-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଶ୍ରେଣୀ ଗୃହ ନିର୍ମାଣ ଦାବିରେ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

26-Sep-2023



ପାଟଣାଗଡ଼(ପୁର୍ଣ୍ଣ ଶଶୀ ଶେଖର ରାଓ): ସରକାର ବିଦ୍ୟାଳୟ ମାନଙ୍କର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟକରଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି କିନ୍ତୁ ଅଧିକାରୀ ଓ ରାଜନେତା ଙ୍କ ଅବହେଳା ଯୋଗୁଁ ବିଭିନ୍ନ ସ୍ଥାନର ବିଦ୍ୟାଳୟ ମାନଙ୍କୁ ସମସ୍ୟା ଦେଖାଦେଇଛି। କେଉଁଠି ଶ୍ରେଣୀ ଗୃହ ର ଅଭାବ, ତ କେଉଁଠି ଶିକ୍ଷକ ଅଭାବ, ତ କେଉଁଠି ନିମ୍ନମାନର ଖାଦ୍ୟ ଯୋଗାଉଥିବା ଅଭିଯୋଗ। ସୂଚନାଯୋଗ୍ୟ ଯେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଦେଉଳ ଗାଁ ପଞ୍ଚାୟତ ଅଧିନସ୍ଥ ବରପିଟା ଗାଁ ରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ୩୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବା ବେଳେ ଶ୍ରେଣୀ ଗୃହ ନଥିବାରୁ ଜରାଜୀର୍ଣ୍ଣ କୋଠରୀରେ ପାଠ ପଢ଼ୁଛନ୍ତି। ଦୀର୍ଘ ଦିନ ହେଲା ଶ୍ରେଣୀ ଗୃହ ପାଇଁ ଗ୍ରାମବାସୀମାନେ ଦାବି କରୁଛନ୍ତି। ଏ ବିଷୟରେ ପଞ୍ଚାୟତ ଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ପର୍ଯ୍ୟନ୍ତ ଜଣାଇଥିଲେ ସୁଦ୍ଧା କୌଣସି ପଦକ୍ଷେପ ନେଉନଥିବା ବେଳେ ଶେଷରେ ଆନ୍ଦୋଳନ ପନ୍ଥା ଆପଣେଇବାକୁ ବାଧ୍ୟ ହେଉଛନ୍ତି। ଏ ବିଷୟରେ ପାଟଣାଗଡ଼ ଉପଜିଲ୍ଲାପାଳଙ୍କୁ ଗତ ଶୁକ୍ରବାର ଦିନ ବରପିଟା ଗ୍ରାମବାସୀ ଏକ ଲିଖିତ ଅଭିଯୋଗ କରି ତିନି ଦିନ ମଧ୍ୟରେ ସମସ୍ୟାର ସମାଧାନ କରିବାକୁ କହିଥିଲେ କିନ୍ତୁ ପ୍ରଶାସନ କର୍ଣ୍ଣପାତ କରୁନଥିବାରୁ ଆଜି ବିଦ୍ୟାଳୟରେ ତାଲା ପକାଇ ଛାତ୍ରଛାତ୍ରୀ ଓ ଅଭିବାବକ ଧାରଣା ଦେଇଛନ୍ତି। ଯଦି କୌଣସି ଅଧିକାରୀ ଆସି ସମସ୍ୟାର ସମାଧାନ ଶିଘ୍ର ନକରିବେ ତାହାହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବିଦ୍ୟାଳୟ ବନ୍ଦ ରଖିବାକୁ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like