-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ମହାନଗର

ଦ୍ବିତୀୟ ଦିନ ଧାରଣା ସ୍ଥଳକୁ ପହଞ୍ଚିଲେ ରାଜ୍ୟସଭା ସାଂସଦ

27-Sep-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ସରକାର ଶିକ୍ଷା ର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଦ୍ୟାଳୟ ଗୁଡିକ ନିର୍ମାଣ କରୁଛନ୍ତି। ଶିକ୍ଷାଦାନ ପାଇଁ ଶିକ୍ଷକ ଯୋଗାଇ ଦେଉଥିବା ବେଳେ ପ୍ରଶାସନିକ ଅଧିକାରୀ ଓ ରାଜନେତା ଙ୍କ ଅବହେଳା ଯୋଗୁଁ ବିଭିନ୍ନ ସ୍ଥାନରେ ବିଦ୍ୟାଳୟ ମାନଙ୍କୁ ଅନେକ ସମସ୍ୟା ଦେଖିବାକୁ ମିଳୁଛି। ଯାହାକି କେଉଁଠି ଶିକ୍ଷକ ଅଭାବ, ଶ୍ରେଣୀ ଗୃହ ଅଭାବ, ନିମ୍ନ ମାନର ଖାଦ୍ୟ ଯୋଗାଉଥିବା ଅଭିଯୋଗ ହେଉଛି। ସୂଚନାଯୋଗ୍ୟ ଯେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ଦେଉଳ ଗାଁ ପଞ୍ଚାୟତ ଅଧିନସ୍ଥ ବରପିଟା ଗାଁ ରେ ୩୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପାଠ ପଢ଼ୁଥିବାବେଳେ ଏଠାରେ ପ୍ରଥମ ରୁ ପଞ୍ଚମ ପର୍ଯ୍ୟନ୍ତ ଶ୍ରେଣୀ ଅଛି। କିନ୍ତୁ ଦୁଃଖର ବିଷୟ ଯେ ଏଠାରେ ବିଦ୍ୟାଳୟ କୋଠରୀ ନଥିବା ବେଳେ ଏକ ଶ୍ରେଣୀ କୋଠରୀ ରେ ପାଠ ପଢା ଚାଲୁଥିବା ବେଳେ ସେହି ଶ୍ରେଣୀ ଗୃହ ଟି ଜରାଜୀର୍ଣ୍ଣ ଅବସ୍ଥା ହୋଇଗଲାଣି। ସେଥିପାଇଁ ଗ୍ରାମବାସୀ ବାରମ୍ବାର ପ୍ରଶାସନିକ ଅଧିକାରୀ ଓ ରାଜନେତା ଙ୍କୁ ଜଣାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳିନଥିଲା।ଏଥି ପାଇଁ ଗତ ଚାରି ଦିନ ତଳେ ଉପଜିଲ୍ଲାପାଳ ଙ୍କୁ ଏକ ଲିଖିତ ଅଭିଯୋଗ କରି ଗତକାଲି ଠାରୁ ଛାତ୍ରଛାତ୍ରୀ ଓ ଅଭିବାବକ ଧାରଣା ଦେଇଥିଲେ ତଥାପି କୌଣସି ପ୍ରଶାସନିକ ଅଧିକାରୀ ଆସିନାହାନ୍ତି। ଏଭଳି ପରିସ୍ଥିତି ଦେଖି ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଘଟଣା ସ୍ଥଳରେ ପହଞ୍ଚି ସମସ୍ୟା ଉପରେ ଆଲୋଚନା କରିଥିଲେ। ଆସନ୍ତାକାଲି ଠାରୁ ବ୍ଳକ କାର୍ଯ୍ୟାଳୟ ଅଧିକାରୀ ମାନେ କାର୍ଯ୍ୟ ଆରମ୍ଭ କରିବା ସହ ମୁଁ ମୋ ପାଣ୍ଠିରୁ ସହାୟତା ପ୍ରଦାନ କରିବି ବୋଲି ପ୍ରତିଶ୍ରୁତି ଦେଇ ଥିବା ବେଳେ ଗ୍ରାମବାସୀ ଧାରଣା ରୁ ଓହରି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କୁ କୃତଜ୍ଞତା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like