାତ୍ର ଛାତ୍ରୀ ଙ୍କ ମୁଖ୍ୟ ଦାୟିତ୍ଵ ଏଥି ସହିତ ସମାଜର ସମସ୍ତ ପ୍ରକାର ବ୍ୟବସ୍ଥା ଯଥା ପରିବେଶ ଓ ସାମାଜିକ ସଚେତନତା ରକ୍ଷା କରିବା ମୁଖ୍ୟ ଦାୟିତ୍ଵ ରହିବା ଦରକାର ଏହା ନିଜ ବକ୍ତବ୍ୟରେ କହିଲେ।

ଏଥି ସହିତ ସମ୍ମାନିତ ଅତିଥି ଭାବେ ଭୈରବ ସ୍ନାତକ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ଶଙ୍କର ଗନ୍ତାୟତ ଯୋଗ ଦେଇଥିଲେ।ଶ୍ରୀ ଗନ୍ତାୟତ କହିଲେ ସାମାଜିକ ସୁରକ୍ଷା କଥା ଯେତେବେଳେ କହିବା ଛାତ୍ର ଛାତ୍ରୀ ମାନେ ମୁଖ୍ୟ ଅଙ୍ଗ ତେଣୁ ଏହି ଜାତୀୟ ସେବା ଯୋଜନାର ମୁଖ୍ୟ ଲକ୍ଷ୍ୟ ସାମାଜିକ ସୁରକ୍ଷା ସହିତ ଏହାର ଦାୟିତ୍ଵ ତେଣୁ ଏହି ସେବା ଶିବିରର ଛାତ୍ର ଛାତ୍ରୀ ମାନେ ପରିବେଶ ସୁରକ୍ଷା ସହିତ ଏହାର ନିୟନ୍ତ୍ରଣ କରିବା ଏହି ଯୋଜନାର ମୁଖ୍ୟ ଲକ୍ଷ୍ୟ ଅଟେ ବୋଲି କହିଲେ।ଏଥି ସହିତ ଭୈରବ ସ୍ନାତକ ମହାବିଦ୍ୟାଳୟ ଅର୍ଥନୀତି ଅଧ୍ୟାପକ ଶ୍ରୀ ସନ୍ୟାସୀ ସାହୁ ସଭାର ପରିଚାଳନା ଦାୟିତ୍ୱରେ ରହିଥିଲେ।ଶ୍ରୀ ସାହୁ କହିଲେ ସମାଜରେ ସାମାଜିକ ସୁରକ୍ଷା ଦାୟିତ୍ୱରେ ମୁଖ୍ୟ ଯଥା ସେବା ଓ ସଚେତନ ଏହି ଦୁଇଟି ଜାତୀୟ ସେବା ଯୋଜନାର ମୁଖ୍ୟ ଲକ୍ଷ୍ୟ ଏଥି ସହିତ ସଙ୍ଘୀୟ ବ୍ୟବସ୍ଥା,ସାମାଜିକ ସୁରକ୍ଷା ଓ ଦାୟିତ୍ଵ,ପରିବେଶ ସଫା ସୁତୁରା ରଖିବା,ବୃକ୍ଷ ରୋପଣ ଓ ପରିବେଶ ନିୟନ୍ତ୍ରଣ କରିବା ସହିତ ସାମାଜିକ ସେବା ଓ ବିକାଶ ଏହି ଦୁଇଟି ମୁଖ୍ୟ ଲକ୍ଷ୍ୟ ରହିବା ଦରକାର।ଏହି ସଭାରେ ଭୈରବ ସ୍ନାତକ ମହାବିଦ୍ୟାଳୟ ର ଅର୍ଥନୀତି ବିଭାଗୀୟ ମୁଖ୍ୟ ଶ୍ରୀମତୀ ଉର୍ମିଳା ବ୍ରହ୍ମା,ଇତିହାସ ବିଭାଗୀୟ ମୁଖ୍ୟ ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁ,ଓଡ଼ିଆ ବିଭାଗୀୟ ମୁଖ୍ୟ ଶ୍ରୀମତୀ ଚନ୍ଦନା ପଣ୍ଡା,ଓଡ଼ିଆ ଅଧ୍ୟାପିକା ମନିଷା ସରକାର,ଇତିହାସ ବିଭାଗୀୟ ଅଧ୍ୟାପକ ଦୟରାମ ମନୋହର,ପାଠ୍ୟ ପୁସ୍ତକ ଗାର ପିଅନ ପଞ୍ଚାନନ ପୂଜାରୀ ,ପିଅନ ଜୁକ୍ସାୟ ଭତ୍ରା,ବିଜୟ ମାଝୀ ଓ ରତନ ହରିଜନ ଏଥି ସହିତ କିରାଣି ବି.ସତ୍ୟନାରାୟଣ ସାଥୀ ଓ ବିଦ୍ୟାଧର ମାଝୀ ପ୍ରମୁଖ ଉପସ୍ଥିତି ଥିଲେ।ସଭା ଶେଷରେ ଓଡ଼ିଆ ବିଭାଗୀୟ ଅଧ୍ୟାପିକା ମନିଷା ସରକାର ଧନ୍ୟବାଦ୍ ଅର୍ପଣ କରିଥିଲେ।ଶେଷରେ ଛାତ୍ର ଛାତ୍ରୀ ଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like