-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ରଥପୁରରେ ନୂଆଁଖାଇ ଭେଟଘାଟ

27-Sep-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ ରଥପୁର ଦୁର୍ଗା ପୂଜା କମିଟି ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କମିଟି ଉପଦେଷ୍ଟା ତଥା ସମାଜସେବୀ ମୀନକେତନ ମହାକୁର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ବିଶିଷ୍ଟ ହାସ୍ୟକବି ବେନ୍ଦ୍ର ସାହୁ, ହାସ୍ୟକବି ହରିଲାଲ ସାହୁ, ହାସ୍ୟ କବି ମୁନିରାମ କୁମ୍ଭାର, ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଭୂଷଣ ପାତ୍ର, ବୀରମହାରାଜପୁର କଲେଜ ଓଡ଼ିଆ ଅଧ୍ୟାପକ ପ୍ରକାଶ ସେଠ୍, ଶିକ୍ଷକ ଲକ୍ଷ୍ମୀନାରାୟଣ ସାହୁ, ସପ୍ତଦୀପ ସାହିତ୍ୟ ସଂସଦ ସଭାପତି କବି ଦ୍ବିତୀକୃଷ୍ଣ ପଣ୍ଡା,କୋଶଲି କବି ଅଧ୍ୟାପକ ଯଜ୍ଞେଶ୍ଵର ବିଶି, ବୀରମହାରାଜପୁର ଜେଳର ଅଞ୍ଜଳି ପଟେଲ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଥିଲେ। ଶିକ୍ଷକ ଅରବିନ୍ଦ ରଣା ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ମଳୟ ଅମାତ ଧନ୍ୟବାଦ ଅର୍ପଣ କରିଥିଲେ। କମିଟି ପକ୍ଷରୁ ୨୦୨୩ ରେ ବୀରମହାରାଜପୁର ଉପଖଣ୍ଡରେ ମାଟ୍ରିକ ଟପ୍ପର ଛାତ୍ରୀ ବିଶ୍ଵରୂପା ସାହୁ ,ତାଏକଣ୍ଡୋ ଖେଳାଳି ଏହେସାସ୍ ହୋତା, ବିଶିଷ୍ଟ ଚାଷୀ ଶାନ୍ତନୁ କ୍ଷେତି, ଶିକ୍ଷକ ଲକ୍ଷ୍ମୀନାରାୟଣ ସାହୁ, ସାହିତ୍ୟ ସଂଗଠକ ଦ୍ବିତୀକୃଷ୍ଣ ପଣ୍ଡା, କବି ଯଜ୍ଞେଶ୍ଵର ବିଶି ଓ ଶ୍ରେଷ୍ଠ ସଂଚାଳକ ଅବିନାଶ ହୋତାଙ୍କୁ ସମ୍ମାନିତ କରାଯାଇ ଥିଲା।‌ ଅଞ୍ଚଳର ଶିଶୁ ମାନେ ଡାଳଖାଇ,ମାଇଲାଜଡ, ରସରକେଲି ନୃତ୍ୟ ପରିବେଷଣ କରିଥିଲେ। ପରେ ମେଲୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ରଥପୁର ଦୁର୍ଗା ପୂଜା କମିଟି ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like