-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ର ସାପ୍ତାହିକ "ଆୟୁଷ୍ମାନ ଭବ ସ୍ୱାସ୍ଥ୍ୟ ମେଳା " ଅନୁଷ୍ଠିତ

26-Sep-2023



ବଲାଙ୍ଗିର(ପ୍ରେରଣା ଖବର ): ସ୍ଥାନୀୟ ଶାସ୍ତ୍ରୀ ନଗର କ୍ଳବ ପରିସର ମଧ୍ୟରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ,ଜାତୀୟ ସ୍ୱାସ୍ଥ୍ୟ ମିଶନ ପକ୍ଷରୁ ଆରମ୍ଭ କରାଯାଇଥିବା "ଆୟୁଷ୍ମାନ ଭବ ଅଭିଯାନ" ର ସପ୍ତାହ ବ୍ୟାପି ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ମଧ୍ୟରେ ଏକ ସ୍ୱାସ୍ଥ୍ୟ ମେଳା ବଲାଙ୍ଗିର ସହର ର ସ୍ଥାନୀୟ ଶାସ୍ତ୍ରୀ ନଗର ଯୁବକ ସଂଘ ମଧ୍ୟରେ ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ ସ୍ୱାସ୍ଥ୍ୟ ମେଳା ରେ ସହରାଞ୍ଚଳ ପରିତ୍ୟକ୍ତ ଅଂଚଳ ରୁ ପ୍ରାୟ ଏକ ଶହ ତିରିଶି ବିଭିନ୍ନ ବର୍ଗ ର ରୋଗୀ ଆସି ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଯଥା, ରକ୍ତ ଚାପ, ମଧୁମେହ, ଉଚ୍ଚତା, ଗର୍ଭବତୀ ମହିଳାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ଅଣସଂକ୍ରମଣ ରୋଗ ର ଚିକିତ୍ସା ତଥା ପରୀକ୍ଷା କରାଯାଇଥିଲା l ଏହା ଛଡା ଭାରତ ଓ ଓଡି଼ଶା ସରକାରଙ୍କ ମିଳିତକ୍ରମ ରେ ପ୍ରାରମ୍ଭ କରାଯାଇଥିବା ଆୟୁଷ୍ମାନ ସ୍ୱାସ୍ଥ୍ୟ କାର୍ଡ କୁ ଆଭା-ପରିଚୟ ମାଧ୍ୟମ ରେ ନିର୍ଣ୍ଣୟ କରାଯାଇ, ଅଶି ଜଣ ହିତାଧିକାରୀ ଙ୍କ ଆୟୁଷ୍ମାନ କାର୍ଡ ତିଆରି କରାଯାଇଥିଲା l ଉପରୋକ୍ତ ସ୍ୱାସ୍ଥ୍ୟ ମେଳା ରେ ଶ୍ରୀ ସତ୍ୟ ରଞ୍ଜନ ମିଶ୍ର ଓ ରବି ରଞ୍ଜନ ପୂଜାରୀ, ନିର୍ଦ୍ଧେଶକ ଓ ଚେୟାରମ୍ୟାନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଯୋଗ ଦାନ କରି ଆୟୁଷ୍ମାନ ଭବ ର ସାପ୍ତାହିକ କାର୍ଯ୍ୟକ୍ରମ ସମ୍ପର୍କ ରେ ଆଲୋଚନା କରିଥିଲେ ଓ ଆସନ୍ତା ସ୍ୱାସ୍ଥ୍ୟ ମେଳା ସମ୍ପର୍କ ରେ ବିଶେଷ ଆୟୋଜନ ଓ ସାଧାରଣ ସ୍ୱାସ୍ଥ୍ୟ ପାଇଁ ଲୋକ ସଚେତନତା ଉପରେ ଗୁରୁତ୍ୱ ଆରୋପ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like